National & International

ମାଲକାନଗିରି ସୀମାରେ ଏନକାଉଣ୍ଟର, ୬ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର । ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଟପ୍ ମାଓନେତା…

ପାକିସ୍ତାନରୁ ପରିଚାଳିତ ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ନେଟୱର୍କ ଠାବ: ୬ ପିସ୍ତଲ ସହ ୧ କେଜି ହେରୋଇନ୍ ଜବତ, ୫ ଗିରଫ

ନୂଆଦିଲ୍ଲୀ: ପାକିସ୍ତାନରୁ ପରିଚାଳିତ ହେଉଥିବା ଏକ ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ନେଟୱର୍କକୁ ପଞ୍ଜାବ ପୁଲିସ ଠାବ କରିବାରେ ସଫଳ ହୋଇଛି। ନେଟ୍‌ୱର୍କ ଠାବ କରିବା ସହିତ ୬ଟି ପିସ୍ତଲ ଓ ୧ କିଲୋ ହେରୋଇନ ଜବତ କରିଛି। ନେଟୱର୍କରେ ଜଡିତ ୫ଜଣଙ୍କୁ…

୫୦ ବର୍ଷ ପରେ ବଡ଼ ପରଦାରେ ପୁଣି ଧମାଲ କରିବ ‘ଶୋଲେ’

ମୁମ୍ବାଇ: ଭାରତୀୟ ସିନେମାର କ୍ଲାସିକ୍ ଫିଲ୍ମ “ଶୋଲେ” ପୁଣି ଥରେ ବଡ଼ ପରଦାରେ ଧମାଲ କରିବାକୁ ଯାଉଛି। ରିଲିଜ୍ କରିବାର ପଚାଶ ବର୍ଷ ପରେ, ଏହି ଫିଲ୍ମଟି 4K ରେ ରିଷ୍ଟୋର ହେଉଛି ଏବଂ ସାରା ଦେଶରେ ୧୫୦୦ ସ୍କ୍ରିନରେ ରି-ରିଲିଜ୍…

ଲାଲକିଲ୍ଲା ବିସ୍ଫୋରଣ ଲାଗି ଆରଏସଏସକୁ ଦାୟୀ କଲା କଂଗ୍ରେସ

ମୁମ୍ବାଇ : ଲାଲକିଲ୍ଲା ନିକଟରେ ହୋଇଥିବା କାର୍ ବୋମା ବିସ୍ଫୋରଣ (Delhi Blast) ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ନେତା ହୁସେନ ଦଲୱାଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ ଏହି ଆକ୍ରମଣ ଲାଗି ଆରଏସଏସ(RSS)କୁ ଦାୟୀ କରିଛନ୍ତି । ସେ ଦାବି…

ରସିଦ ଅଲି ଖୋଲିବ ବିସ୍ଫୋରଣର ରହସ୍ୟ: ୧୦ ଦିନିଆ ରିମାଣ୍ଡରେ ନେଲା NIA

ନୂଆଦିଲ୍ଲୀ : ସୁ ବମ୍ବର’ ଉମର ନବୀ । ୧୦/୧୧ ଦିଲ୍ଲୀ ବ୍ଲାଷ୍ଟକୁ ନେଇ ସାମ୍ନାକୁ ଆସିଛି ସୁ ବମ୍ବର ଥିଓରୀ । ନିଜ ଜୋତା ଭିତରେ ପ୍ରଚଣ୍ଡ ବିସ୍ଫୋରକ ଟ୍ରାଇଏସିଟୋନ୍ ଟ୍ରାଇପେରକ୍ସାଇଡ୍ -TATP ନେଇଥିଲା ଆତ୍ମଘାତୀ ବସ୍ଫୋରଣକାରୀ ଡାକ୍ତର ଉମର…

ଗଣହତ୍ୟା ମାମଲାରେ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ଗତବର୍ଷ ଅଗଷ୍ଟରେ…

ଯେକୌଣସି ଯୁଦ୍ଧ ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ଜେନେରାଲ ଦ୍ବିବେଦୀ

ନୂଆଦିଲ୍ଲୀ : ଶତ୍ରୁକୁ ଚେତାବନୀ । ଯେକୌଣସି ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ । ଅପରେସନ ସିନ୍ଦୂର ଟ୍ରେଲର ମାତ୍ର । ବାକି ଅଛି ପୁରା ଫିଲ୍ମ । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ। ଏମିତିକି…

ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ, ୨୦ରେ ଶପଥ ଗ୍ରହଣ ଉତ୍ସବ

ବିହାର : ବିହାରରେ ନୂଆ ସରକାର ଗଠନକୁ ନେଇ ହଲଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ…

ସାଉଦି ଆରବରେ ବସରେ ଲାଗିଗଲା ନିଆଁ, ୪୨ ଭାରତୀୟ ମୃତ !

ସାଉଦି ଆରବ: ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ…

୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ…