National & International

ପ୍ରଧାନମନ୍ତ୍ରୀଙ୍କ ମର୍ଫଡ୍ ଫଟୋ ସେୟାର ଅଭିଯୋଗରେ ମେଟାର ଭାରତ ମୁଖ୍ୟଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମର୍ଫଡ ରିଲ ଏବଂ ଆପତ୍ତିଜନକ ବିଷୟବସ୍ତୁ ସେୟାର କରିଥିବା ଅଭିଯୋଗରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଘଟଣାରେ ମେଟା ଇଣ୍ଡିଆ ମୁଖ୍ୟ ଅରୁଣ ଶ୍ରୀନିବାସ ମଧ୍ୟ ସାମିଲ ରହିଛନ୍ତି । ଏହି…

SCO ଶିଖର ସମ୍ମିଳନୀକୁ ପାକିସ୍ତାନରୁ ମୋଦୀଙ୍କୁ ନିମନ୍ତ୍ରଣ, ଗସ୍ତକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ : ପାକିସ୍ତାନ ସାଂଘାଇ ସହଯୋଗ ସଂଗଠନ (SCO) ୨୦୨୭ ଆୟୋଜନ କରିବ। SCO ଶିଖର ସମ୍ମିଳନୀ ୨୦୨୭ର ଆୟୋଜକ ଭାବରେ, ପାକିସ୍ତାନ ଆନୁଷ୍ଠାନିକ ଭାବରେ ସୂଚିତ କରିଛି ଯେ ସେ ଏହି ଶିଖର ସମ୍ମିଳନୀକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

ବିଜେପିରୁ ଇସ୍ତଫା ଦେଲେ ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା !

ନୂଆଦିଲ୍ଲୀ : ଭାରତୀୟ ଜନତା ପାର୍ଟିର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କୁ ନେଇ ରାଜନୈତିକ ମହଲରେ ଏବେ ସରଗରମ ଚର୍ଚ୍ଚା । ତାଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ Xର ପ୍ରୋଫାଇଲରେ ହୋଇଥିବା ପରିବର୍ତ୍ତନ ପରେ ସେ ବିଜେପି ଦଳରୁ ଇସ୍ତଫା ଦେଇଥିବା…

ଭୁଶୁଡ଼ିଲା ୪ ମହଲା କୋଠା : ୯ ମୃତ, ଫସି ରହିଛନ୍ତି ଅନେକ ଲୋକ

ମୁମ୍ବାଇ : ମୁମ୍ବାଇର ଭିୱାଣ୍ଡିରେ ଏକ ଚାରି ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ି ପଡ଼ିଛି । ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ଘଟଣା ସମ୍ପର୍କରେ…

କୋଇଲା ଖଣିରେ ବିସ୍ଫୋରଣ, ୩୨ ଶ୍ରମିକ ମୃତ

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ପାକିସ୍ତାନର ଏକ କୋଇଲା ଖଣି ଭିତରେ ହୋଇଛି ଭୟଙ୍କର ବିସ୍ଫୋରଣ । ଏହି ଘଟଣାରେ ଅତି କମରେ ୩୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏହାଛଡ଼ା ଆହୁରି ୧୦ ଜଣ ଶ୍ରମିକ ଭୂମି ତଳେ ଫସି ରହିଥିବା…

BSF କ୍ୟାମ୍ପରେ ପଶିଲା ବନ୍ୟା ପାଣି, ଛାତ ଉପରେ ଆଶ୍ରୟ ନେଲେ ଯବାନ

ନୂଆଦିଲ୍ଲୀ: ଲଗାତାର ମୁଷଳଧାରାରେ ବର୍ଷା ଯୋଗୁଁ ନାରାୟଣପୁର ଜିଲ୍ଲାର ଆବୁଝମାଦ ଅଞ୍ଚଳରେ ସ୍ଥିତି ଆହୁରି ଖରାପ ହୋଇଛି। ନଦୀ ଜଳସ୍ତର ବୃଦ୍ଧି ଯୋଗୁଁ ଅନେକ ଗାଁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ସମୟରେ ନକ୍ସଲ ପ୍ରଭାବିତ ବାଲେବେଡା…

ଆଉ ୫ ବର୍ଷ ବଢିଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅବଧି

ନୂଆଦିଲ୍ଲୀ: କୃଷକମାନଙ୍କୁ ଖୁସି ଖବର ଦେଲେ କେନ୍ଦ୍ର ସରକାର।ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ ଯୋଜନା) ଯୋଜନାକୁ ଆଗାମୀ ପାଞ୍ଚ ବର୍ଷ ପାଇଁ ଅର୍ଥାତ୍ 2030-31 ପର୍ଯ୍ୟନ୍ତ ବୃଦ୍ଧି କରି ସରକାର। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ…

ବଲୁଚିସ୍ତାନରେ ୬ ଅପହୃତ ଶ୍ରମିକଙ୍କୁ ହତ୍ୟା, ବିଏଲ୍‌ଏ ନେଇଛି ହତ୍ୟାକାଣ୍ଡର ଦାୟିତ୍ବ

ଇସ୍‌ଲାମାବାଦ: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶରେ ଅପହରଣ କରାଯାଇଥିବା ୬ ଜଣ ଶ୍ରମିକଙ୍କୁ ହତ୍ୟା କରାଯାଇଛି। ନିଷିଦ୍ଧ ବିଦ୍ରୋହୀ ସଂଗଠନ ବଲୋଚ ଲିବରେସନ ଆର୍ମି (ବିଏଲ୍‌ଏ) ଏହି ହତ୍ୟାକାଣ୍ଡର ଦାୟିତ୍ବ ନେଇଛି। ସଂଗଠନ ଦାବି କରିଛି ଯେ, ଏହି ଶ୍ରମିକମାନେ ପାକିସ୍ତାନ ସୁରକ୍ଷା…

ବୈଧ ଡ୍ରାଇଭିଂ ଲାଇସେନ୍ସ ନଥିଲେ ଦାୟୀ ନୁହେଁ ବୀମା କମ୍ପାନୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ:ଦୁର୍ଘଟଣା କ୍ଷତିପୂରଣକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ଦୁର୍ଘଟଣା ସମୟରେ ଗାଡ଼ି ଚାଳକଙ୍କ ପାଖରେ ବୈଧ ଡ୍ରାଇଭିଂ ଲାଇସେନ୍ସ ନଥାଏ କିମ୍ବା ଲାଇସେନ୍ସର ନବୀକରଣ ହୋଇନଥାଏ,ତେବେ କ୍ଷତିପୂରଣ ଦେବା ପାଇଁ ବୀମା କମ୍ପାନୀକୁ ବାଧ୍ୟ କରାଯାଇପାରିବ ନାହିଁ…

ପଥର ବ୍ୟବସାୟୀଙ୍କ ପରିଚାଳକଙ୍କ ଘରୁ ୨୮ କୋଟି ନଗଦ ସହ ୧୫ କିଲୋ ସୁନା ଜବତ

କଲକାତା : ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାରେ ପୁଲିସ ଏବଂ କେନ୍ଦ୍ରୀୟ ବାହିନୀର ମିଳିତ ଅଭିଯାନ ଏକ ବଡ଼ ସଫଳତା ହାସଲ କରିଛି। ପଳାତକ ପଥର ବ୍ୟବସାୟୀ ଟୁଲୁ ମଣ୍ଡଳଙ୍କ ପରିଚାଳକ ଏବଂ ଶାଳକ ମିନାର ମଣ୍ଡଳଙ୍କ ଘରୁ ୨୮.୫ କୋଟି ଟଙ୍କା…