ମମତା ବାନାର୍ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ନିଜର ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି । ବିଭିନ୍ନ ରାଜନୈତିକ ପାର୍ଟି ତରଫରୁ ତାଙ୍କୁ ଶୁଭେଚ୍ଛା ଜଣାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମମତା ବାନାର୍ଜୀଙ୍କୁ ଜନ୍ମଦିନର…