National & International

ଭୁଟାନରୁ ଫେରି ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଦିଲ୍ଲୀ ବିସ୍ଫୋରଣରେ ପୀଡିତ ଆହତଙ୍କୁ ଭେଟିଛନ୍ତି । ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଆହତଙ୍କୁ ଭେଟିଛନ୍ତି । ଏହି ହସପିଟାଲରେ ଦିଲ୍ଲୀ ବିସ୍ଫୋରଣରେ ଆହତ ହୋଇଥିବା ବ୍ୟକ୍ତି ଚିକିତ୍ସିତ…

ସାମ୍ନାକୁ ଆସିଲା ଲାଲକିଲ୍ଲା ବିସ୍ଫୋରଣର ସିସିଟିଭି ଫୁଟେଜ, ବିସ୍ଫୋରଣ ପୂର୍ବରୁ ବିଭିନ୍ନ ଛକ ବୁଲିଥିଲା କାର୍

ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଯେଉଁଥିରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଭୟଙ୍କର ଦୃଶ୍ୟ କଏଦ ହୋଇଛି । ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ୧୨…

ଲାଲକିଲା ବିସ୍ଫୋରଣ ମାମଲା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ

ନୂଆଦିଲ୍ଲୀ : ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ…

ଦିଲ୍ଲୀ ବ୍ଲାଷ୍ଟ: ଫରିଦାବାଦରୁ ଜବତ ହେଲା ‘ଲାଲ୍ କାର’

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ ତାରିଖରେ ହୋଇଥିବା ବିସ୍ଫୋରଣ ଘଟଣାର ଏକ ପ୍ରମୁଖ ସୁରାକ ପୋଲିସ ପାଇଛି। ପୋଲିସ ଫରିଦାବାଦରୁ ଏକ ଲାଲ ଫୋର୍ଡ ଇକୋସ୍ପୋର୍ଟ କାର (ନମ୍ବର DL10CK0458) ଉଦ୍ଧାର କରିଛି, ଯାହା ପାଇଁ…

ଜାନୁଆରୀ ୨୬ରେ ହୋଇଥିଲା ଦିଲ୍ଲୀ ବିସ୍ଫୋରଣ ଯୋଜନା

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ । ଆତଙ୍କ ପାଇଁ ଜାନୁଆରୀ ମାସରୁ ଯୋଜନା ପ୍ରସ୍ତୁତ କରିଥିଲା ଆକ୍ରମଣକାରୀ । ଘଟଣାର ତଦନ୍ତ କରୁଥିବା ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଯୋଜନାବଦ୍ଧ ଆକ୍ରମଣ ପାଇଁ ଜାନୁଆଣୀ ୨୬ରେ…

ଦିଲ୍ଲୀ ବିସ୍ଫୋରଣ: NIA ହାତକୁ ଗଲା ଯାଞ୍ଚ ଦାୟିତ୍ବ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ମାମଲାରେ ଯାଞ୍ଚ କରିବା ବେଳେ ପ୍ରତି ଘଣ୍ଟାରେ ନୂଆ ନୂଆ ଖୁଲାସା ସାମ୍ନାକୁ ଆସିଛି । ପୋଲିସ ଏବଂ ଗୁଇନ୍ଦା ଏଜେନ୍ସୀ ଏହି ମାମଲାରେ ଅନେକ ଲୋକଙ୍କୁ ଗିରଫ କରିଛି ।…

ଖଟିଆରେ ଆସି ଭୋଟ ଦେଲେ ୧୧୦ ବର୍ଷୀୟା ବୃଦ୍ଧା

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ ୧୧୦ ବର୍ଷୀୟ ବୃଦ୍ଧା କାଲିୟା ଦେବୀ ମତଦାନ କରିଛନ୍ତି। ଚାଲିବାରେ ଅସମର୍ଥ କାଲିୟା ଦେବୀଙ୍କୁ ତାଙ୍କ ପୁଅ ଖଟିଆରେ ବୋହି ମତଦାନ କେନ୍ଦ୍ର ପର୍ଯ୍ୟନ୍ତ ଆଣିଥିଲେ ଏବଂ ତାଙ୍କୁ…

ଦିଲ୍ଲୀ ବିସ୍ଫୋରଣ: ଗୃହମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିସ୍ଫୋରଣ ପରେ ସ୍ଥିତି ସମୀକ୍ଷା ପାଇଁ ଶାହଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଗୃହ ସଚିବ, ଗୁଇନ୍ଦା ନିର୍ଦ୍ଦେଶକ, ଏନ୍‌ଆଇଏ ଡିଜି,…

ଦିଲ୍ଲୀ ବିସ୍ଫୋରଣକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଷଡଯନ୍ତ୍ରକାରୀକୁ ଛଡାଯିବନି

ନୂଆଦିଲ୍ଲୀ : ଭୁଟାନରୁ ମୋଦିଙ୍କ ବାର୍ତ୍ତା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଦିଲ୍ଲୀ ବିସ୍ଫୋରଣ ପଛରେ ଯାହାର ବି ହାତ ରହିଛି କାହାକୁ ଛଡାଯିବ ନାହିଁ ।…

ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ମୃତ

ୱାଶଂଟନ୍ : ଆମେରିକା ଫ୍ଲୋରିଡାର କୋରାଲ ସ୍ପ୍ରିଙ୍ଗସ୍ ଅଞ୍ଚଳରେ ଏକ ଛୋଟ ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ବିମାନଟି ଜାମାଇକାର…