National & International

ଭାରତ ଆସିବେ ପୁଟିନ୍, ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପୁଟିନଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭାରତ ଏବଂ ରୁଷ ଉଭୟର ଏଜେନ୍ସି ଏହି…

ଖୋଲିଲା ଭାରତର ସବୁଠାରୁ ଲମ୍ବା ଗ୍ଲାସ୍ ସ୍କାଇୱାକ୍

ବିଶାଖାପଟନମ୍ : ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ନିର୍ମାଣ ହୋଇଛି ବହୁ ପ୍ରତିକ୍ଷୀତ ଗ୍ଲାସ୍ ବ୍ରିଜ । ଡିସେମ୍ବର ୧ ତାରିଖରେ ଟିଡିପି ସାଂସଦ ଭରତ କୈଳାଶଗିରିରେ ନିର୍ମାଣ ହୋଇଥିବା ସ୍କାଇ ୱାକ୍ ବ୍ରିଜକୁ ଉଦ୍ଘାଟନ କରିଛନ୍ତି । ସମୁଦ୍ର ପତ୍ତନଠୁ ୧୦୦୦ ଫୁଟ…

ଯାନ୍ତ୍ରିକ ତ୍ରୁଟି ପାଇଁ ସବୱେରେ ଫସିଲା ଚେନ୍ନାଇ ମେଟ୍ରୋ ଟ୍ରେନ୍

ଚେନ୍ନାଇ : ଆଜି ସକାଳେ ଚେନ୍ନାଇ ମେଟ୍ରୋ ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା । ଯାହା ୱିମକୋ ନଗର ଡିପୋ ଏବଂ ଚେନ୍ନାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଚାଲେ । ସେଣ୍ଟ୍ରାଲ ମେଟ୍ରୋ ଏବଂ ହାଇକୋର୍ଟ ଷ୍ଟେସନ ମଧ୍ୟରେ ମେଟ୍ରୋଟି ଫସିଯାଇଥିଲା ।…

ଶ୍ରୀଲଙ୍କାକୁ ଏକ୍ସପାୟାର ରିଲିଫ ସାମଗ୍ରୀ ପଠାଇଲା ପାକିସ୍ତାନ

ଶ୍ରୀଲଙ୍କା: ବନ୍ୟା ତଥା ଘୂର୍ଣ୍ଣିଝଡ଼ ଡିଟୱା ଦ୍ବାରା ପ୍ରଭାବିତ ହୋଇ ଶ୍ରୀଲଙ୍କା ଏବେ ସଙ୍କଟରେ ଗତି କରୁଛି । ଏଭଳି ସ୍ଥଳେ ପାକିସ୍ତାନ ଶ୍ରୀଲଙ୍କାକୁ ପଠାଇଥିବା ରିଲିଫ ସାମଗ୍ରୀକୁ ନେଇ ନୂଆ ବିବାଦ ଦେଖାଦେଇଛି । ପାକିସ୍ତାନ ପଠାଇଥିବା ରିଲିଫ୍ ସାମଗ୍ରୀ…

ଏଣିକି ସେବାତୀର୍ଥ ନାମରେ ଜଣାଯିବ PMO

ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ…

୫୨ ଏକର ଜାଗାରେ ନିର୍ମାଣ ହେବ ଅଯୋଧ୍ୟା ରାମ ମନ୍ଦିର ସଂଗ୍ରାହଳୟ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ସଂଗ୍ରାହଳୟ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି । ଯାହାର ନିଷ୍ପତ୍ତି କ୍ୟାବିନେଟ୍ ବୈଠକରେ ନିଆଯାଇଥିଲା । ମନ୍ଦିର ସଂଗ୍ରାହଳୟ ୫୨ ଏକର ଜାଗାରେ ନିର୍ମାଣ କରାଯିବ ।…

ପାକିସ୍ତାନ ଏଫସି ମୁଖ୍ୟାଳୟରେ ବିସ୍ଫୋରଣ, ୬ ସୈନିକ ନିହତ

ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ଅନ୍ତର୍ଗତ ନୋକୁଣ୍ଡି ଅଞ୍ଚଳରେ ଥିବା ଫ୍ରଣ୍ଟିଅର କର୍ପସ(ଏଫସି) ମୁଖ୍ୟାଳୟରେ ସୋମବାର ଆତ୍ମଘାତୀ ବିସ୍ଫୋରଣ ଯୋଗୁ ୬ ସୈନିକ ନିହତ ହୋଇଥିବା ସୂଚନା ମିଳିଛି। ବେଲୁଚିସ୍ତାନ ଲିବରେସନ ଫ୍ରଣ୍ଟର ସାଦଓ ଅପରେସନାଲ ବାଟାଲିଅନ ଦ୍ବାରା କରାଯାଇଥିବା ଏହି ଆକ୍ରମଣ…

କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଇଡି ନୋଟିସ

ନୂଆଦିଲ୍ଲୀ: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିଛି ଇଡି । ପିନାରାଇଙ୍କ ସହ ପୂର୍ବତନ ଅର୍ଥମନ୍ତ୍ରୀ ଥୋମାସ ଆଇଜାକ୍ ଏବଂ କେଆଇଆଇଏଫବି ସିଇଓ କେଏମ୍ ଆବ୍ରାହାମଙ୍କୁ ମଧ୍ୟ ନୋଟିସ ମିଳିଛି । କେରଳ ଭିତ୍ତିଭୂମି ନିବେଶ…

କାଶ୍ମୀରର ୮ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଲାଲକିଲ୍ଲା ନିକଟରେ କାର ବିସ୍ଫୋରଣ ଘଟଣାରେ, ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଆଜି କାଶ୍ମୀରର ପୁଲୱାମା, ଶୋପିଆନ ଏବଂ କୁଲଗାମ ଜିଲ୍ଲାର ଆଠଟି ସ୍ଥାନରେ ଚଢାଉ କରିଛି । ତଦନ୍ତ ଅଧିକାରୀମାନେ କହିଛନ୍ତି ଯେ ଏନଆଇଏ ରେ ସାମିଲ…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛରୁ ଏକ ଟେମ୍ପୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା…