National & International

ବୋତ୍‌ସ୍ବାନାରୁ ଭାରତକୁ ଆସିବେ ଆଉ ୮ ଚିତା

ନୂଆଦିଲ୍ଲୀ: ଆଫ୍ରିକୀୟ ରାଷ୍ଟ୍ର ବୋତ୍‌ସ୍ବାନାରୁ ଖୁବ୍‌ଶୀଘ୍ର ଆଉ ୮ଟି ଚିତା ଭାରତ ଅଣାଯିବ ବୋଲି ଜଣାପଡିଛି। ଇତିମଧ୍ୟରେ ଭାରତ ଆସିବାକୁ ଥିବା ଦୁଇଟି ଅଣ୍ଡିରା ଚିତାଙ୍କୁ ଧରାଯାଇ ଗୋଟିଏ ମାସ ପାଇଁ କ୍ବାରେଣ୍ଟାଇନରେ ରଖାଯାଇଛି। ଡାକ୍ତରୀ ପରୀକ୍ଷା ପରେ ଛଅ ମାଈ…

୪ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତର ପ୍ରଦେଶସ୍ଥିତ ନିଜର ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଇଥିବାବେଳେ ୪ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଚାରିଟି ବନ୍ଦେ ଭାରତ ଟ୍ରେନ ବାରାଣସୀ-ଖଜୁରାହୋ, ଲକ୍ଷ୍ନୌ-ସାହାରନପୁର, ଫିରୋଜପୁର-ଦିଲ୍ଲୀ ଏବଂ…

ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଗୁଜରାଟରୁ ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ। ଗୁଜରାଟ ଏଟିଏସ ଓ କେନ୍ଦ୍ରୀୟ ଏଜେନସୀର ମିଳିତ ଅଭିଯାନରେ ତିନି ଜଣଙ୍କୁ ଗିରଉ କରାଯାଇଛି । ଏହି ତିନି ଆତଙ୍କବାଦୀ ଇସଲାମିକ ଷ୍ଟେଟ ଅଫ ଖୋରାସାନ ପ୍ରୋଭିଏନସର ଆତଙ୍କବାଦୀଙ୍କ ସଂପର୍କରେ ଥିବା…

ଜାପାନରେ ଭୂମିକମ୍ପ ଝଟକା, ତୀବ୍ରତା ୬.୮

ଜାପାନ : ଭାରତର ଆଣ୍ଡାମାନ ନିକୋବର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା । ୬.୮ର ତୀବ୍ରତାରେ ଥରିଉଠିଲା ସାନରିକୁ ଅଞ୍ଚଳ । ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଇୱାଟେ ପ୍ରଦେଶ ପାଇଁ ସୁନାମୀ ଆଲର୍ଟ ଜାରି…

ରୁଷିଆରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ, ୨ ଆହତ

ରୁଷିଆ : ରୁଷିଆର ଦାଗେସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୫ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣା ଅଚି ସୁ ଗାଁ ନିକଟ କାସ୍ପିଆନ ସାଗରରେ ହୋଇଛି । ହେଲିକପ୍ଟର ଅନିୟନ୍ତ୍ରିତ ହୋଇ ତଳେ ମାଡ଼…

ସମଲିଙ୍ଗୀ ସମ୍ପର୍କ ପାଇଁ ପୁଅର ଜୀବନ ନେଲା ମା

ଚେନ୍ନାଇ: ସମଲିଙ୍ଗୀ ସମ୍ପର୍କ ପାଇଁ ଉଜୁଡ଼ିଲା ସଂସାର । ସମ୍ପର୍କରେ କଣ୍ଟା ସାଜୁଥିଲା ପୁଅ । ୫ ମାସର ପୁଅକୁ ରାସ୍ତାରୁ ହଟାଇଲା ମା’ । ମହିଳା ସାଥୀ ପାଇଁ ମା’ ଭୁଲିଗଲା ମମତା । ସ୍ବାମୀ ସୁରେଶ କାମକୁ ଗଲା…

ତେଜ ପ୍ରତାପଙ୍କୁ Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ…

ବିଷ ବଳୟରେ ଛଟପଟ ଦିଲ୍ଲୀବାସୀ

ନୂଆଦିଲ୍ଲୀ : ବିଷବଳୟ ପାଲଟିଛି ଦିଲ୍ଲୀ । ପୁଣିଥରେ ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ବାୟୁର ମାନ ଶନିବାର ସାଂଘାତିକ ରୂପ ନେବା ପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି । ସହରର ବିଭିନ୍ନ…

ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଟି-୨୦ ବାତିଲ: ସିରିଜ କବଜା କଲା ଭାରତ

ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବଜା କରିଛି ଭାରତ। ଶେଷ ମ୍ୟାଚଟି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବାବେଳେ ଟିମ ଇଣ୍ଡିଆ ୨-୧ରେ ଶୃଙ୍ଖଳା ହାତେଇଛି। ଶନିବାର ଅନୁଷ୍ଠିତ ଶେଷ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟି କରି ୪.୫…

ବିହାରରେ ମୋଦୀଙ୍କ ଜୋରଦାର ପ୍ରଚାର

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜୋରଦାର ପ୍ରଚାର ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରେ ହେବ, ଯାହାକି ଶେଷ ପର୍ଯ୍ୟାୟ ମତଦାନ ହେବ…