National & International

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହାର କଲା ସିଜେପି

ନୂଆଦିଲ୍ଲୀ : ସିଜେପି ଆନ୍ଦୋଳନ ପ୍ରତ୍ୟାହାର କଲା। ସିଜେପି ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ ଆମର ତିନୋଟି ଦାବି ଥିଲା। ପ୍ରଧାନ ଇସ୍ତଫା ଦେଇଛନ୍ତି। ଏବେ ଆମେ ୧ କୋଟି ଟଙ୍କା କ୍ଷତିପୂରଣ ଏବଂ ମାମଲା ପ୍ରତ୍ୟାହାର ଦାବି କରିଛୁ।…

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣ, ୧୨ ଯବାନଙ୍କ ସମେତ ୧୫ ମୃତ

ନୂଆଦିଲ୍ଲୀ: ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ସେନା ଜବାନଙ୍କ ସହିତ ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ନେଇ ପାକିସ୍ତାନ ଆର୍ମି ତରଫରୁ ବୟାନ ଜାରି କରାଯାଇଛି । ପାକିସ୍ତାନର ଉତ୍ତର-ପଶ୍ଚିମ ଖାଇବର ପାଖ୍ତୁନଖ୍ବା ପ୍ରାନ୍ତରେ ଏକ ସୁରକ୍ଷା ପୋଷ୍ଟ…

କମର୍ସିଆଲ ଜାହାଜ ଉପରେ ଆକ୍ରମଣ, ଜଣେ ଭାରତୀୟ ନାଗରିକ ମୃତ

ନୂଆଦିଲ୍ଲୀ: କମର୍ସିଆଲ ଜାହାଜ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜଣେ ଭାରତୀୟ ନାଗରିକଙ୍କର ମୃତ୍ୟୁ ହୋଇଥିବା ବିଦେଶ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି । କମର୍ସିଆଲ ଜାହାଜ MV OMORFI ଜୁଲାଇ ୧୮ ତାରିଖ ଦିନ ବ୍ଲାକ୍ ସି’କୁ ପରିବହନ…

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ଦେଶର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାର ଏବଂ ସିଜେପି ପ୍ରତିନିଧିମଣ୍ଡଳ ମଧ୍ୟରେ ତୃତୀୟ ପର୍ଯ୍ୟାୟ ଆଲୋଚନା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିକଟକୁ ତାଙ୍କର ଇସ୍ତଫାପତ୍ର ପଠାଇ…

ଇନଷ୍ଟାଗ୍ରାମରେ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ଯୋଡ଼ି ହେବାକୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦୀ

ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀମାନେ ସୋସିଆଲ ମିଡିଆ, ବିଶେଷକରି ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ରହି ଯୁବପିଢ଼ିଙ୍କ ସହ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରାମର୍ଶ ଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସେ ମନ୍ତ୍ରୀମାନଙ୍କୁ ସରକାରୀ କାର୍ଯ୍ୟକ୍ରମର ସୂଚନା…

ଇରାନର ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣ ; ହର୍ମୁଜକୁ ନେଇ ସଂଘର୍ଷ ଜାରି

ତେହରାନ : ମଧ୍ୟପ୍ରାଚ୍ୟର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବି ଆହୁରି ଗମ୍ଭୀର ରୂପ ନେଉଛି। ଏହି ଯୁଦ୍ଧରେ ପ୍ରଥମ ଥର ପାଇଁ ଆମେରିକା ନିଜର ଶକ୍ତିଶାଳୀ ବି-୧ ଲାନ୍ସର…

ଇସ୍ତଫା ଦେଲେ ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶହାବୁଦ୍ଦିନ

ବାଂଲାଦେଶ : ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶହାବୁଦ୍ଦିନ ସମ୍ବିଧାନର ଧାରା ୫୦(୩) ଅଧିନରେ ସଂସଦ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ କର୍ଯ୍ୟକାଳ ୨୦୨୮ରେ ସମାପ୍ତ ହେବାର ଥିଲା । କିନ୍ତୁ ଏହାପୂର୍ବରୁ ସେ ଇସ୍ତଫା ଦେଇଛନ୍ତି । ବଙ୍ଗାଳୀ…

ସାଉଦି ପ୍ରିନ୍ସଙ୍କ ସନ୍ଦେହଜନକ ମୃତ୍ୟୁ, ହୋଟେଲରୁ ମୃତଦେହ ଉଦ୍ଧାର

ନୂଆଦିଲ୍ଲୀ : ଲଣ୍ଡନର ଏକ ବିଳାସପୂର୍ଣ୍ଣ ହୋଟେଲରେ ମଦ, ଡ୍ରଗ୍ସ ଏବଂ ମାନସିକ ଚାପ ସମସ୍ୟା ପାଇଁ ନିଆଯାଉଥିବା ଔଷଧର ମାତ୍ରାଧିକ ସେବନ ଯୋଗୁଁ ୨୯ ବର୍ଷୀୟ ସାଉଦି ରାଜକୁମାର ଅବଦୁଲ୍ଲା ବିନ୍ ଫହଦଙ୍କ ମୃତ୍ୟୁ ଘଟିଛି । ରାଜକୁମାର ଅବଦୁଲ୍ଲା…

NEET ପେପର ଲିକ୍ ମାମଲାରେ ଜରିମାନା ସହ ଦୋଷୀକୁ ଭୋଗିବାକୁ ପଡ଼ିବ କଠୋର ଦଣ୍ଡ

ନୂଆଦିଲ୍ଲୀ : ପେପର ଲିକ୍ ମାମଲାକୁ ନେଇ ଜନ୍ତରମନ୍ତରରେ ପ୍ରତିବାଦ ଜାରି ରହିଛି । ଏବେ, ସରକାର ମଧ୍ୟ ଏହି ପ୍ରସଙ୍ଗରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ନିଜେ ୨୪ ଘଣ୍ଟା ମଧ୍ୟରେ…

ପ୍ରତିବାଦ କରୁଥିବା ଛାତ୍ରଙ୍କ ସହିତ ରାଷ୍ଟ୍ରର ଶତ୍ରୁ ଭଳି ବ୍ୟବହାର କରୁଛି ମୋଦି ସରକାର: ସୋନିଆ ଗାନ୍ଧି

ନୂଆଦିଲ୍ଲୀ : ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦକୁ ନେଇ ଶେଷରେ ମୁହଁ ଖୋଲିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ର ସରକାରକୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧି । ସୋନିଆ କହିଛନ୍ତି, ଛାତ୍ରମାନେ ଶିକ୍ଷା ବ୍ୟବସ୍ଥାକୁ ସୁଧାରିବା…