National & International

ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କଲେ ଶାହ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ବିଜେପି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଶାଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । କୋଲକତା ମୋମୋ ଗୋଦାମ ଅଗ୍ନିକାଣ୍ଡ ଘଟଣାରେ ମମତା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ଶାହ । ଶାହ ଶନିବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

ବେଲୁଚିସ୍ତାନର ୧୦ ସହର ଉପରେ କବଜା କଲା BLA, ୧୦ ପାକ୍ ଜବାନ ମୃତ

ବେଲୁଚିସ୍ତାନ: ବେଲୁଚିସ୍ତାନର ରାଜଧାନୀ କ୍ୱେଟାରେ ବେଲୁଚିସ୍ତାନ ଲିବରେସନ ଆର୍ମି (BLA) ଲଢ଼ୁଆମାନେ ଅନେକ ବଜାରକୁ ନିୟନ୍ତ୍ରଣ କରିଛନ୍ତି । ‘ଦି ବେଲୁଚିସ୍ତାନ ପୋଷ୍ଟ’, X ରେ ପୋଷ୍ଟ କରିଛି ଯେ BLA ଲଢ଼ୁଆମାନେ, ବଜାରଗୁଡ଼ିକୁ କବଜା କରୁଛନ୍ତି । ଏପର୍ଯ୍ୟନ୍ତ, ସେମାନେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର

ମୁମ୍ବାଇ : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ହେଲେ ସୁନେତ୍ରା ପାୱାର । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା । ଅଜତି ପାୱାରଙ୍କ ବିମାନ ଦୁର୍ଘଟଣାରେ ଜୀବନ ଯିବା ପରେ ଏହି ପଦ…

ଖଣିରେ ଭୂସ୍ଖଳନ, ଚାଲିଗଲା ୨୦୦ରୁ ଅଧିକ ଜୀବନ

କଙ୍ଗୋ : କଙ୍ଗୋର ପୂର୍ବ ଭାଗରେ ଥିବା ରୁବାୟା କୋଲଟାନ୍ ଖଣିରେ ଏକ ବଡ଼ ଧରଣର ଭୂସ୍ଖଳନ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଶ୍ରମିକ ଓ ମହିଳା…

ପୁଅ ଜନ୍ମ ନ ହେବାରୁ ସ୍ତ୍ରୀକୁ ମାରି ନଦୀରେ ଫିଙ୍ଗିଲା ସ୍ବାମୀ

ବିହାର : ପୁଅ ପାଇଁ ପତ୍ନୀଙ୍କୁ ହତ୍ୟା କଲା ସ୍ବାମୀ । ବିହାରର ମୁଜାଫରପୁର ଜିଲ୍ଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସିକନ୍ଦରପୁର ଥାନା ଅଞ୍ଚଳର ୧୭ ନମ୍ବର ୱାର୍ଡର ବାଲୁଘାଟ ଗଳି ନମ୍ବର ୩ରେ ପୁଅ…

ମଧ୍ୟାହ୍ନଭୋଜନ ଖାଇ ୪୫ ଛାତ୍ରଛାତ୍ରୀ ଅସୁସ୍ଥ, ୧୦ ଗୁରୁତର

ତେଲଙ୍ଗାନା : ତେଲଙ୍ଗାନାର କୋନିଜେରଲା ମଣ୍ଡଳରେ ବୋଡିୟାଥାଣ୍ଡା ସରକାରୀ ପ୍ରାଇମେରୀ ସ୍କୁଲରେ ୩୮ ଜଣ ଖାଦ୍ୟ ବିଷାକ୍ତ ହେବାରୁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଏମାନଙ୍କ ଭିତରେ ୧୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ସଙ୍ଗାରେଡ୍ଡୀ ଜିଲ୍ଲାର ସରକାରୀ…

ଆସନ୍ତାକାଲି କେନ୍ଦ୍ର ବଜେଟ, ସଂସଦରେ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ

ଭୁବନେଶ୍ୱର : ଆସନ୍ତାକାଲି କେନ୍ଦ୍ର ବଜେଟ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ସଂସଦରେ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବଜେଟ ଉପସ୍ଥାପନ କରିବେ । ନିର୍ମଳା କ୍ରମାଗତ ନବମ ଥର ପାଇଁ ବଜେଟ ଆଗତ କରିବେ । ଅର୍ଥନୀତିରେ ସଂସ୍କାର…

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ…

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍‌ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ଟ୍ରକ୍-କାର ମୁହାଁମୁହିଁ ଧକ୍କା, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ ଟ୍ରକ୍ ଏବଂ କାରଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ପରେ ଏପରି ଦୁର୍ଘଟଣା ଘଟିଛି ।…