National & International

ପେଶାୱରରେ ବୋମା ବିସ୍ଫୋରଣ: ୯ମୃତ

ପାକିସ୍ତାନ: ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ…

NIELIT ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା, ସୂଚନା ଏବଂ ପ୍ରସାରଣ ମନ୍ତ୍ରୀଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରେ ଏନଆଇଇଏଲଆଇଟି ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଉଚ୍ଚମାନର ଡିଜିଟାଲ୍ ଶିକ୍ଷାର ଉପଲବ୍ଧତାକୁ ସାର୍ବଜନୀନ କରିବା ପାଇଁ ଏହି ପ୍ଲାଟଫର୍ମ ଡିଜାଇନ୍ କରାଯାଇଛି।…

ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ: ନଦୀକୁ ଖସିପଡ଼ିଲା ଟ୍ରାକ୍ଟର, ୧୧ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଖଣ୍ଡୱାରେ ଅଘଟଣ । ମୂର୍ତ୍ତି ବିସର୍ଜନ କରୁଥିବା ବେଳେ ନଦୀକୁ ଟ୍ରାକ୍ଟର ଖସି ୧୧ ମୃତ । ଟ୍ରାକ୍ଟର ଡାଲାରେ ମୂର୍ତ୍ତି ସମେତ ୧୪ରୁ ଅଧିକ ଲୋକ ଉପସ୍ଥିତ ରହି ବିସର୍ଜନ ପାଇଁ ପ୍ରସ୍ତୁତ ହେଉଥିଲେ ।…

ଗାଜା ଷ୍ଟ୍ରିପରେ ବିମାନ ଆକ୍ରମଣ କଲା ଇସ୍ରାଏଲ, ୪୦ ପାଲେଷ୍ଟାଇନୀ ମୃତ

ଇସ୍ରାଏଲ: ଇସ୍ରାଏଲ ଗୁରୁବାର ଗାଜା ଷ୍ଟ୍ରିପରେ ଆଉ ଏକ ବଡ଼ ବିମାନ ଆକ୍ରମଣ କରିଛି । ନାସେର ହସ୍ପିଟାଲ ଅଧିକାରୀଙ୍କ ଅନୁଯାୟୀ, ବୁଧବାର ରାତିରୁ ଗୁରୁବାର ପର୍ଯ୍ୟନ୍ତ ଗାଜାରେ ଇସ୍ରାଏଲୀ ଆକ୍ରମଣ ଏବଂ ଗୁଳିମାଡରେ ଅତି କମରେ ୪୦ ପାଲେଷ୍ଟାଇନୀଙ୍କ ମୃତ୍ୟୁ…

ଭାରତ-ଚୀନ ମଧ୍ୟରେ ପୁଣି ଆରମ୍ଭ ହେବ ବିମାନ ସେବା

ନୂଆଦିଲ୍ଲୀ: ଭାରତ ଏବଂ ଚୀନ ମଧ୍ୟରେ ଲମ୍ବା ସମୟ ଧରି ବିମାନ ସେବା ବନ୍ଦ ରହିଥିଲା । ଯାହା ପୁଣି ଆରମ୍ଭ ହେବାକୁ ଯାଉଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବାରୁ ଏହି ପଦକ୍ଷେପ ନିଆଯାଇଛି । ଭାରତ…

ଆମେରିକା ପରେ ଫ୍ରାନ୍ସ ସଟଡାଉନ, ୨୦୦ରୁ ଅଧିକ ସହରରେ ଷ୍ଟ୍ରାଇକ, ଆଇଫିଲ୍ ଟାୱର ବନ୍ଦ

ଫ୍ରାନ୍ସ : ଆମେରିକା ପରେ ଫ୍ରାନ୍ସରେ ପ୍ରବଳ ବିରୋଧ ପ୍ରଦର୍ଶନ ଜାରି ରହିଛି । ପ୍ରଦର୍ଶନକାରୀ ଖର୍ଚ୍ଚକାଟକୁ ବିରୋଧ କରି ଧନୀଙ୍କ ଉପରେ ଅଧିକ ଟ୍ୟାକ୍ସ ଲଗାଇବାକୁ ଦାବି କରିଛନ୍ତି । ଫଳରେ ପ୍ରଦର୍ଶନ ଯୋଗୁଁ ପ୍ୟାରିସର ପ୍ରସିଦ୍ଧ ଆଇଫିଲ ଟାୱର…

୬ ବର୍ଷିଆ ଡାଲି ଆତ୍ମନିର୍ଭରତା ମିଶନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ, ଲାଭାନ୍ବିତ ହେବେ ୨ କୋଟି ଚାଷୀ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ କମିଟି ଡାଲି କ୍ଷେତ୍ରରେ ଆତ୍ମନିର୍ଭରତା ମିଶନକୁ ଅନୁମୋଦନ କରିଛି। ଘରୋଇ ଉତ୍ପାଦନ ବୃଦ୍ଧି ଏବଂ ଡାଲି କ୍ଷେତ୍ରରେ ଆତ୍ମନିର୍ଭରତା ହାସଲ କରିବା ପାଇଁ ଏକ ଐତିହାସିକ ପଦକ୍ଷେପ। ଏହି ମିଶନ ୨୦୨୫-୨୬ରୁ ୨୦୩୦-୩୧ ପର୍ଯ୍ୟନ୍ତ ୬…

ପାକିସ୍ତାନର ନକ୍‌ଭି ଫେରାଇଲେ ଏସିଆ କପ୍‌ – ବିସିସିଆଇ ଦେଇଥିଲା ଏହି ଧମକ

ଦୁବଇ- ଚଳିତ ଥର ଭାରତ ଏସିଆ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ ହୋଇଛି । ମାତ୍ର ଏସିସି ତଥା ପାକିସ୍ତାନ କ୍ରିକେଟ୍‌ ବୋର୍ଡର ଅଧ୍ୟକ୍ଷ ମୋହସିନ୍‌ ନକଭିଙ୍କଠାରୁ ଏହି କପ୍‌ ଗ୍ରହଣ କରିବା ପାଇଁ ଭାରତୀୟ ଟିମ୍‌ ମନା କରିଦେଇଥିଲା ।…

ସମଗ୍ର ମାନବଜାତି ପାଇଁ ପ୍ରେରଣାର ଦୃଢ଼ ସ୍ୱର ଥିଲେ ମହାତ୍ମା ଗାନ୍ଧୀ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୬ତମ ଜନ୍ମବାର୍ଷିକୀର ପୂର୍ବ ସନ୍ଧ୍ୟାରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗାନ୍ଧୀ ଜୟନ୍ତୀର ପୂର୍ବ ସନ୍ଧ୍ୟାରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଏହା ଜାତିର ପିତାଙ୍କ…

ଫିଲିପାଇନ୍ସ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୬୯କୁ ବୃଦ୍ଧି, ୧୫୦ଆହତ

ନୂଆଦିଲ୍ଲୀ: ବଢ଼ିଲା ମୃତ୍ୟୁସଂଖ୍ୟା। ଫିଲିପାଇନ୍ସରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପାଇଁ ପ୍ରଥମେ ୬୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ମୃତ୍ୟୁସଂଖ୍ୟା ୬୯କୁ ବୃଦ୍ଧି ପାଇଛି। ମଙ୍ଗଳବାର ଦିନ କେନ୍ଦ୍ରୀୟ ଫିଲିପାଇନ୍ସରେ ଏହି ଶକ୍ତିଶାଳୀ ଭୂକମ୍ପ ହୋଇଥିଲା। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…