ପୃଥିବୀକୁ ୧୫୦ ଥର ଧ୍ବଂସ କରିପାରିବ ଆମେରିକା: ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ ।…
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ ।…
ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି…
ନୂଆଦିଲ୍ଲୀ: ଚଳନ୍ତା ଟ୍ରେନରେ ଜଣେ ସୈନିକଙ୍କ ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଜାତୀୟ ମାନବାଧିକାର କମିଶନ। ଅଭିଯୁକ୍ତ ରେଳ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ସୈନିକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ମାନବାଧିକାର କମିଶନ…
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟଗ୍ରହଣ ଶେଷ ହୋଇଛି। ୧୮ ଟି ଜିଲ୍ଲାର ୧୨୧ ଟି ଆସନରେ ମତଦାନ ହୋଇଛି। ବଡ଼ କଥା ହେଉଛି ଏଥର ଗତ ୭୩ ବର୍ଷରେ ସର୍ବାଧିକ ୬୪.୪୬% ମତଦାନ ହୋଇଛି ।…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତର ସୁନାଝିଅ । ଦେଶ ପାଇଁ ଗର୍ବ ଆଣିଥିବା ବିଶ୍ବବିଜୟିନୀଙ୍କୁ ନିମନ୍ତ୍ରଣ କରି ସେମାନଙ୍କୁ ଶୁଭେଚ୍ଛା ସହ ସାବାସୀ ଦେଲେ ରାଷ୍ଟ୍ରପତି । ଭାରତୀୟ ମହିଳା କ୍ରିକେଟ୍ ଦଳର ପ୍ରତି…
ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ଵବିଦ୍ୟାଳୟ(JNU) ଛାତ୍ର ସଂସଦ ନିର୍ବାଚନରେ ବାଜି ମାରିଛି ବାମପନ୍ଥୀ ମେଣ୍ଟ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)କୁ ନିର୍ବାଚନରେ ପରାଜୟବରଣ କରିବାକୁ ପଡ଼ିଛି। ୪ ପ୍ରମୁଖ ପଦବୀ ଯଥା- ସଭାପତି, ଉପସଭାପତି, ସାଧାରଣ ସମ୍ପାଦକ ଏବଂ ଯୁଗ୍ମ ସମ୍ପାଦକ…
ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଥିବା ବେଳେ ୧୦ଟି ଜିଲାରେ ଇଭିଏମରେ ତ୍ରୁଟି ଦେଖାଦେଇଛି । ୧୨୧ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଜାରି ରହିବ…
ବିହାର: ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ ପ୍ରତିଶତ ମତଦାନ ହୋଇଥିଲା। ଗୁରୁବାର…
ନୂଆଦିଲ୍ଲୀ : ଭାରତୀୟ ନୌସେନା ଏହାର ନୌସେନାରେ ଆଉ ଏକ ସ୍ୱଦେଶୀ ଶକ୍ତି ଯୋଡିବାକୁ ହୋଇଛି। ଗୁରୁବାର ଦିନ, ନୌସେନାର ତୃତୀୟ ସର୍ଭେ ଜାହାଜ (SVL) ଶ୍ରେଣୀର ଜାହାଜ, INS ଇକ୍ଷକକୁ କୋଚିର ଦକ୍ଷିଣ ନୌସେନା କମାଣ୍ଡରେ ଆନୁଷ୍ଠାନିକ ଭାବରେ ନିୟୋଜିତ…
ପାଟନା: ବିଧାନସଭା ନିର୍ବାଚନରର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ସକାଳୁସକାଳୁ ବିହାର ଚଳଚଞ୍ଚଳ ହୋଇ ଉଠିଥିବା ବେଳେ ବିହାର ଲଖିସରାଇରେ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କ କନଭେ ଉପକୁ ପଥମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ଉପମୁଖ୍ୟମନ୍ତ୍ରୀ ତଥା ଲଖିସରାଇ…