National & International

କୋଭିଡ୍ ଟିକା ତଥ୍ୟ ନେଇ ଡିପିଆଇଆଇଟିକୁ ସତ୍ୟପାଠ ଦାଖଲ ନିର୍ଦେଶ

ନୂଆଦିଲ୍ଲୀ: ମହାମାରୀ ସମୟରେ କୋଭିଡ୍ ଟିକା ତଥ୍ୟର ସୂଚନା ଉପଲବ୍ଧ ନଥିବା କହିଥିବା ନେଇ କେନ୍ଦ୍ର ସୂଚନା ଆୟୋଗ ଡିପିଆଇଆଇଟିକୁ ଏକ ସତ୍ୟପାଠ ଦାଖଲ କରିବାକୁ ନିର୍ଦେଶ ଦେଇଛନ୍ତି । ମହାବୀର ସିଂହ ଶର୍ମାଙ୍କ ଦ୍ବାରା ଦାୟର ଏକ ସୂଚନା ଅଧିକାର(ଆରଟିଆଇ)ର…

୧୦୦୦ ଲିଟର ମେଣ୍ଢା ଓ ଛେଳି ରକ୍ତ ଜବତ, ଅବୈଧ କ୍ଲିନିକାଲ ଟ୍ରାଏଲ ପାଇଁ ପଠାଯାଉଥିଲା

ହାଇଦ୍ରାବାଦ : ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଅଜବ ଘଟଣା । ନୀରିହ ଜୀବଜନ୍ତୁଙ୍କ ରକ୍ତ ଅବୈଧ ଭାବେ କାରବାର ହେଉଥିବା ଖବର ମିଳିଛି । ଫଳରେ ଡ୍ରଗ କଣ୍ଟ୍ରୋଲ ଏବଂ ହାଇଦ୍ରାବାଦ ସିଟି ପୋଲିସ ବିପୁଳ ମାତ୍ରାରେ ମେଣ୍ଢା ଏବଂ ଛେଳି…

ଗଛରେ ଧକ୍କା ହେଲା କାର୍, ୪ ମୃତ

ତେଲେଙ୍ଗାନା : ତେଲେଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାରି ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମିର୍ଜାଗୁଡ଼ାରେ ଏକ SUV ଗଛରେ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି…

ଅନେକ କୋର୍ଟକୁ ବୋମା ଧମକ, ଯାଞ୍ଚ ଆରମ୍ଭ

ପାଟନା : ପାଟନା ସହିତ ବିହାରର ଅନେକ ସିଭିଲ କୋର୍ଟକୁ ବୋମା ଧମକ ମିଳିଛି । କିଶନଗଂଜ ସିଭିଲ କୋର୍ଟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଗୟାଜୀ ସିଭିଲ କୋର୍ଟକୁ ମଧ୍ୟ ଧମକ ମିଳିଛି । ସିଭିଲ କୋର୍ଟକୁ ବୋମାରେ…

ଏସଆଇଆର ପୂର୍ବରୁ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନ, ୨୦ ବାଂଲାଦେଶୀ ଗିରଫ

ନୂଆଦିଲ୍ଲୀ : ଭାରତର ବିଭିନ୍ନ ରାଜ୍ୟରେ ଅବୈଧ ବାଂଲାଦେଶୀଙ୍କୁ ଖୋଜା ଚାଲିଛି । ପୋଲିସ ଦ୍ବାରା ଅନେକ ମାତ୍ରାରେ ଅବୈଧ ଭାବେ ରହୁଥିବା ବାଂଲାଦେଶୀଙ୍କୁ ଗିରଫ କରାଯାଇ ଫେରିଯିବାକୁ କୁହାଯାଉଛି । ଏପରି ସ୍ଥଳେ ଦିଲ୍ଲୀ ପୋଲିସ ବଡ଼ ଆକ୍ସନ ନେଇଛି…

କ୍ଷମତା ପାଇଁ ଏକାଠି ହେଲେ ବିଜେପି-କଂଗ୍ରେସ

ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଏକ ପୌର ପରିଷଦରେ କ୍ଷମତା ହାତେଇବା ପାଇଁ ବିଜେପି ଓ କଂଗ୍ରେସ ଏକାଠି ହୋଇଛନ୍ତି । ମହାରାଷ୍ଟ୍ରର ଅମ୍ବରନାଥ ପୌରପାଳିକା ଦଖଲ କରିବା ପାଇଁ ଏହି ଅଜବ ମେଣ୍ଟ ହୋଇଛି । ଯାହା କେବେ ଘଟିବ ନାହିଁ ବୋଲି…

ଟ୍ରମ୍ପଙ୍କ ଉପରେ ଖୁସି ନାହାଁନ୍ତି ମୋଦୀ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ତାଙ୍କ ସମ୍ପର୍କ ବିଷୟରେ ଆଲୋଚନା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଉଭୟଙ୍କ ମଧ୍ୟରେ ଭଲ ସମ୍ପର୍କ ଅଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦୀ ରୁଷୀୟ ତୈଳ କ୍ରୟ…

୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ, ଏଥର ରବିବାର ହେବ କି ବଜେଟ୍‌ ଉପସ୍ଥାପନ ?

ନୂଆଦିଲ୍ଲୀ: ୨୦୨୬-୨୭ କେନ୍ଦ୍ରୀୟ ବଜେଟ୍ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଲୋକମାନେ ସୋସିଆଲ ମିଡିଆରେ ଆଗାମୀ କେନ୍ଦ୍ରୀୟ ବଜେଟ୍ ପାଇଁ ସେମାନଙ୍କର ଆଶା ପ୍ରକାଶ କରିବା ଆରମ୍ଭ କରିଛନ୍ତି। ପ୍ରତିବର୍ଷ ପରି, ଏହା ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାର…

ଜେଲରେ ପୂର୍ବତନ ଆଇପିଏସ୍ ଅଧିକାରୀ ଅମିତାଭ ଠାକୁର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତ୍ତ

ନୂଆଦିଲ୍ଲୀ : ଦେବରିୟା ଜିଲ୍ଲା ଜେଲରେ ବନ୍ଦୀ ଥିବା ପୂର୍ବତନ ଆଇପିଏସ ଅଧିକାରୀ ଅମିତାଭ ଠାକୁରଙ୍କ ସ୍ୱାସ୍ଥ୍ୟାବସ୍ଥା ହଠାତ୍ ଖରାପ ହୋଇଯାଇଛି। ତାଙ୍କୁ ଗତକାଲି ବିଳମ୍ବିତ ରାତିରେ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଥିଲା। ସେ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ କରିଥିଲେ। ଯାହା…

ବୁଲା କୁକୁରଙ୍କୁ ନେଇ ନିଜ ରାୟ ଦୋହରାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ପୁଣି ଥରେ ସୁପ୍ରିମକୋର୍ଟ ବୁଲା କୁକୁର ମାମଲାର ଶୁଣାଣି କରିଛନ୍ତି । କୋର୍ଟ ପୂର୍ବ ଶୁଣାଣିରୁ ନିଜର ମତ ବଜାୟ ରଖିଛନ୍ତି। ଏଥିରେ କୁହାଯାଇଛି ଯେ କୁକୁର କେତେବେଳେ କାମୁଡ଼ିବ ତାହା ନିର୍ଣ୍ଣୟ କରିବା ପାଇଁ କେହି ତା’ର…