ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ, ଜାଣନ୍ତୁ ଲକ୍ଷଣ
ନୂଆଦିଲ୍ଲୀ: ଦ୍ରୁତ ଗତିରେ ବ୍ୟାପୁଛି ନିପା ଭାଇରସ୍ । ପଶ୍ଚିମବଙ୍ଗରୁ ନମୁନା ପଠାଯିବା ପରେ ପୁନେର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜି ନିପା ଭାଇରସକୁ ଚିହ୍ନଟ କରିଛି। ଏହି ଭାଇରସ ମାରାତ୍ମକ, ଏବଂ ଲକ୍ଷଣ ଦେଖାଦେଲେ, ଜଣେ ବ୍ୟକ୍ତିଙ୍କୁ କୋଭିଡ-୧୯ ପରି…