National & International

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ କାରାଦଣ୍ଡ

ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ ଫୈଜ ହମୀଦଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ପାକିସ୍ତାନର ଏକ ସାମରିକ କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି। ଫୈଜଙ୍କ ନାଁରେ ରାଜନୈତିକ ହସ୍ତକ୍ଷେପ, ଅଫିସିଆଲ ସକ୍ରେଟ୍ସ ଆକ୍ଟର ଉଲ୍ଲଂଘନ ଭଳି…

ପର୍ଯ୍ୟଟନ ଋତୁକୁ ଦୃଷ୍ଟିରେ ରଖି ଅଧିକ ୧୦୦ ବିମାନ ଉଡ଼ାଇବ ସ୍ପାଇସ୍ ଜେଟ୍

ନୂଆଦିଲ୍ଲୀ : ଘରୋଇ ଏୟାରଲାଇନ୍ସ ସ୍ପାଇସ୍ ଜେଟ୍‌ ଏହାର ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ବୋଲି ବୁଧବାର ଘୋଷଣା କରିଛି। ପର୍ଯ୍ୟଟନ ଋତୁର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ପାଇସ୍ ଜେଟ୍ ଅଧିକ ୧୦୦ଟି ବିମାନ ଉଡାଣ କରିବ। ଯେଉଁସବୁ ରୁଟ୍‌ରେ…

ଭୋଟ ଚୋରି କରିଥିଲେ ନେହେରୁ ଓ ଇନ୍ଦିରା: ଅମିତ ଶାହା

ନୂଆଦିଲ୍ଲୀ : ଲୋକସଭାରେ ବୁଧବାର ଦ୍ବିତୀୟ ଦିନ ପାଇଁ ଏସ୍‌ଆଇଆର ଓ ନିର୍ବାଚନ ସଂସ୍କାର ପ୍ରସଙ୍ଗରେ ଆଲୋଚନା ହୋଇଛି। ଆଲୋଚନାରେ ଭାଗ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ ଯେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା…

ଘାଟିରେ ଖସିଲା ଟ୍ରକ୍, ୨୨ ଶ୍ରମିକ ମୃତ

ଅରୁଣାଚଳ ପ୍ରଦେଶ: ଅରୁଣାଚଳ ପ୍ରଦେଶର ଅଞ୍ଜାଓ ଜିଲ୍ଲାରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି । ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍ ବିପଜ୍ଜନକ ପାହାଡ଼ିଆ ରାସ୍ତାରୁ ଖସି ହଜାର ଫୁଟ ଗଭୀର ଖାଲରେ ପଡ଼ିଛି । ଏହି ଦୁର୍ଘଟଣାରେ ପ୍ରାୟ…

ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରୁ ଧରାପଡ଼ିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ: ଧରା ପଡ଼ିଲେ ଗୋଆ ନାଇଟ୍ କ୍ଲବ ଅଗ୍ନିକାଣ୍ଡ ମାମଲାରେ ଫେରାର ହୋଇଥିବା ଲୁଥ୍ରା ବ୍ରଦର୍ସ । ସୌରଭ ଲୁଥ୍ରା ଏବଂ ଗୌରବ ଲୁଥ୍ରାଙ୍କୁ ଅଟକ ରଖାଯାଇଛି । ଗୋଆ ପୋଲିସ ସେମାନଙ୍କୁ ଥାଇଲ୍ୟାଣ୍ଡରୁ ଭାରତକୁ ଆଣୁଥିବା ଜଣାପଡ଼ିଛି । ବିମାନବନ୍ଦରରେ…

କ୍ଷମା ମାଗିଲେ ଇଣ୍ଡିଗୋ ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା

ନୂଆଦିଲ୍ଲୀ: ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରିଥିଲା। ଅଧ୍ୟକ୍ଷ ବିକ୍ରମ ସିଂହ ମେହେଟା କମ୍ପାନୀର ଭୁଲକୁ ସ୍ୱୀକାର କରିଥିଲେ ଏବଂ କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଥିଲେ ଯେ ଇଣ୍ଡିଗୋ…

ବୋଲେରୋ-ଟ୍ରାକ୍ଟର ଧକ୍କା, ୩ ତୀର୍ଥଯାତ୍ରୀ ମୃତ, ୧୧ ଆହତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଅଯୋଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଦର୍ଶନ ପାଇଁ ଅଯୋଧ୍ୟା ଆସୁଥିବା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଲେରୋ ଗାଡି ଏକ ଟ୍ରାକ୍ଟର ଟ୍ରଲି ସହିତ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ତିନି ଜଣ ତୀର୍ଥଯାତ୍ରୀଙ୍କର…

ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍ସ କମ୍ପାନୀ ମାଲିକ ଅନିଲ ଅମ୍ବାନୀଙ୍କ ପୁଅ ଜୟ ଅନମୋଲଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଜୟ ଅନମୋଲ ହେଉଛନ୍ତି ରିଲାଏନ୍ସ ହୋମ ଫାଇନାନ୍ସ ଲିମିଟେଡର ନିର୍ଦେଶକ।…

ଇଣ୍ଡିଗୋ ଅଚଳାବସ୍ଥା: ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର ବାଧା ସୃଷ୍ଟି ହେବା ଯୋଗୁଁ ଯାତ୍ରୀଙ୍କ ବ୍ୟାପକ ଅସୁବିଧା ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଦେଶର ଏଗାରଟି ବିମାନବନ୍ଦରରେ ତୁରନ୍ତ କ୍ଷେତ୍ର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛି । ଦେଶରେ…

ମରକ୍କୋରେ ଭୁଶୁଡ଼ିଲା ୨କୋଠା: ୧୯ ମୃତ

ମରକ୍କୋ: ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା ଭୁଶୁଡ଼ି ପଡ଼ିବାରୁ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ପ୍ରାୟ ୧୬ଜଣ ଆହତ ହୋଇଥିବା ସୂଚନା ରହିଛି । ସୂଚନା ଅନୁସାରେ, ମରକ୍କୋ ସମୟ ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଫେଜ୍‌…