National & International

୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି । ଘଟଣାରେ ୭ ଜଣ ସୈନିକ ଆହତ ହୋଇଛନ୍ତି । ତେବେ…

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର ନିର୍ଦ୍ଦୋଷରେ ଖଲାସ, ଶିଖ ବିରୋଧୀ ହିଂସା ମାମଲାରେ ଥିଲେ ଦୋଷୀ

ନୂଆଦିଲ୍ଲୀ : ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛି । ଜନକପୁରୀ ଓ ବିକାଶପୁରୀ ଅଞ୍ଚଳରେ ହୋଇଥିବା ହିଂସାକାଣ୍ଡ ସହ ଜଡିତ ଏକ ମାମଲାରେ ଦୋଷମୁକ୍ତ କରିଛନ୍ତି । ଏହି ମାମଲାରେ…

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଶ୍ରମିକ ମୃତ

ଛତିଶଗଡ଼: ଛତିଶଗଡ଼ ବଲୋଦା ବଜାରରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଡିଏସି କୋଇଲା ଭାଟିରେ ହଠାତ୍ ବିସ୍ଫୋରଣ ହେବା ଯୋଗୁଁ ୭ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ବିସ୍ଫୋରଣରେ କିଛି ଶ୍ରମିକ ଆହତ ମଧ୍ୟ ହୋଇଛନ୍ତି…

ବସ-ଟ୍ରକ ଧକ୍କା ହେବା ଯୋଗୁଁ ଲାଗିଲା ନିଆଁ, ୨ ମୃତ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ନନ୍ଦାଲ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଘରୋଇ ବସ୍ ଏବଂ କଣ୍ଟେନର ଲରି ଧକ୍କା ହେବା ଯୋଗୁଁ ୨ ଜଣଙ୍କ ଜୀବନ ଚାଲିଯାଇଛି । ଘଟଣାରେ ରାତି ୧.୩୦ ମିନିଟରେ ଘଟିଛି । ଖବର…

ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କଲେ ଟ୍ରମ୍ପ

ନୂଆଦିଲ୍ଲୀ : ପୁଣି ଗ୍ରୀନଲାଣ୍ଡ ଦାବି ଦୋହରାଇଲେ ଟ୍ରମ୍ପ । ସୁରକ୍ଷା କଥା ଉଠାଇ ଗ୍ରୀନଲାଣ୍ଡ ଉପରେ ଅଧିକାର ଜାହିର କରିଛନ୍ତି ଟ୍ରମ୍ପ । ଆମେରିକା କେବଳ ଗ୍ରୀନଲାଣ୍ଡକୁ ସୁରକ୍ଷା ଦେଇପାରିବ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।…

ବିଜେପି ନୂଆ ମୁଖିଆଙ୍କ ପ୍ରଥମ ବୈଠକ

ନୂଆଦିଲ୍ଲୀ: ନୂଆ ବିଜେପି ମୁଖିଆ ନୀତିନ ନବୀନଙ୍କ ପ୍ରଥମ ବୈଠକ ଦଳର ମୁଖ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଛି । ଏହି ବୈଠକ ତିନୋଟି ଅଧିବେଶନରେ ଅନୁଷ୍ଠିତ ହେଉଛି । ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର କାର୍ଯ୍ୟକାଳ…

ଦେଢ଼ଲକ୍ଷ ପାର୍ କଲା ସୁନା ଦର

ନୂଆଦିଲ୍ଲୀ: ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ…

ଖାଇକୁ ଖସିଲା ଜିପ୍, ୩ ମୃତ, ୧୨ ଆହତ

ଉଦୟପୁର : ରାଜସ୍ଥାନ ଉଦୟପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉଦୟପୁର ଜିଲ୍ଲା ଆଦିବାସୀ ଅଞ୍ଚଳ କୋଟଡାର ବିଲବନରୁ ଯାଉଥିବା ଏକ ଜିପ୍ ଅନିୟନ୍ତ୍ରିତ ହୋଇ୬୦ ଫୁଟ ଗଭୀର ଖାଇକୁ ଖସିପଡିଛି । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କ…

ଭାରତର ପ୍ରଥମ ଆଣ୍ଟି ସିପ୍ ମିସାଇଲ, ଆଖି ପିଛୁଳାକେ ଟାର୍ଗେଟକୁ କରିବ ଧ୍ବଂସ

ନୂଆଦିଲ୍ଲୀ : ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଦିନକୁ ଦିନ ଆଗକୁ ବଢ଼ିବାରେ ଲାଗିଛି । ନୂଆ ନୂଆ ଜ୍ଞାନକୌଶଳ ସାମିଲ୍ କରୁଛି । ସ୍ଵଦେଶୀ ଜ୍ଞନକୌଶଳକୁ ବଢ଼ାଇବାରେ ଲାଗିଛି ଦେଶ । ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା…

ହାଇଦ୍ରାବାଦରେ ପୁଣି ୧୦୦ ବୁଲା କୁକୁରଙ୍କୁ ହତ୍ୟା

ହାଇଦ୍ରାବାଦ : ହାଇଦ୍ରାବାଦ ରଙ୍ଗାରେଡ୍ଡୀ ଜିଲ୍ଲାରେ ଚାଞ୍ଚଲ୍ୟ । ୟାଚାରାମ ଗାଁରେ ୧୦୦ ବୁଲା କୁକୁରଙ୍କୁ ବିଷ ଦେଇ ହତ୍ୟା ଅଭିଯୋଗ । ସ୍ଥାନୀୟ ସରପଞ୍ଚ, ୱାର୍ଡ ମେମ୍ବର ଓ ଗ୍ରାମ ସଚିବଙ୍କ ନିର୍ଦ୍ଦେଶରେ କୁକୁରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…