ୟୁଏଇରେ ଡ୍ରୋନ ଆଟାକ: ଅତି ଜରୁରୀ ନହେଲେ ବାହାରକୁ ନଯିବାକୁ ପରାମର୍ଶ
ନୂଆଦିଲ୍ଲୀ : ୟୁଏଇରେ ଡ୍ରୋନ ଆଟାକ । ଦୁବାଇରେ ଏମରଜେନ୍ସି ଆଲର୍ଟ । ୟୁଏଇରେ ଡ୍ରୋନ ଷ୍ଟ୍ରାଇକ ପରେ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଏକ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି । ଡ୍ରୋନ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତଙ୍କୁ ଘର ଭିତରେ…