National & International

ମିଛ କହୁଥିଲେ ଟ୍ରମ୍ପ, ରୁଷରୁ ତେଲ କିଣା ବଢାଇଛି ଭାରତ

ନୂଆଦିଲ୍ଲୀ : ପୁଣି ଥରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମିଛ ଧରାପଡ଼ିଯାଇଛି । କିଛି ଦିନ ତଳେ ସେ କହିଥିଲେ ଯେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ସେ ରୁଷରୁ ତେଲ କ୍ରୟ କମାଇବେ…

ଆଫଗାନିସ୍ତାନ ମାନଚିତ୍ରରେ ପାକିସ୍ତାନର ୩ଟି ଅଂଚଳ

କାବୁଲ : ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପୂର୍ବରୁ ଲାଗି ରହିଛି। ଏହି ସମୟରେ, ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକି ଏହି ବିବାଦକୁ ବୃଦ୍ଧି କରିବାର ଆଶଙ୍କା ରହିଛି । ଭିଡିଓରେ, ଆଫଗାନିସ୍ତାନର ଉପ-ସ୍ୱରାଷ୍ଟ୍ର ମନ୍ତ୍ରୀ,…

ଡିଜିଟାଲ୍ ଆରେଷ୍ଟ୍ କରି ୩ ହଜାର କୋଟି ଲୁଟିଛନ୍ତି ସାଇବର ଠକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍…

ମାଛ ଧରିବା ପାଇଁ ପୋଖରୀକୁ ଡେଇଁଲେ ରାହୁଲ!

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳର ନେତାମାନେ ଜନସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ ସେତିକି ଭିନ୍ନଭିନ୍ନ ଉପାୟମାନ ଅପଣାଉଛନ୍ତି। ଏହି କ୍ରମରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ…

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଆଇଆଇଟି କାନପୁର ଦେଲା ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ: ଭାରତୀୟ ପ୍ରଶାସନିକ ସେବାରେ ଉଲ୍ଲେଖନୀୟ ଅବଦାନ, ଉତ୍କୃଷ୍ଟ ପ୍ରଶାସନିକ ଦକ୍ଷତା, ଦେଶ ଓ ଗଣତନ୍ତ୍ରକୁ ସୁଦୃଢ କରିବାର ଅବିସ୍ମରଣୀୟ ଅବଦାନ ପାଇଁ ଆଇଆଇଟି କାନପୁର ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାରଙ୍କୁ Distinguished Alumni Award (DAA)…

ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନକୁ ଆଉ କିଛି ଦିନ ବାକି ଥିବାବେଳେ ଶନିବାର ଭୋଜପୁରୀ ଅଭିନେତା ତଥା ବିଜେପି ସାଂସଦ ରବି କିଷନଙ୍କୁ ହତ୍ୟା ଧମକ ମିଳିଥିବା ଜଣାପଡିଛି। ରବି ନିକଟରେ ବିହାରକୁ ନିର୍ବାଚନ ପ୍ରଚାର କାର୍ଯ୍ୟରେ ଯାଇ ଫେରିଛନ୍ତି। ଏହି…

ବିହାର ବିଧାନସଭା ନିର୍ବାଚନ ହେଉଛି ବିକାଶ ଓ ଜଙ୍ଗଲରାଜ ମଧ୍ୟରେ ଲଢେଇ: ଶାହା

ପାଟନା : ବିହାର ବିଧାନସଭା ନିର୍ବାଚନ ପାଇଁ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେପି ନେତା ତଥା କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର ଗୋପାଳଗଞ୍ଜରେ ନିର୍ବାଚନ ପ୍ରଚାର ବେଳେ କହିଛନ୍ତି ଯେ ବିହାର…

କେନିଆରେ ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

ନୌରୋବୀ : କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ…

ଦଳାଚକଟା ପରେ ଶ୍ରୀକାକୁଲମ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ କାଶୀବୁଗାରେ ଥିବା ଶ୍ରୀ ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟା ଘଟଣାରେ ୧୦ ଜଣ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଛି । ଘଟଣା ପରେ ପୋଲିସ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶକୁ ନେଇ ପ୍ରତିବନ୍ଧକ ଲଗାଇଛି । ଘଟଣାରେ ଅନେକ ଶ୍ରଦ୍ଧାଳୁଙ୍କ…

ମେକ୍ସିକୋ ସୁପରମାର୍କେଟରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ…