National & International

ପାକିସ୍ତାନ ସୁପ୍ରିମକୋର୍ଟ କ୍ୟାଣ୍ଟିନରେ ବିସ୍ଫୋରଣ, ୧୨ ଆହତ

ପାକିସ୍ତାନ ସୁପ୍ରିମକୋର୍ଟ କ୍ୟାଣ୍ଟିନରେ ମଙ୍ଗଳବାର ସକାଳେ ବିସ୍ଫୋରଣ ଘଟିଛି। ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି। କ୍ୟାଣ୍ଟିନରେ ଏକ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହେଉଥିଲା। ଏହି ସମୟରେ ସେଠାରେ ଲାଗିଥିବା ଏସି ମରାମତି ଚାଲିଥିବାବେଳେ ଗ୍ୟାସରେ ସ୍ଵତ୍ତଃ ଅଗ୍ନିସଂଯୋଗ ଘଟିବାରୁ…

ବିଳାସପୁରରେ ମାଲବାହୀ ଟ୍ରେନକୁ ଧକ୍କା ଦେଲା ପାସେଞ୍ଜର, ୧୦ ମୃତ

ବିଳାସପୁର : ଛତିଶଗଡ ବିଳାସପୁରରେ ବଡ଼ ଟ୍ରେନ ଦୁର୍ଘଟଣା । ହାୱଡା ରୁଟରେ ପାସେଞ୍ଜର ଟ୍ରେନ ଏବଂ ମାଲବାହୀ ଟ୍ରେନ ପରସ୍ପର ମଧ୍ୟରେ ଧକ୍କା ହୋଇଛି । ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ…

ହିନ୍ଦୁଜା ଗ୍ରୁପର ଚେୟାରମ୍ୟାନ ଗୋପୀଚାନ୍ଦ ପି ହିନ୍ଦୁଜାଙ୍କ ପରଲୋକ

ଲଣ୍ଡନ : ହିନ୍ଦୁଜା ଗ୍ରୁପର ଚେୟାରମ୍ୟାନ ଗୋପୀଚାନ୍ଦ ପି ହିନ୍ଦୁଜାଙ୍କ ପରଲୋକ । ଲଣ୍ଡନର ଏକ ହସପିଟାଲରେ ତାଙ୍କ ମ୍ତ୍ୟୁ ହୋଇଥିବା ଜଣାପଡିଛି । ମ୍ତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିବା ଜଣାପଡିଛି । ଦୀର୍ଘ ଦିନରୁ ଅସୁସ୍ଥ ହୋଇ…

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି ଟିକେଟ କ୍ୟାନସେଲ କଲେ କଟିବନି ଟଙ୍କା

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଥର ଫ୍ଲାଇଟ ଟିକେଟ କ୍ୟାନସେଲ କଲେ କଟିବନି ଟଙ୍କା । କୌଣସି ଯାତ୍ରୀ ୪୮ ଘଣ୍ଟା ମଧ୍ୟରେ ଟିକେଟ କ୍ୟାନସେଲ କଲେ କିମ୍ବା ଯାତ୍ରା ତାରିଖ ବଦଳାଇଲେ ଲାଗିବନି କୌଣସି ଅତିରିକ୍ତ…

ବାରବାଙ୍କୀରେ ଟ୍ରକ-କାର ଧକ୍କା, ୬ ମୃତ

ବାରବାଙ୍କୀ : ଉତ୍ତରପ୍ରଦେଶ ବାରବାଙ୍କୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟ୍ରକ ଦ୍ରୁତଗତିରେ ଆସି ଏକ କାରକୁ ଧକ୍କା ଦେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାରେ ୨ ଜଣ ଆହତ ହୋଇଛନ୍ତି । ସେମାନଙ୍କ ସ୍ଥାନୀୟ…

ଅନିଲ ଅମ୍ବାନୀଙ୍କ ବାସଭବନ, କାର୍ଯ୍ୟାଳୟରେ ଚଢଉ, ୩୦୦୦ କୋଟିର ସମ୍ପତ୍ତି ଜବତ

ମୁମ୍ବଇ: ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ପକ୍ଷରୁ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ ଗ୍ରୁପ୍‌ର ମାଲିକ ଅନିଲ ଅମ୍ବାନୀଙ୍କ ବାସଭବନ ଏବଂ ବିଭିନ୍ନ କାର୍ଯ୍ୟାଳୟ ଉପରେ ଚଢଉ କରାଯାଇ ପ୍ରାୟ ୩୦୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ମୁମ୍ବଇର ପାଲିହିଲସ୍ଥିତ ଅନିଲଙ୍କ…

ପିଲାଙ୍କ ଦ୍ବାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ୧୪ ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଦ୍ୱାରା ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲଗାଇବା ପାଇଁ ଆଗତ ଏକ ଜନସ୍ୱାର୍ଥ ମାମଲା (PIL)କୁ ସୁପ୍ରିମକୋର୍ଟ (Supreme Court) ଖାରଜ କରିଦେଇଛନ୍ତି। ସୋମବାର ଦିନ ଆବେଦନର ଶୁଣାଣି…

ପରମାଣୁ ପରୀକ୍ଷଣ କରୁଛି ପାକିସ୍ତାନ: ଟ୍ରମ୍ପ

ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଏଭଳି ଖୁଲାସା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। CBS ନ୍ୟୁଜକୁ ଏକ ସାକ୍ଷାତକାର ଦେବା ସମୟରେ ଟ୍ରମ୍ପ ଏହି ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଉତ୍ତର କୋରିଆ…

ବିରୋଧୀ ମହାମେଣ୍ଟ ୩ଟି ମାଙ୍କଡର ଯୋଡି: ଯୋଗୀ

ପଟନା: ବିହାରର ଦରଭଙ୍ଗାରେ ନିର୍ବାଚନୀ ପ୍ରଚାର କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ନିର୍ବାଚନୀ ରାଲିକୁ ସମ୍ବୋଧିତ କରି ଯୋଗୀ ବିରୋଧୀ ମହାମେଣ୍ଟକୁ ୩ଟି ମାଙ୍କଡର ଯୋଡି ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ଯଦି NDA ଜିତିବ, ତେବେ…

ମଦ ପାଇଁ ବାପାକୁ ଗୁଳି କରି ନିଜ ଜୀବନ ହାରିଲା ପୁଅ

ବୃନ୍ଦାବନ: ନିଶା କେବଳ ମଣିଷର ଜୀବନ ନିଏନାହିଁ । ନିମିଷକ ମଧ୍ୟରେ ଗୋଟିଏ ପରିବାରକୁ ବରବାଦ କରିଦିଏ। ଏଭଳି ଏକ ଲୋମ ହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି ବୃନ୍ଦାବନରେ। ଘରୋଇ କଳହକୁ କେନ୍ଦ୍ର କରି ଜଣେ ପୁଅ ନିଜ ବାପାକୁ ହତ୍ୟା…