National & International

ରାସ୍ତାରେ ମୃତଦେହ ରଖି ବିକ୍ଷୋଭ କଲେ ୫ ବର୍ଷ ଜେଲ୍‌

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ ଜେଲ୍ । ଅନେକ ସମୟରେ ଦେଖିବାକୁ ମିଳେ ଯେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହେଉ କିମ୍ବା ଅନ୍ୟ କିଛି କାରଣ ପାଇଁ ହେଉ, ପରିବାର ଲୋକେ ମୃତଦେହ ରଖି…

ଭାରତ ଆସିବେ ଜେଲେନସ୍କି!

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ ଗସ୍ତ ପରେ, ଭାରତ ଆଉ ଏକ କୂଟନୈତିକ ପଦକ୍ଷେପ ନେଇଛି । ଭାରତ ଏବେ ଦିଲ୍ଲୀରେ ୟୁକ୍ରେନୀୟ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଆତିଥ୍ୟ ଦେବା ପାଇଁ ଯୋଜନା କରୁଛି । ଏହାକୁ କୂଟନୈତିକ…

ଟ୍ରମ୍ପଙ୍କ ନାଁରେ ନାମିତ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ ସଡକକୁ ନାମିତ କରିବା ଲାଗି ତେଲଙ୍ଗାନା ସରକାର ନିଷ୍ପତ୍ତି ନେଇଛନ୍ତି। ହାଇଦରବାଦର ଯେଉଁ ରାସ୍ତାରେ ଆମେରିକାର ବାଣିଜ୍ୟିକ ଦୂତାବାସ ଅବସ୍ଥିତ ଅଛି ସେହି ରାସ୍ତାକୁ ଟ୍ରମ୍ପଙ୍କ ନାମରେ ନାମିତ…

ଓୱେସୀଙ୍କ ସହ ମେଣ୍ଟ ଯୋଜନା କରୁଛନ୍ତି ହୁମାୟୁନ !

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରି ଚର୍ଚ୍ଚାରେ ରହିଥିବା ତୃଣମୂଳ କଂଗ୍ରେସ (ଟିଏମସି)ର ନିଲମ୍ବିତ ବିଧାୟକ ହୁମାୟୁନ କବିର ଆଗକୁ ଆଉ ଏକ ବଡ ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ଶନିବାର ବାବ୍ରି…

ଯାତ୍ରୀଙ୍କୁ ୮୨୭ କୋଟି ଟଙ୍କା, ସାଢେ ୪ ହଜାର ବ୍ୟାଗ୍ ଫେରସ୍ତ କଲା ଇଣ୍ଡିଗୋ

ନୂଆଦିଲ୍ଲୀ : ଥମୁନି ଇଣ୍ଡିଗୋ ସଙ୍କଟ । ଯାତ୍ରୀଙ୍କୁ ୮୨୭ କୋଟି ଟଙ୍କା ସହିତ ସାଢେ ୪ ହଜାର ବ୍ୟାଗ୍ ଫେରସ୍ତ କଲା ଇଣ୍ଡିଗୋ । ୩୬ ଘଣ୍ଟା ମଧ୍ୟରେ ବାକି ରହିଥିବା ଆଉ କିଛି ବ୍ୟାଗ୍ ଯାତ୍ରୀଙ୍କୁ ହସ୍ତାନ୍ତର କରାଯିବ…

କୋଟା କଲେକ୍ଟରେଟ ଓ ଜୟପୁର ହାଇକୋର୍ଟକୁ ବୋମା ଧମକ

ରାଜସ୍ଥାନ: କୋଟା କଲେକ୍ଟରେଟ ଏବଂ ଜୟପୁର ହାଇକୋର୍ଟକୁ ବୋମା ଧମକ । ଆଜି ସକାଳେ କୋଟା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ବୋମା ଧମକ ଇମେଲ ମିଳିଥିଲା । ଯାହାପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଖବର ପାଇବା ମାତ୍ରେ ପୋଲିସ ଓ…

ବ୍ରିଟିଶ ଶାସନକୁ ଜବାବ ଦେଇଥିଲା ‘ବନ୍ଦେ ମାତରମ୍’ ସ୍ଲୋଗାନ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସଂସଦରେ ଶୀତକାଳୀନ ଅଧିବେଶନରେ ବନ୍ଦେ ମାତରମ୍ ବିତର୍କ । ବନ୍ଦେ ମାତରମ୍ ୧୫୦ ବର୍ଷ ପୂରଣକୁ ନେଇ ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଭିଭାଷଣ ବେଳେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍ କଲେ ପିଏମ୍ । ପିଏମ୍…

ଠକେଇ ମାମଲା: ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ନୂଆଦିଲ୍ଲୀ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି ରାଜସ୍ଥାନ ପୁଲିସ। ୩୦ କୋଟି ଠକେଇ ମାମଲାରେ ତାଙ୍କ ସମେତ ୮ ଜଣଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ହୋଇଥିବାବେଳେ ପୁଲିସ ରବିବାର ବିକ୍ରମଙ୍କୁ ଗିରଫ କରିଛି। ରାଜସ୍ଥାନ…

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ । ଗୋଆ ରାଜଧାନୀ ପାଣାଜୀଠାରୁ ୨୫ କିମି ଦୂରରେ ଅବସ୍ଥିତ ଆରପୋରା ଗ୍ରାମରେ ଥିବା ଏକ ନାଇଟ୍…

କାର-ଟ୍ରଲର ଧକ୍କା, ୫ ଯୁବକ ମୃତ

ଛତିଶଗଡ଼ : ଛତିଶଗଡ଼ର ଜଶପୁର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ କାର୍ ନିୟନ୍ତ୍ରଣ ହରାଇ ଟ୍ରଲର ସହ ଧକ୍କା ହେବା ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୫ ଜଣ ଯୁବକଙ୍କ ମୃତ୍ୟୁ…