ସୀମା ପାର୍ ଆତଙ୍କବାଦୀଙ୍କୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ
ନୂଆଦିଲ୍ଲୀ : ସୀମା ପାର୍ ଆତଙ୍କବାଦୀଙ୍କ କାର୍ଯ୍ୟକୁ ଦେଇ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି ।ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଏହାର ଜବାବ ଦିଆଯିବ।…