National & International

ବରଫ ଝଡ଼ ଯୋଗୁଁ ବିମାନ ଦୁର୍ଘଟଣାଗ୍ରସ୍ତ, ୭ ମୃତ

ଆମେରିକା : ଆମେରିକାର ଘରୋଇ ବିମାନ ବରଫ ଝଡ଼ ଯୋଗୁ ଦୁର୍ଘଟଣାଗ୍ରସ୍ତ ହେବାରୁ ୭ ଜଣଙ୍କ ମୃତ୍ୟୁ ହୋଇଛି । ମାଇନ ବାଙ୍ଗର୍ ଆନ୍ତର୍ଜାତୀୟ ବିମାନବନ୍ଦରରେ ଘରୋଇ ବିମାନ ଦୁର୍ଘଟଣାର ଶିକାର ହୋଇଥିଲା । ବିମାନରେ ୮ ଜଣ ରହିଥିଲେ, ସେଥିରୁ…

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ ଚୁକ୍ତିନାମା ପାଇଁ ଆଲୋଚନା ଶେଷରେ…

ଆମେରିକାରେ ତୁଷାରପାତ ତାଣ୍ଡବ, ୩୦ ମୃତ

ନୂଆଦିଲ୍ଲୀ: ସୋମବାର ଦିନ ଆମେରିକାରେ ଦେଖାଦେଇଛି ଭୟଙ୍କର ଶୀତକାଳୀନ ଝଡ଼ । ଉତ୍ତର-ପୂର୍ବରେ ପ୍ରବଳ ତୁଷାରପାତ ଏବଂ ଦକ୍ଷିଣ ରାଜ୍ୟଗୁଡ଼ିକରେ ପ୍ରବଳ ଥଣ୍ଡା ଯୋଗୁଁ ଲକ୍ଷ ଲକ୍ଷ ଲୋକ ଥଣ୍ଡାରେ କମ୍ପୁଛନ୍ତି । ବିଭିନ୍ନ ରାଜ୍ୟରୁ ମିଳିଥିବା ରିପୋର୍ଟ ଅନୁସାରେ, ଏହି…

ଟ୍ରକକୁ ଧକ୍କା ଦେଲା କାର୍, ୪ ମୃତ

ନୂଆଦିଲ୍ଲୀ : ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡି ସହ କାର ଭୟଙ୍କର ଧକ୍କା ହେବାରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ କହିବା ମୁତାବକ, କାରରେ ଥିବା ଲୋକମାନେ ମହାକାଳ ମନ୍ଦିର ଦର୍ଶନ କରି ଉଜ୍ଜୈନରୁ…

୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ : ୭୭ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବେୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୯୫୦ ମସିହା ଜାନୁଆରୀ ୨୬ରୁ ଦେଶର ଗଣତନ୍ତ୍ରର ସାମ୍ବିଧାନିକ ଆଦର୍ଶରେ ଅଗ୍ରସର ହେଉଛି । ଭାରତର ସମ୍ବିଧାନ ବିଶ୍ବ ଇତିହାସର ସବୁଠାରୁ…

ବରିଷ୍ଠ ସାମ୍ବାଦିକ ମାର୍କ ଟଲୀଙ୍କ ଦେହାନ୍ତ

ନୂଆଦିଲ୍ଲୀ : ବରିଷ୍ଠ ସମ୍ବାଦିକ ମାର୍କ ଟଲୀଙ୍କର ୯୦ ବର୍ଷ ବୟସରେ ଆଜି ପରଲୋକ ହୋଇ ଯାଇଛି । କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ତେଣୁ ତାଙ୍କୁ ଦିଲ୍ଲୀର ଏକ ହସପିଟାଲରେ ଗତ ୨୧ ତାରିଖ ଦିନ…

ବାଂଲାଦେରେ ପୁଣି ହିନ୍ଦୁ ଯୁବକଙ୍କ ଉପରେ ଆକ୍ରମଣ

ବାଂଲାଦେଶ : ପୁଣି ଆଉ ଜଣେ ହିନ୍ଦୁଙ୍କ ଉପରେ ବାଂଲାଦେଶ ଆକ୍ରମଣ କରିଛି । ଏପରି ଘୃଣ୍ୟ ଅତ୍ୟାଚାର ନରସିଙ୍ଗଡି ଜିଲ୍ଲାରେ ଦେଖିବାକୁ ମିଳିଛି । ଜଣେ ୨୩ ବର୍ଷୀୟ ଯୁବକ ଏହି ଆକ୍ରମଣ ଶୀକାର ହୋଇଥିବା ଜଣାପଡିଛି । ଯୁବକଙ୍କୁ…

ଫର୍ଣ୍ଣିଚର ଦୋକାନରେ ଅଗ୍ନିକାଣ୍ଡ, ୫ ମୃତ

ହାଇଦ୍ରାବାଦ : ଗତକାଲି ବିଳମ୍ବିତ ରାତିରେ ହାଇଦ୍ରାବାଦର ନାମପାଲି ଅଞ୍ଚଳରେ ଥିବା ୪ ମହଲା ବିଶିଷ୍ଟ ଫର୍ଣ୍ଣିଚର ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଏହି ଦୁର୍ଘଟଣାରେ ୫ ଜଣ ଫସି ଯାଇଥିଲେ । ପରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଶୀତ ଲହରୀ ପାଇଁ ଆମେରିକାରେ ୧୩,୦୦୦ ବିମାନ ବାତିଲ୍

ନୂଆଦିଲ୍ଲୀ: ଆମେରିକାରେ ତୁଷାରପାତ ପରିସ୍ଥିତିକୁ ଆହୁରି ଖରାପ କରିଛି । ଫଳରେ ହଜାର ହଜାର ବିମାନ ଉଡ଼ାଣ ବାତିଲ ହୋଇଛି । ଏଥିସହ ବିଦ୍ୟୁତ୍ ବିଭ୍ରାଟ ଏବଂ ପ୍ରବଳ ତୁଷାରପାତ ହୋଇଥିଲା, ଯାହା ଦ୍ବାରା ରାସ୍ତା ଅବରୋଧ ହୋଇଥିବା ଦେଖିବାକୁ ମିଳିଛି…

କାନାଡାକୁ ଟ୍ରମ୍ପଙ୍କ ଧମକ, ଚୀନ୍ ସହ କୌଣସି ଡ଼ିଲ କଲେ ୧୦୦% ଟାରିଫ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାକୁ ବଡ଼ ଗୁରୁତ୍ୱପୂର୍ଣ୍ଣ ଧମକ ଦେଇଛନ୍ତି । ସେ କହିଛନ୍ତି ଯେ ଯଦି କାନାଡା ଚୀନ୍ ସହିତ କୌଣସି ପ୍ରକାରର ବାଣିଜ୍ୟ ଚୁକ୍ତି ସ୍ୱାକ୍ଷର କରେ, ତେବେ ଆମେରିକା କାନାଡା ଉପରେ ୧୦୦% ଟାରିଫ…