National & International

‘କାହା ଆଗରେ ମୁଣ୍ଡ ନୁଆଁଇବ ନାହିଁ ଇରାନ’, ଟ୍ରମ୍ପଙ୍କୁ ରାଷ୍ଟ୍ରପତି ପେଜେସ୍କିଆନଙ୍କ ଖୋଲା ଚ୍ୟାଲେଞ୍ଜ

ତେହେରାନ: ଆମେରିକା ପକ୍ଷରୁ ଆକ୍ରମଣ ଭୟ ବୃଦ୍ଧି ପାଉଥିବା ବେଳେ ଇରାନ ଦେଇଛି ଚ୍ୟାଲେଞ୍ଜ । ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି ଯେ, ଇରାନ ଆମେରିକାର ଚାପ ଆଗରେ ମୁଣ୍ଡ ନୁଆଁଇବ ନାହିଁ। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ମଧ୍ୟରେ ପେଜେସ୍କିଆନଙ୍କ…

ମା ବୈଷ୍ଣୋ ଦେବୀ ମନ୍ଦିର ଉପରେ ବଡ଼ ଆତଙ୍କୀ ଆକ୍ରମଣର ସତର୍କତା

ନୂଆଦିଲ୍ଲୀ : ଦିଲ୍ଲୀ ପରେ ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି ହୋଇଛି। ଚାନ୍ଦନୀ ଚୌକ ଏବଂ ଲାଲକିଲ୍ଲା ବ୍ୟତୀତ ମା ବୈଷ୍ଣୋ ଦେବୀଙ୍କ ମନ୍ଦିରରେ ଆତଙ୍କବାଦୀ ଆକ୍ରମଣର ସତର୍କତା ଜାରି କରାଯାଇଛି। ଗୁଇନ୍ଦା ସୂଚନା ପାଇବା ପରେ, ଗୁଇନ୍ଦା ସଂସ୍ଥାଗୁଡ଼ିକ…

ବିଜେପିରେ ମିଶିଲେ ଭୂପେନ ବୋରା

ନୂଆଦିଲ୍ଲୀ : କଂଗ୍ରେସକୁ ବଡ଼ ଝଟ୍‌କା। ଭାରତୀୟ ଜନତା ପାର୍ଟିରେ ମିଶିଲେ ଭୂପେନ ବୋରା। ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଆସାମ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ଥିଲେ ଭୂପେନ ବୋରା। ୨୦୨୧ରୁ ୨୦୨୫…

ହସ୍ପିଟାଲରେ ଶରଦ ପାଓ୍ବାର

ନୂଆଦିଲ୍ଲୀ:ଏନସିପି ଅଧ୍ୟକ୍ଷ ତଥା ରାଜ୍ୟସଭା ସାଂସଦ ଶରଦ ପାଓ୍ବାରଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ପାଇଁ ପୁଣେର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ସାମାନ୍ୟ ଡିହାଇଡ୍ରେସନ୍ ରେ ପୀଡ଼ିତ ଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି ।…

ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ୩ଆତଙ୍କୀ ନିହତ

ନୂଆଦିଲ୍ଲୀ : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କାଶ୍ମୀରର କିସ୍ତୱାଡ ଜିଲ୍ଲାର ଏକ ଦୂର ଦୂରାନ୍ତ ଅଞ୍ଚଳରେ ରବିବାର ସୁରକ୍ଷାବାହିନୀ ସହ ଏନକାଉଣ୍ଟରରେ ପାକିସ୍ତାନର ଜୈଶ-ଏ-ମହମ୍ମଦ ସହ ସଂପୃକ୍ତି ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସେନାର ସୂଚନା ଅନୁସାରେ ,ଆତଙ୍କବାଦୀ ଚଟରୁ…

ନମୋ ଭାରତ ଓ ମିରଟ ମେଟ୍ରୋର ଶୁଭାରମ୍ଭ କଲେ ମୋଦୀ

ମିରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦିନ ୧୨:୩୦ରେ ଶତାବ୍ଦୀ ନଗର ଷ୍ଟେସନରୁ ବହୁ ପ୍ରତୀକ୍ଷିତ ନମୋ ଭାରତ ଆଞ୍ଚଳିକ ରାପିଡ୍ ଟ୍ରାଞ୍ଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ଏବଂ ମିରଟ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଇରାନରେ ପୁଣି ପ୍ରତିବାଦର ନିଆଁ; ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ତେହେରାନ୍: ଇରାନ-ଆମେରିକା ଉତ୍ତେଜନା ଭିତରେ ଇରାନରେ ପୁଣି ପ୍ରତିବାଦର ନିଆଁ ଦେଖିବାକୁ ମିଳିଛି। ଶନିବାର ଦିନ ତେହେରାନ ଓ ମଶାଦରେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଶହ ଶହ ଛାତ୍ର ଶୋଭାଯାତ୍ରାରେ ଆରମ୍ଭ କରିଛନ୍ତି। ଗତ ମାସର ହିଂସା ପରେ ସବୁଠାରୁ ବଡ଼ ଛାତ୍ର…

ୱାଶିଂଟନ ଡିସିରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ଟ୍ରମ୍ପ

ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡିସିରେ ଜରୁରୀକାଳୀନ ଘୋଷଣାକୁ ଅନୁମୋଦନ କରିଛନ୍ତି। ସ୍ୱେରେଜ ପାଇପ୍ ଫାଟିବା ପରେ ପୋଟୋମାକ୍ ନଦୀରେ ନର୍ଦ୍ଦମା ପାଣି ପ୍ରବାହିତ ହେଉଥିବାରୁ ଏବଂ ପରିସ୍ଥିତି ଜଟିଳ ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଫେଡେରାଲ୍ ଜରୁରୀକାଳୀନ…

ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା

କାଠମାଣ୍ଡୁ: ରବିବାର ସକାଳେ ନେପାଳର କୋଶୀ ପ୍ରଦେଶରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ମନିଟରିଂ ଓ ଗବେଷଣା କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ଥିଲା ଏବଂ ଏହା ସକାଳ ୭:୩୧ ମିନିଟରେ ଅନୁଭୂତ ହୋଇଥିଲା।…

ଟିଭି ଭଲ୍ୟୁମ୍ କମ୍ କରିବାକୁ କହିଲେ ସ୍ଵାମୀ, ମାରିଦେଲା ସ୍ତ୍ରୀ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳଗିରିର ଟିଡକୋ ହାଉସିଂ କଲୋନିରେ ରହୁଥିବା ୨୭ ବର୍ଷୀୟ ଶେଖ ଅହମ୍ମଦଙ୍କୁ ତାଙ୍କ ସ୍ତ୍ରୀ ହତ୍ୟା କରିଛନ୍ତି। ଜଣେ ଏସି ମେକାନିକ୍ ଶେଖ ଅହମ୍ମଦ ତାଙ୍କ ସ୍ତ୍ରୀଙ୍କ ସହିତ ରହୁଥିଲେ। ଘଟଣା…