National & International

ଲାଲକିଲ୍ଲା ବୋମା ବିସ୍ଫୋରଣ : ଆଉ ଜଣେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ମାମଲାରେ ଏନ୍ଆଇଏକୁ ବଡ ସଫଳତା ମିଳିଛି। ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଆଜି ଏଜେନ୍ସି ଗିରଫ କରିଛି। ଗିରଫ ଅଭିଯୁକ୍ତ ସୋଏବ ହରିୟାଣାର ଫରିଦାବାଦର ଧୌଜ ଅଞ୍ଚଳର ବାସିନ୍ଦା। ଏହି…

ବିହାର ବିଧାନସଭା : ବାଚସ୍ପତି ହୋଇ ପାରନ୍ତି ପ୍ରେମ କୁମାର

ପାଟନା : ବିହାର ବିଧାନସଭାର ବାଚସ୍ପତି ହୋଇ ପାରନ୍ତି ବିଜେପିର ବରିଷ୍ଠ ବିଧାୟକ ପ୍ରେମ କୁମାର । ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରିଛି ଏନଡିଏ । ବିଜୟ ପରେ ଏନଡିଏ ସହଯୋଗୀ ବିଜେପି , ଜେଡ଼ିୟୁ ଓ…

ଆରପାରିରେ ଆମେରିକାର ବୟୋଜ୍ୟେଷ୍ଠ କଇଁଛ ଗ୍ରେମା

ୱାଶିଂଟନ: ଆରପାରିରେ ଆମେରିକାର ସନ ଡିଏଗୋ ଚିଡିଆଖାନାର ବୟୋଜ୍ୟେଷ୍ଠ ଗ୍ୟାଲାପାଗୋସ ପ୍ରଜାତିର କଇଁଛ ଗ୍ରେମା । ମୃତ୍ୟୁ ବେଳକୁ କଇଁଛର ବୟସ ୧୪୧ ବର୍ଷ ହୋଇଥିଲା । ଏହି ଶାନ୍ତ , ସରଳ କଇଁଛଟି ଚିଡିଆଖାନାକୁ କେବେ ଆସିଥିଲା , ତାହା…

୧.୨୩ ଲକ୍ଷରେ ପହଞ୍ଚିଲା ସୁନା

ନୂଆଦିଲ୍ଲୀ : ସୁନା ମୂଲ୍ୟ ୧୬୨ଟଙ୍କା ବୃଦ୍ଧି ପାଇ ୧.୨୩ଲକ୍ଷ ଟଙ୍କାରେ ପହଞ୍ଚିଛି । କିଛିଦିନ ସୁନା ମୂଲ୍ୟରେ ହ୍ରାସପରେ ପୁନର୍ବାର ବୃଦ୍ଧି ପାଇଛି । ଇଣ୍ଡିଆ ବୁଲିୟନ୍ ଆଣ୍ଡ୍ ଜୁଏଲର୍ସ ଆସୋସିଏସନ୍ (IBJA) ଅନୁଯାୟୀ ସୁନା ମୂଲ୍ୟ ୧୬୨ଟଙ୍କା ବୃଦ୍ଧି…

ନୀତୀଶଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନୂତନ କ୍ୟାବିନେଟ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ନୂତନ କ୍ୟାବିନେଟର ପ୍ରଥମ ବୈଠକ କରିଛନ୍ତି । ଏହା ସହ ୧୮ତମ ବିଧାନସଭାର ପ୍ରଥମ ଅଧିବେଶନ ତାରିଖ…

ରାମ ମନ୍ଦିରର ଶିଖରରେ ଉଡ଼ିଲା ଧର୍ମଧ୍ୱଜ: ଶତାବ୍ଦୀର ଯନ୍ତ୍ରଣା ଆଜି ଶେଷ ହେଉଛି କହିଲେ ମୋଦୀ

ଅଯୋଧ୍ୟା: ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଐତିହାସିକ ଧ୍ବଜା ଉଡ଼ିଛି। ଆଜି ଅଯୋଧ୍ୟାରେ ଏକ ଐତିହାସିକ ମୁହୂର୍ତ୍ତ ଜୀବନ୍ତ ହୋଇ ଉଠିଛି। ଶ୍ରୀରାମ ଜନ୍ମଭୂମି ମନ୍ଦିର ଉପରେ ଧର୍ମଧ୍ୱଜ ଉଡିଥିବାବେଳେ ଏହି ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଭୁ ରାମଙ୍କୁ ହାତ…

