National & International

ଏସସିବି ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା

କଟକ: କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜର…

ଆସାମରେ ୨୩,୫୫୦ କୋଟିର ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଆସାମର ସିଲଚରରେ ୨୩,୫୫୦ କୋଟି ଟଙ୍କାର ଅନେକ ବିକାଶମୂଳକ ପରିଯୋଜନାର ମୂଳଦୁଆ ପକାଇବା ସହ ନିର୍ମାଣ ହେବାକୁ ଥିବା ଏକ୍ସପ୍ରେସୱେର ଭୂମି ପୂଜନ କରିଛନ୍ତି। ସଭାକୁ ସମ୍ବୋଧିତ କରି ମୋଦୀ କହିଛନ୍ତି ଯେ ପ୍ରଶାସନ…

ଯୁଦ୍ଧ ପାଇଁ ମଧ୍ୟପ୍ରାଚ୍ୟରେ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରିଛି। ବୋର୍ଡ କହିଛି ଯେ ଯୁଦ୍ଧ ଯୋଗୁଁ ପଶ୍ଚିମ ଏସିଆର ପରିସ୍ଥିତି ଖରାପ ହେବାରେ ଲାଗିଛି। ଏପରି ପରିସ୍ଥିତିରେ ପରୀକ୍ଷା ପରିଚାଳନା ଅସମ୍ଭବ। ତେଣୁ ଦ୍ୱାଦଶ ଶ୍ରେଣୀ ବୋର୍ଡ…

ଦିଲ୍ଲୀପ ରାୟଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ: ବ୍ଲାଙ୍କ ଚେକ୍ ଦେଇ କଂଗ୍ରେସ ବିଧାୟକଙ୍କୁ ୫ କୋଟି ଲେଖାଏଁ ଯାଚୁଛନ୍ତି !

ନୂଆଦିଲ୍ଲୀ : ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଏଥିଲାଗି ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆଜି ଘୋଡା ବେପାର…

୪ ରାଜ୍ୟ ଓ ୧ କେନ୍ଦ୍ର ଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷିତ

ନୂଆଦିଲ୍ଲୀ:ଭାରତୀୟ ନିର୍ବାଚନ କମିସନ ପକ୍ଷରୁ ରବିବାର ୪ଟି ରାଜ୍ୟ ସହ ୧ କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ ବାଜିଛି ବିଗୁଲ। ଭାରତୀୟ ନିର୍ବାଚନ କମିସନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ତାରିଖ…

ସିଲିଣ୍ଡର ବିସ୍ଫୋରଣ ଘଟି ୨ ଶିଶୁ ମୃତ, ୭ ଆହତ

ତାମିଲନାଡୁ : ଚେନ୍ନାଇର ନଲ୍ଲୁର ଅଞ୍ଚଳରେ ସିଲିଣ୍ଡର ବିସ୍ଫୋରଣ । ସିଲିଣ୍ଡର ବିସ୍ଫୋରଣ ହେବାକୁ ଯୋଗୁଁ ୨ ଜଣ ପିଲାଙ୍କ ଜୀବନ ଚାଲିଯାଇଛି । ଘଟଣାରେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଜୋରରେ ଥିଲା ଯେ,…

ଖାଇକୁ ଖସିଲା ବସ୍, ୭ ତୀର୍ଥ ଯାତ୍ରୀ ମୃତ

କାଠମାଣ୍ଡୁ : ନେପାଳର ଗୋରଖା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରତୀୟ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ଖାଇକୁ ଖସିପଡିଛି । ଏଥିରେ ସାତ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ଜୀବନ ଚାଲିଯାଇଛି । ମନକାମନା ମନ୍ଦିର ଦର୍ଶନ କରି ଫେରୁଥିବା…

PNG ଗ୍ୟାସ୍ ଥିଲେ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ : ଆମେରିକା-ଇରାନ୍ ଯୁଦ୍ଧ ଯୋଗୁଁ ଭାରତ ମଧ୍ୟ LPG ସଙ୍କଟର ସାମ୍ନା କରୁଛି । ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ସରକାର ଏବେ ନିୟମରେ ବଡ଼ ପରିବର୍ତ୍ତନ ଆଣିଛନ୍ତି । ଏପରି ପରିସ୍ଥିତିରେ PNG ଗ୍ୟାସ୍ ଥିବା ଗ୍ରାହକମାନେ…

ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଯବାନଙ୍କ ଗୁଳିରେ ପାକ୍ ଆତଙ୍କୀ ମୃତ

ଜମ୍ମୁ କଶ୍ମୀର : ପାକିସ୍ତାନ ଆତଙ୍କବାଦୀଙ୍କ ବଡ ଧରଣର ଅନୁପ୍ରବେଶ ଉଦ୍ୟମ ପଣ୍ଡ । ଭାରତୀୟ ଯବାନଙ୍କ ଗୁଳିରେ ଜଣେ ପାକିସ୍ତାନ ଆତଙ୍କୀ ମୃତ । ଜମ୍ମୁ ଓ କଶ୍ମୀର ଉରି ସେକ୍ଟରରେ ଗୁଳିମାଡରେ ପାକିସ୍ତାନ ଆତଙ୍କବାଦୀ ନିହତ । ପୂର୍ବରୁ…

ଗ୍ୟାସ୍ ସଙ୍କଟରୁ ମିଳିବ ମୁକ୍ତି, ଭାରତକୁ ଆସୁଛି ୨ ଟି LPG ଟ୍ୟାଙ୍କର

ନୂଆଦିଲ୍ଲୀ : ଭାରତରେ ଏଲପିଜି ସଙ୍କଟ ବଢୁଥିବା ମଧ୍ୟରେ ଏକ ବଡ଼ ଆଶ୍ବସ୍ତି ଖବର ସାମ୍ନାକୁ ଆସିଛି । ଏହି ସଙ୍କଟକୁ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି…