National & International

ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିରୋଧୀ !

ନୂଆଦିଲ୍ଲୀ : ବିରୋଧୀ ଦଳ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ବିପକ୍ଷ ଦଳ ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି । ଲୋକସଭାରେ ଜାରି ରହିଛି ପ୍ରବଳ ହଟ୍ଟଗୋଳ । ବିରୋଧୀଙ୍କୁ ଗୃହରେ କହିବାକୁ ସୁଯୋଗ…

ନାଇଜେରିଆରେ ସଡକ ଦୁର୍ଘଟଣା, ୩୦ ମୃତ

ନାଇଜେରିଆ: ନାଇଜେରିଆରେ ଘଟିଛି ବଡ଼ ସଡକ ଦୁର୍ଘଟଣା । ଏହି ସଡକ ଦୁର୍ଘଟଣାରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକାରୀମାନେ କହିଛନ୍ତି ଯେ ଅସାବଧାନତା ଗାଡି ଚାଳନା ଯୋଗୁଁ ଯାତ୍ରୀ ଭର୍ତ୍ତି ଏକ ଟ୍ରକ ନିୟନ୍ତ୍ରଣ ବାହାରକୁ…

ଜାପାନ ​​ପ୍ରଧାନମନ୍ତ୍ରୀ ତାକାଇଚିଙ୍କ ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୋଦି

ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚି ରବିବାର ଏକ ଐତିହାସିକ ବିଜୟ ହାସଲ କରିଛନ୍ତି । ଭୋଟ୍ ଶେଷ ହେବାର ଦୁଇ ଘଣ୍ଟା ମଧ୍ୟରେ ତାକାଇଚିଙ୍କ ମେଣ୍ଟ ବହୁମତ ପାଇଁ ଆବଶ୍ୟକ ୨୩୩ ଆସନ ଅତିକ୍ରମ କରିଛି । ତାଙ୍କ ଲିବରଲ୍…

ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ…

କାରରୁ ମିଳିଲା ୩ ମୃତଦେହ

ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ପିରାଗଢ଼ୀ ଫ୍ଲାଏଓଭରରେ ପାର୍କିଂ ହୋଇଥିବା ଏକ କାର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।ପୁଲିସ ସୂଚନା ଅନୁଯାୟୀ, ଅପରାହ୍ନ ୩.୫୦ ସମୟରେ ଏକ PCR କଲ୍ ଆସିଥିଲା ​​ଯେ, ପିରାଗଢ଼ୀ ଫ୍ଲାଏଓଭରରେ ଏକ ଧଳା…

ମାଲେସିଆରୁ ଫେରିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆର କୁଆଲାଲମ୍ପୁରରୁ ତାଙ୍କର ଦୁଇ ଦିନିଆ ଗସ୍ତ ସାରି ଦିଲ୍ଲୀରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦୁଇ ଦିନିଆ ମାଲେସିଆ ଗସ୍ତ ସାରି ସ୍ୱଦେଶ ଫେରିଛନ୍ତି । ଏହି ଗସ୍ତ ସମୟରେ ସେ…

ବାୟୁସେନାରେ ସାମିଲ ହେବ ଆଉ ୧୧୪ ରାଫେଲ୍

ନୂଆଦିଲ୍ଲୀ: ଭାରତ ଏହାର ସୁରକ୍ଷା ଏବଂ ବାୟୁସେନାକୁ ମଜବୁତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ଭାରତୀୟ ବାୟୁସେନା ପାଇଁ ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଏବଂ ବାୟୁସେନା…

ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ କ୍ରାସ୍, ୨ ଆହତ

କର୍ଣ୍ଣାଟକ: କର୍ଣ୍ଣାଟକର ବିଜୟପୁରରୁ ଆସିଛି ଏକ ବଡ଼ ଖବର । ଏଠାରେ ଏକ ପ୍ରାଇଭେଟ୍ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ଦୁଇଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ କ୍ୟାପ୍ଟେନ୍ ଏବଂ ଟ୍ରେନି ପାଇଲଟ୍ ଭାବରେ ଚିହ୍ନଟ କରାଯାଇଛି…

ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର, ୧୦ ଟି ଟ୍ରେନର ଭଡ଼ା ହେବ ଶସ୍ତା

ନୂଆଦିଲ୍ଲୀ: ଲକ୍ଷ ଲକ୍ଷ ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଦୀର୍ଘ ଦିନର ଦାବି ଉପରେ ରେଳବାଇ ଏବେ ଏକ ବଡ଼ ନିଷ୍ପତ୍ତି ନେଇଛି । ଏପ୍ରିଲ ମଧ୍ୟଭାଗରୁ ଦେଶର ୧୦ଟି ପ୍ରମୁଖ ଟ୍ରେନରୁ ସୁପରଫାଷ୍ଟ ମାନ୍ୟତା…

ବାଂଲାଦେଶର ହିନ୍ଦୁ ନେତା ରମେଶ ଚନ୍ଦ୍ର ସେନଙ୍କ ଜେଲରେ ମୃତ୍ୟୁ

ବାଂଲାଦେଶ: ବାଂଲାଦେଶର ଅନ୍ୟତମ ହିନ୍ଦୁ ନେତା ଏବଂ ପୂର୍ବତନ ମନ୍ତ୍ରୀ ହେଉଛନ୍ତି ରମେଶ ଚନ୍ଦ୍ର ସେନ । ଯାହାଙ୍କ ବିଷୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଶନିବାର ଦିନ ଜେଲରେ ତାଙ୍କ ସ୍ବାସ୍ଥ୍ୟ ଅସୁସ୍ଥ ହେବା ପରେ ମୃତ୍ୟୁ…