National & International

କାନାଡାରେ କପିଲଙ୍କ କାଫେରେ ଗୁଳିକାଣ୍ଡ; ଦିଲ୍ଲୀରୁ ସୁଟର ଗିରଫ

ନୂଆଦିଲ୍ଲୀ: କାନାଡାରେ କପିଲ ଶର୍ମାଙ୍କ କେଏପିସ୍ କାଫେରେ ଗୁଳିକାଣ୍ଡରେ ସମ୍ପୃକ୍ତ ମୁଖ୍ୟ ସୁଟର ବନ୍ଧୁ ମାନ ସିଂହ ସେଖୋନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ। ସୂଚନା ଅନୁଯାୟୀ, ଗୁଳିକାଣ୍ଡ ପରେ ସେ ଭାରତ ପଳାଇ ଆସିଥିଲା। ସେ ଲରେନ୍ସ ବିଷ୍ନୋଇ…

ଇମ୍ରାନଙ୍କ ପୁରୁଣା ଲେଖା ପାଇଁ ଘଟଣା ନେଉଛି ଭିନ୍ନମୋଡ଼: ଜେଲ ପ୍ରଶାସନ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ କ୍ରିକେଟଜଗତର ଷ୍ଟାର ଥିବା ଇମ୍ରାନ ଖାନ ଗତ ଦୁଇ ବର୍ଷ ଧରି ଆଦିଆଲା ଜେଲରେ ବନ୍ଦୀ ଅଛନ୍ତି। ଗତଏକ ମାସ ହେବ ଇମ୍ରାନ ଖାନଙ୍କୁ ତାଙ୍କ ପରିବାର ସଦସ୍ୟଙ୍କ ସହ କୌଣସି ପରିସ୍ଥିତିରେ ଭେଟିବାକୁ…

ନୀତୀଶଙ୍କ ଭେଟି, ୧୦ ଲକ୍ଷ ମହିଳାଙ୍କୁ ଦେଲେ ୧୦୦୦କୋଟି ଟଙ୍କା

ପାଟନା: ବିହାରରେ ମହିଳାମାନଙ୍କୁ ଆର୍ଥିକ ରୂପରେ ସଶକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନେଇଛନ୍ତି ବଡ ପଦକ୍ଷେପ। ମୁଖ୍ୟମନ୍ତ୍ରୀ ମହିଳା ଯୋଜନା ମାଧ୍ୟମରେ ପାଖାପାଖି ୧୦ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଭାବରେ ୧୦ ହଜାର ଟଙ୍କା ଲେଖାଏଁ ପଠାଯାଇଛି।…

ଧାରଣାରେ କାମ କରୁଥିବାବେଳେ ମାଡ଼ି ଆସିଲା ଟ୍ରେନ୍; ଘଟଣାସ୍ଥଳରେ ୧୧ଜଣ କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଚୀନର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଥିବା କୁନମିଙ୍ଗସ୍ଥିତ ଲୁଓୟାଙ୍ଗଝୋନ ଷ୍ଟେସନରେ ଗୁରୁବାର ଏକ ଭୟାବହ ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରେଳ ଧାରଣାରେ କାମ କରୁଥିବା ୧୧ ଜଣ ରକ୍ଷଣାବେକ୍ଷଣ କର୍ମଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଆହତ…

ବିଦେଶରୁ ଚାଲୁଛି କଂଗ୍ରେସର ସୋସିଆଲ ମିଡିଆ ଆକାଉଣ୍ଟ୍ : ବିଜେପି

ନୂଆଦିଲ୍ଲୀ : ବିଜେପି ସାଂସଦ ସମ୍ବିତ ପାତ୍ର ଅଭିଯୋଗ କରିଛନ୍ତି ଯେ କଂଗ୍ରେସ ଦଳ ଭାରତ ବିରୁଦ୍ଧରେ ଏକ ବ୍ୟାଖାନ ସୃଷ୍ଟି କରିବା ପାଇଁ ଦେଶ ବାହାରର ବିଭିନ୍ନ ବ୍ୟକ୍ତିଙ୍କ ସହ ହାତ ମିଳାଇଛି। ସେ କହିଛନ୍ତି ଯେ ସୋସିଆଲ ମିଡିଆ…

