ଆସନ୍ତା ୧୭ରେ ସଂସଦର ସ୍ବତନ୍ତ୍ର ଅଧିବେଶନ !
ନୂଆଦିଲ୍ଲୀ : ସଂସଦର ମୌସୁମି ଅଧିବେଶନରେ ଅଚଳାବସ୍ଥା ଲାଗି ରହିଥିବାବେଳେ ସରକାର ଅଗଷ୍ଟ ୧୭ରେ ଏକ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଯୋଜନା କରୁଛନ୍ତି। ସୀମା ପୁନଃନିର୍ଦ୍ଧାରଣ ବିଲ୍ ଓ ମହିଳା ସଂରକ୍ଷଣ ସଂଶୋଧନ ବିଲ୍କୁ ଗୃହୀତ କରାଇବା ଲକ୍ଷ୍ୟରେ ସରକାର ସ୍ବତନ୍ତ୍ର…