National & International

ଆତଙ୍କୀ ଶବିର ଅହମ୍ମଦ ଲୋନକୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍ ମେଟ୍ରୋ ପୋଷ୍ଟର କେସରେ ଧରାପଡିଥିବା ମଡ୍ୟୁଲର ହ୍ୟାଣ୍ଡେଲ ଲସ୍କର-ଏ-ତୈବାର ଆତଙ୍କୀ ଶବିର ଅହମ୍ମଦ ଲୋନକୁ ଗିରଫ କରିଛି । ଲୋନ ଏହି ମଡ୍ୟୁଲରକୁ ପରିଚାଳନା କରୁଥିଲେ ଏବଂ ମେଟ୍ରୋ ପୋଷ୍ଟର ମାମଲାରେ ଗିରଫ…

ବନ୍ଧା ହେଲା ବିଭିନ୍ନ ହାଇକୋର୍ଟକୁ ବୋମା ଧମକ ଦେଉଥିବା ମୁଖ୍ୟ ଅଭିଯୁକ୍ତ

ନୂଆଦିଲ୍ଲୀ : ବିଭିନ୍ନ ହାଇକୋର୍ଟକୁ ଧମକପୂର୍ଣ୍ଣ ମେସେଜ ଅଭିଯୋଗରେ ଜଣେ ଗିରଫ । ମହୀଶୂରରୁ ଶ୍ରୀନିବାସ ଲୁଇସଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ। ହାଇକୋର୍ଟ ଓ ସରକାରୀ ଅଫିସକୁ ପଠାଉଥିଲେ ଧମକପୂର୍ଣ୍ଣ ମେସେଜ । ୧୦୦୦ରୁ ଅଧିକ ମିଥ୍ୟା ମେସେଜ ପଠାଇବା…

ବିଧାୟକ ପଦରୁ ଇସ୍ତଫା ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ ବିହାର ବିଜେପି ରାଜ୍ୟ ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ ଇସ୍ତଫା ଦେଇଛନ୍ତି । ଆଜି ସଞ୍ଜୟ ସରାଓଗୀ ବିହାର ବିଧାନସଭା ବାଚସ୍ପତି ପ୍ରେମ…

କୁଏତରେ ଇରାନର ମିସାଇଲ ମାଡ଼, ଭାରତୀୟ ଶ୍ରମିକ ମୃତ

ନୂଆଦିଲ୍ଲୀ: କୁଏତରେ ଇରାନର ଆକ୍ରମଣ । ଇରାନର ମିସାଇଲ ମାଡ଼ରେ ଭାରତୀୟ ଶ୍ରମିକଙ୍କ ମୃତ୍ୟୁ । ​ ବିଳମ୍ବିତ ରାତିରେ କୁଏତର ଏକ ବିଦ୍ୟୁତ ଉତ୍ପାଦନ ଓ ଜଳ ବିଶୋଧନ କେନ୍ଦ୍ର ଉପରେ ଇରାନ ପକ୍ଷରୁ ଆକ୍ରମଣ କରାଯାଇଛି । ଏହି…

ବିଜେପି ସରକାର ଆସିଲେ ମାଛ ଖାଇବା ବନ୍ଦ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ:ବିଜେପି ଆସିଲେ ମାଛ ଖାଇବା ବନ୍ଦ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଉପରେ ବଡ଼ ଆକ୍ରମଣ କରିଛନ୍ତି । ସେ କହିଛନ୍ତି, ବିଜେପି ଶାସିତ ରାଜ୍ୟଗୁଡ଼ିକରେ ମାଛ ଖିଆଯାଏ ନାହିଁ । ଯଦି ବିଜେପି କ୍ଷମତାକୁ ଆସେ ତେବେ…

ତାମିଲନାଡୁ ବିଧାନସଭା ନିର୍ବାଚନ: ୨ଟି ଆସନରୁ ଲଢ଼ିବେ ଟିଭିକେ ମୁଖ୍ୟ ବିଜୟ

ନୂଆପଡା: ଟିଭିକେ ମୁଖ୍ୟ ବିଜୟ ଆଜି ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ତାଙ୍କ ଦଳର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛନ୍ତି। ବିଜୟ ଘୋଷଣା କରିଛନ୍ତି ଯେ ସେ ବିଧାନସଭା ନିର୍ବାଚନରେ ​​ଦୁଇଟି ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେ କହିଛନ୍ତି…

ଯୋଗାଯୋଗ ଏବଂ ଆଇଟି କମିଟିରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର

ନୂଆଦିଲ୍ଲୀ: ବିଜୁ ପଟ୍ଟନାୟକ ବିରୁଦ୍ଧରେ ବିଜେପିର ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ଅପମାନଜନକ ମନ୍ତବ୍ୟକୁ ବିରୋଧ କରି ରବିବାର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଯୋଗାଯୋଗ ଏବଂ ଆଇଟି କମିଟିରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଶନିବାର ବିଜେପିର ସାଂସଦ ନିଶିକାନ୍ତ ଦୁବେ…

ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ପାକିସ୍ତାନରେ ୨ ଦିନିଆ ଲକ୍ ଡାଉନ୍ ଘୋଷଣା

ପାକିସ୍ତାନ : ପାକିସ୍ତାନରେ ବଢୁଥିବା ତୈଳ ସଙ୍କଟକୁ ଦୃଷ୍ଟିରେ ରଖି ସରକାର ୨ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି । ଶନିବାର ଏବଂ ରବିବାର ଲକଡାଉନ୍ ନିଷ୍ପତ୍ତି ନେଇଛନ୍ତି ସରକାର । ଏହି ଲକଡାଉନ ସମୟରେ ସମୟରେ ବଜାର, କାରଖାନା…

ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଦ୍ରୋହ

ନୂଆଦିଲ୍ଲୀ: ଆମେରିକାରେ ଟ୍ରମ୍ପ ସରକାରଙ୍କ ବିରୋଧରେ ବିଶାଳ ବିଦ୍ରୋହ । ଆମେରିକାର ସମସ୍ତ ୫୦ ରାଜ୍ୟରେ ଟ୍ରମ୍ପ ସରକାରଙ୍କ ବିରୋଧରେ ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। “ନୋ କିଙ୍ଗସ୍” ଶୀର୍ଷକ ଏହି ବିକ୍ଷୋଭ ପ୍ରଦର୍ଶନରେ ପ୍ରାୟ ୮୦ ରୁ ୯୦…

ଆର୍ଟେମିସ୍-୨ ମିଶନ କାଉଣ୍ଟଡାଉନ୍ ଆରମ୍ଭ, କେନେଡି ସ୍ପେସ୍ ସେଣ୍ଟରରେ ପହଞ୍ଚିଲେ ୪ ମହାକାଶଚାରୀ

ନୂଆଦିଲ୍ଲୀ : ଚନ୍ଦ୍ରକୁ ଯିବା ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆର୍ଟେମିସ୍-୨ ମିଶନରେ କେନେଡି ସ୍ପେସ୍ ସେଣ୍ଟରରେ ପହଞ୍ଚିଲେ ୪ ମହାକାଶଚାରୀ । ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ନିଜର ଐତିହାସିକ ‘ଆର୍ଟେମିସ୍-୨’ ମିଶନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ।…