ଏଥର ଗୋଟିଏ ପର୍ଯ୍ୟାୟରେ ହେବ ନିଟ୍ ପିଜି-୨୦୨୬ ପରୀକ୍ଷା
ନୂଆଦିଲ୍ଲୀ: ନିଟ୍ ପିଜି-୨୦୨୬ ପରୀକ୍ଷାକୁ ସ୍ବଚ୍ଛ, ନିରପେକ୍ଷ ଓ ପରୀକ୍ଷାର୍ଥୀଙ୍କ ପାଇଁ ସୁବିଧାଜନକ କରିବା ନିମନ୍ତେ କେନ୍ଦ୍ର ସରକାର ବ୍ୟାପକ ପରିବର୍ତ୍ତନ କରିଛନ୍ତି। ଅଗଷ୍ଟ ୩୦ ତାରିଖ ରବିବାର ସକାଳ ୯ଟାରୁ ଅପରାହ୍ଣ ୧୨ଟା ୩୦ ପର୍ଯ୍ୟନ୍ତ ସାରା ଦେଶରେ ଗୋଟିଏ…