ଘନେଇଲା ଇମ୍ରାନ ଖାଁ ମୃତ୍ୟୁ ରହସ୍ୟ, ଆଡ଼ିଆଲା ଜେଲ ଆଗରେ ହଙ୍ଗାମା

ଇସଲାମାବାଦ : ଦିନକୁ ଦିନ ଅଧିକ ରହସ୍ୟମୟ ହେଉଛି ଇମ୍ରାନ ଖାଁ ମୃତ୍ୟୁ ଖବର । ଏହାକୁ ପାକିସ୍ତାନ(Pakiatan)ର ଆଡ଼ିଆଲା ଜେଲ ବାହାରେ ବହୁତ ହଙ୍ଗାମା ହୋଇଛି। ଆଜି ଖାଇବର ପଖତୁନଖ୍ୱା (କେପିକେ) ମୁଖ୍ୟମନ୍ତ୍ରୀ ସୋହେଲ ଆଫ୍ରିଦି ଇମ୍ରାନ ଖାନଙ୍କୁ ଭେଟିବା…

ଏକାଧିକ ବିବାହ କଲେ ୧୦ ବର୍ଷ ଜେଲ୍

ଗୌହାଟୀ : ଆସାମ ବିଧାନସଭାରେ ଗୁରୁବାର (୨୭ ନଭେମ୍ବର, ୨୦୨୫) ବହୁବିବାହ ନିଷେଧ କରିବା ପାଇଁ ଏକ ବିଲ୍ ପାସ୍ ହୋଇଛି। ଏହି ଆଇନ ଅନୁଯାୟୀ, ଦୋଷୀ ସାବ୍ୟସ୍ତ ହୋଇଥିବା ଯେକୌଣସି ବ୍ୟକ୍ତିଙ୍କୁ ଏକ ଫୌଜଦାରୀ ଅପରାଧ ବୋଲି ବିବେଚନା କରାଯିବ…

ଅହମ୍ମଦାବାଦରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା

ନୂଆଦିଲ୍ଲୀ : ଦୁଇ ଦଶନ୍ଧି ପରେ ଭାରତକୁ ଫେରିଛି ରାଜ୍ୟଗୋଷ୍ଠୀ କ୍ରୀଡ଼ା। ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଅହମ୍ମଦାବାଦକୁ ଆୟୋଜକ ସହର ଭାବେ ବୁଧବାର ଆନୁଷ୍ଠାନିକ ଘୋଷଣା କରାଯାଇଛି। ୨୦୧୦ ଦିଲ୍ଲୀରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପରେ ଭାରତ ଦ୍ବିତୀୟ ଥର ଏହି…

ଦେଶର ପ୍ରଥମ ଘରୋଇ ରକେଟ୍ ଉନ୍ମୋଚନ କଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ମୋଦୀ ହାଇଦ୍ରାବାଦରେ ସ୍କାଏରୁଟ୍ ଏରୋସ୍ପେସର ଇନଫିନିଟି କ୍ୟାମ୍ପସ୍ ଉଦଘାଟନ କରିଛନ୍ତି ଏବଂ ବିକ୍ରମ-୧ ଉନ୍ମୋଚନ କରିଛନ୍ତି । ଏହା ଭାରତର ପ୍ରଥମ…

ଶେଖ ହସିନା ଙ୍କୁ ୨୧ ବର୍ଷ କାରାଦଣ୍ଡ

ଢାକା : ବାଂଲାଦେଶର ଏକ ଅଦାଲତ ୩ଟି ଦୁର୍ନୀତି ମାମଲାରେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ଖବର ଅନୁସାରେ ପୂର୍ବଚୋଲରେ ରାଜୁକ-ନ୍ୟୁ-ଟାଉନ୍ ପ୍ରକଳ୍ପରେ ଜମି ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ଏହି ତିନୋଟି ମାମଲା…