ଅବସର ନେଉ ନେଉ ସରକାରୀ ଗାଡ଼ି ଛାଡ଼ିଲେ ଜଷ୍ଟିସ ଗଭାଇ

ନୂଆଦିଲ୍ଲୀ: ବି.ଆର. ଗଭାଇ ଭାରତର ମୁଖ୍ୟ ବିଚାରପତି ଭାବରେ ଅବସର ଗ୍ରହଣ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟକାନ୍ତ ସୋମବାର ଦିନ ଭାରତର ମୁଖ୍ୟ ବିଚାରପତି/ସିଜେଆଇ ଭାବରେ ଶପଥ ଗ୍ରହଣ କରିଥିଲେ ଏବଂ ତାଙ୍କ କାର୍ଯ୍ୟଭାର ଗ୍ରହଣ କରିଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ…

ଆଗ୍ନେୟଗିରି ଉଦ୍‌ଗିକରଣ, ଅହମଦାବାଦରେ ଅବତରଣ କଲା ଆବୁଧାବୀ ଯାଉଥିବା ବିମାନ

ନୂଆଦିଲ୍ଲୀ: କନ୍ନୁରରୁ ଆବୁଧାବୀ ଯାଉଥିବା ଇଣ୍ଡିଗୋ ବିମାନ ଆଗ୍ନେୟଗିରି ଲାଭା ଓ ପାଉଁଶ ଉଦ୍‌ଗିକରଣ ଯୋଗୁଁ ଅହମଦାବାଦରେ ଅବତରଣ କରିଛି। ସୋମବାର ଇଣ୍ଡିଗୋ ବିମାନ ୬ଇ ୧୪୩୩ ଉଡାଣ ଆରମ୍ଭ କରିଥିବା ସମୟରେ ଇଥିଓପିଆରୁ ପାଉଁଶ ଓ ଧୂଆଁ ଉଦ୍‌ଗିକରଣ ନେଇ…

ବନ୍ଦ ପଡିଥିବା ଖଣି ଚାଲୁ କରିବା ଲାଗି ଭାରତକୁ ପ୍ରସ୍ତାବ ଦେଲା ଆଫଗାନିସ୍ତାନ

ନୂଆଦିଲ୍ଲୀ: ଆଫଗାନିସ୍ତାନ ଭାରତରେ ଅନେକ ସମୟ ଧରି ବନ୍ଦ ପଡିଥିବା ଖଣିକୁ ପୁଣି ଖୋଲିବା ଏବଂ ଚାଲୁ ରଖିବା ପାଇଁ ପ୍ରସ୍ତାବ ଦେଇଛି। ଏହା ଫଳରେ ନିବେଶ ମିଳିବା ସହିତ ନିଯୁକ୍ତି ମଧ୍ୟ ସୃଷ୍ଟି ହୋଇପାରିବ। ତେବେ ଭାରତୀୟ ଉଦ୍ୟେଗ ଲିଡରଙ୍କ…

ଘାଟିରୁ ଖସିଲା ବସ୍‌: ୫ମୃତ

ଉତ୍ତରାଖଣ୍ଡ: ଆଜି ସକାଳୁ ଉତ୍ତରାଖଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ତେହରି ଜିଲାରେ ଏକ ବସ୍‌ ୭୦ଫୁଟ ତଳ ଗଭୀର ଘାଟିକୁ ଖସିପଡିଛି । ବସରେ ପ୍ରାୟ ୩୦-୩୫ଜଣ ଯାତ୍ରୀ ରହିଥିଲେ । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…