National & International

ପୋରବନ୍ଦରରେ ସମୁଦ୍ର ଭିତରେ ଜଳିଗଲା ଜାହାଜ

ଗୁଜରାଟ : ସମୁଦ୍ର ମଝିରେ ଭୟଙ୍କର ନିଆଁ । ସମୁଦ୍ର ମଝିରେ ଥିବା ଜାହାଜ ହୁତୁହୁତୁ ହୋଇ ଜଳୁଛି । ଗୁଜରାଟ ପୋରବନ୍ଦରରେ ସମୁଦ୍ର ଭିତରେ ଜାହାଜରେ ଲାଗିଲା ନିଆଁ । ସୁଭାଷନଗର ଜେଟିରେ କାର୍ଗୋ ସିପରେ ନିଆଁ ଲାଗିଯାଇଥିଲା ।…

ଖାଇବା ଆଣିବାକୁ ଯାଉଥିଲାବେଳେ ଦୁର୍ଘଟଣାରେ ଚାଲିଗଲା ୩ ଛାତ୍ରଙ୍କ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଗ୍ରେଟର ନୋଏଡା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଅଘଟଣ ପାଣି ଟ୍ୟାଙ୍କର ଏବଂ ବାଇକ୍ ମଧ୍ୟରେ ଧକ୍କା ହେବା ଫଳରେ…

ପିଓକେ ଉପରେ ଆକ୍ରମଣ କରିବାର ଆବଶ୍ୟକତା ନାହିଁ; ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦୁଇ ଦିନିଆ ମରକ୍କୋ ଗସ୍ତରେ ଅଛନ୍ତି । ଏହି ଗସ୍ତକୁ ଭାରତ ଏବଂ ମରକ୍କୋ ମଧ୍ୟରେ ପ୍ରତିରକ୍ଷା ସହଯୋଗକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି। ତାଙ୍କ…

ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା, ଘୋଷଣାପତ୍ର ଜାରି କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା । ଅଷ୍ଟେଲିଆ, ବ୍ରିଟେନ୍ ଓ କାନାଡା ମିଳିତ ଭାବେ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ର ଭାବେ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ ଏକ ଘୋଷଣାପତ୍ର ଜାରି କରିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିସ୍ ।…

ଆସନ୍ତାକାଲିଠୁ ଦେଶରେ ଆରମ୍ଭ ହେବ ଜିଏସଟି ବଚତ୍ ଉତ୍ସବ

ନୂଆଦିଲ୍ଲୀ : ଆସନ୍ତାକାଲିରୁ ଜିଏସଟି ସଂସ୍କାର ଆରମ୍ଭ ହେବାକୁ ଯାଉଛି । ଏହାର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, ଦେଶରେ ଜିଏସଟି ବଚତ୍ ଉତ୍ସବ ଆରମ୍ଭ ହେବାକୁ ଯାଉଛି । ଏହା ଆତ୍ମନିର୍ଭରଶୀଳ…

ଭୂମିକମ୍ପ ଝଟକାରେ ଦୋହଲିଲା ବାଂଲାଦେଶ

ବାଂଲାଦେଶ : ଭାରତର ପଡୋଶୀ ଦେଶ ବାଂଲାଦେଶରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ୪.୦ ରହିଛି । ତେବେ ମିଆଁମାରରେ ୭.୭ ତୀବ୍ରତା ଭୂମିକମ୍ପ ଆସିବା ପରେ ଢାକା ଏବଂ ଚଟଗାଁ ସହିତ ବାଂଲାଦେଶର ବିଭିନ୍ନ ସ୍ଥାନରେ…

ପୁଣି ଆଫଗାନିସ୍ତାରେ ପଶିବ ଆମେରିକା ସେନା, ଏୟାରବେସ୍ ଫେରାଇବାକୁ ଚେତାବନୀ ଦେଲେ ଟ୍ରମ୍ପ

ଆମେରିକା : ଆଫଗାନିସ୍ତାରେ ପୁଣି ପଶିବ ଆମେରିକା ସେନା । ଆଫାଗାନିସ୍ତାନକୁ ବଗରାମ ଏୟାରବେସ୍ ମାଗିଲା ଆମେରିକା । ଟ୍ରମ୍ପ କହିଛନ୍ତି ଯେ, ବଗରାମ ଏୟାର ବେସ୍ ପୁଣି ଥରେ ଫେରି ପାଇବାକୁ ଚାହୁଁଛି ୱାସିଂଟନ୍ । ଖୁବ ଶୀଘ୍ର ଆମେରିକାକୁ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ X ଆକାଉଣ୍ଟ ହ୍ୟାକ୍

ମହାରାଷ୍ଟ୍ର : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଯାଇଥିଲା । ହ୍ୟାକର୍ସ ତାଙ୍କ ଆକାଉଣ୍ଟରେ ପାକିସ୍ତାନ ଏବଂ ତୁର୍କୀର ପତାକାର ଫଟୋ ଏବଂ ଉଭୟ ଦେଶର ଲାଇଭ-ଷ୍ଟ୍ରିମିଂ ଫଟୋ ପୋଷ୍ଟ କରିଥିଲେ । ହ୍ୟାକିଂ ପରେ, ଅଧିକାରୀମାନେ…

ଭରଣ ପୋଷଣ ନଦେଇ ପାରିଲେ ବହୁ ବିବାହ ମନା : କେରଳ ହାଇକୋର୍ଟ

କେରଳ : ଜଣେ ମୁସଲମାନ ପୁରୁଷ ଅନେକ ଥର ବିବାହ କରିପାରିବେ, ଯଦି ସେ ତାଙ୍କ ସମସ୍ତ ପତ୍ନୀଙ୍କ ସହିତ ନ୍ୟାୟପୂର୍ଣ୍ଣ ବ୍ୟବହାର କରନ୍ତି । ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି କେରଳ ହାଇକୋର୍ଟ । ଜଷ୍ଟିସ୍ ପି.ଭି. କୁନହିକ୍ରିଷ୍ଣନ୍…

କାନପୁର-ଦିଲ୍ଲୀ ବିମାନରେ ପଶିଗଲା ମୂଷା, ବିମାନରୁ ଓହ୍ଲାଇଲେ ଭୟଭୀତ ଯାତ୍ରୀ

କାନପୁର : କାନପୁର ଏୟାରପୋର୍ଟରୁ ଦିଲ୍ଲୀକୁ ଉଡ଼ାଣ ଭରୁଥିବା ବିମାନରେ ମୂଷା । ଭୟଭୀତ ଯାତ୍ରୀମାନଙ୍କୁ ସୁରକ୍ଷା ଦ୍ଷ୍ଟିରୁ ବିମାନରୁ ଓହ୍ଲାଇ ଦିଆଗଲା । ଯାତ୍ରୀମାନଙ୍କୁ ଏୟାରପୋର୍ଟ ଲାଉଞ୍ଜରେ ବସାଯାଇ ବିମାନକୁ ଯାଞ୍ଚ କରାଯିବା ପରେ ଉଡ଼ାଣ ଭରିବାକୁ ଅନୁମତି ମିଳିଥିଲା…