ବିମାନ ଯାତ୍ରୀଙ୍କଠାରୁ ମନମୁଖୀ ଭଡ଼ା ଆଦାୟ ଉପରେ ବ୍ରେକ ଲଗାଇଲେ ସରକାର
ନୂଆଦିଲ୍ଲୀ : ଇଣ୍ଡିଗୋ ସଙ୍କଟ ଯୋଗୁଁ ଶହ ଶହ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଏହାରି ମଧ୍ୟରେ ଅନେକ ବିମାନର ଭଡ଼ା ବୃଦ୍ଧି ପାଇଛି । ଯାହା ଫଳରେ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତେଣୁ ଯାତ୍ରୀଙ୍କ…
ନୂଆଦିଲ୍ଲୀ : ଇଣ୍ଡିଗୋ ସଙ୍କଟ ଯୋଗୁଁ ଶହ ଶହ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଏହାରି ମଧ୍ୟରେ ଅନେକ ବିମାନର ଭଡ଼ା ବୃଦ୍ଧି ପାଇଛି । ଯାହା ଫଳରେ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତେଣୁ ଯାତ୍ରୀଙ୍କ…
ହାଇଦ୍ରାବାଦ : ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା ।…
ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର…
ନୂଆଦିଲ୍ଲୀ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ ଯାତ୍ରା। ଶୁକ୍ରବାର ବିମାନ କମ୍ପାନୀଗୁଡ଼ିକ ଅଚାନକ ଟିକେଟ ଦର ବୃଦ୍ଧି କରିବା ଫଳରେ ଯାତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ପ୍ରାୟ ୮ରୁ ୧୦ ଗୁଣା ପର୍ଯ୍ୟନ୍ତ ଟିକେଟ ଦର ବୃଦ୍ଧି କରିଛନ୍ତି…
ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି…
ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ…
ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ…
ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ ଛୁଟି ନିର୍ଦ୍ଦେଶ ପ୍ରତ୍ୟାହାର କରିନେଇଛି । ଏହି ନିର୍ଦ୍ଦେଶ ପରେ ପରିସ୍ଥିତି ଶୀଘ୍ର…
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି । ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି ।…
ନୂଆଦିଲ୍ଲୀ : ରୁଷର ରାଷ୍ଟ୍ରପତି ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି । ପୁଟିନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରାଯାଇଛି । ଏହାପରେ ହାଇଦ୍ରାବାଦ ହାଉସ୍ରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷୀୟ ରାଷ୍ଟ୍ରପତି ଦ୍ୱିପାକ୍ଷୀୟ ଆଲୋଚନା କରିଛନ୍ତି । ମୋଦି…