National & International

ଇରାନ ଉପରେ ନିଆଯାଇପାରେ କଠୋର ସାମରିକ କାର୍ଯ୍ୟାନୁଷ୍ଠାନ, ଚେତାବନୀ ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ: ଇରାନକୁ ଟ୍ରମ୍ପଙ୍କ ଚେତାବନୀ । ନିଆଯାଇପାରେ କଠୋର ସାମରିକ କାର୍ଯ୍ୟାନୁଷ୍ଠାନ । ଇରାନ ଉପରେ ଗର୍ଜିଲେ ଟ୍ରମ୍ପ । ଇରାନରେ ଜାରି ରହିଥିବା ହିଂସା ଏବଂ ପ୍ରତିବାଦକାରୀଙ୍କ ମୃତ୍ୟୁକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କଠୋର ଆଭିମୁଖ୍ୟ ଗ୍ରହଣ…

ଆସନ୍ତାକାଲି ଭାରତ ଆସିବେ ଜର୍ମାନ ଚାନ୍ସେଲର ମର୍ଜ: ଅହମଦାବାଦରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଗୁରୁତ୍ବପୂର୍ଣ୍ଣ ‌ବୈଠକ

ନୂଆଦିଲ୍ଲୀ: ଜର୍ମାନ ଚାନ୍ସେଲର ଫ୍ରେଡ୍ରିଚ୍ ମର୍ଜ ଆସନ୍ତାକାଲି (ସୋମବାର)ଠାରୁ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ନାଟୋ ଏବଂ ୟୁରୋପୀୟ ସଂଘ (ଇୟୁ) ବାଦ୍‌ ଚାନ୍ସେଲର ମର୍ଜଙ୍କର ଏହା ପ୍ରଥମ ଦ୍ୱିପାକ୍ଷିକ ଗସ୍ତ। ଜାନୁଆରି ୧୨-୧୩ ରେ ଅହମଦାବାଦଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

ବିମାନ ଦୁର୍ଘଟଣାରେ ଚାଲିଗଲା ପ୍ରସିଦ୍ଧ ଗାୟକ ୟେସନ୍‌ଙ୍କ ଜୀବନ

କଲମ୍ବିଆ: କଲମ୍ବିଆରେ ଏକ ବଡଧରଣର ବିମାନ ଦୁର୍ଘଟଣା ଘଟିଛି। ଏଥିରେ ପ୍ରସିଦ୍ଧ ଗାୟକ ୟେସନ୍ ଜିମେନେଜଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ମୋଟ ଛଅ ଜଣ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ ବିମାନଟି ଜୁଆନ୍ ଜୋସେ ରୋଣ୍ଡନ୍ ବିମାନବନ୍ଦରରୁ ଉଡ଼ାଣ ଭରୁଥିଲା।…

ଆଇ-ପ୍ୟାକ୍ ରେଡ୍ ମାମଲାରେ ମମତାଙ୍କ ବିରୋଧରେ ସିବିଆଇ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲା ଇଡି

କୋଲକାତା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାନୁଆରୀ ୮ ତାରିଖ ଘଟଣାର ସିବିଆଇ ତଦନ୍ତ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସୁପ୍ରିମ୍‌କୋର୍ଟର ଦ୍ଵାରସ୍ଥ ହୋଇଛି। ଆଇ-ପ୍ୟାକ୍ ଓ ଏହାର ନିର୍ଦ୍ଦେଶକ ପ୍ରତୀକ ଜୈନଙ୍କ ଠିକଣାରେ ହୋଇଥିବା ଚଢ଼ଉ ସମୟରେ ମମତା ବାଧା…

ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା

ଢାକା : ବାଂଲାଦେଶରେ ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ ଉଗ୍ରରୂପ ଧାରଣ କରୁଥିବାବେଳେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ନାମ ଜୟ ମହାପାତ୍ର ହୋଇଥିବାବେଳେ ସେ ସୁନାମଗଞ୍ଜ ଜିଲା ଅନ୍ତର୍ଗତ ଭାଙ୍ଗାଦୋହର ଗ୍ରାମ ବାସିନ୍ଦା ବୋଲି ଜଣାପଡିଛି। ପରିବାର…

ହସ୍ତକ୍ଷେପ କଲେ ମୋଦି, ଏକ୍ସରେ ଏକ ପୋଷ୍ଟକୁ ନେଇ ନିଜର ଭୁଲ ସ୍ୱୀକାର କଲା କମ୍ପାନୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟକୁ ନେଇ କମ୍ପାନୀ ନିଜର ଭୁଲ ସ୍ୱୀକାର କରିଛି । ଭାରତୀୟ ଆଇନ ଅନୁଯାୟୀ କମ୍ପାନୀ କାମ କରିବ ବୋଲି ନିଷ୍ପତ୍ତି ନେଇଛି । ପୂର୍ବରୁ ଏକ୍ସରେ ଆପତ୍ତିଜନକ ଫଟୋ ପ୍ରସଙ୍ଗରେ…

ଶୌର୍ଯ୍ୟ ଯାତ୍ରା ପରେ ସୋମନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଦିନିଆ ଗୁଜୁରାଟ ଗସ୍ତରେ ଦ୍ବିତୀୟ ଦିନରେ ସୋମନାଥ ମନ୍ଦିରରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଏକ ବିଶାଳ ରୋଡ୍ ଶୋ’ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ଲକ୍ଷ…

କମୁନି ଶୀତ, ଦିଲ୍ଲୀରେ ୟେଲୋ ଆଲର୍ଟ ଜାରି କଲା IMD

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆରରେ ଥଣ୍ଡା ପାଗ ରେକର୍ଡ ସୃଷ୍ଟି କରିଛି । ସର୍ବନିମ୍ନ ତାପମାତ୍ରା ୩° ସେଲସିୟସ୍ ପହଞ୍ଚିଛି । ଘନ କୁହୁଡ଼ି ଏବଂ ଥଣ୍ଡା ପାଗ ଯୋଗୁଁ IMD ୟେଲୋ ଆଲର୍ଟ ଜାରି କରିଛି । ସୂଚନାନୁଯାୟୀ, ଶନିବାର-ରବିବାର ରାତିରେ…

ସିରିୟା ISIS ଆଡ୍ଡା ଉପରେ ଆମେରିକାର ଏୟାରଷ୍ଟ୍ରାଇକ

ନୂଆଦିଲ୍ଲୀ : ଆଇଏସର ଆତଙ୍କବାଦୀଙ୍କ ଉପରେ ପୁଣି ଥରେ ଏୟାର ଷ୍ଟ୍ରାଇକ୍ କରିଛି ଆମେରିକା । ଆମେରିକା ଆଇଏସର ଅନେକ ଠିକଣା ଉପରେ ମିସାଇଲ ମାଡ଼ କରିଛି । ଗତ ମାସରେ ଆମେରିକାର ତିନି ଜଣ ନାଗରିକଙ୍କୁ ହତ୍ୟା ପରେ ଶନିବାର…

ଗ୍ରୀନଲ୍ୟାଣ୍ଡକୁ ଦଖଲ କରିନେବେ ରୁଷ କିମ୍ବା ଚୀନ୍ : ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ନଜରରେ ଏବେ ‘ଗ୍ରୀନଲ୍ୟାଣ୍ଡ’: ବିଶ୍ୱ ରାଜନୀତିରେ ହଟଚମଟ! ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ଆମେରିକା ଗ୍ରୀନଲ୍ୟାଣ୍ଡକୁ ନିଜ ନିୟନ୍ତ୍ରଣକୁ ଆଣିବା ପାଇଁ…