ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୩ ଜୀବନ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ…
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ…
ନୂଆଦିଲ୍ଲୀ : ଜିଏସଟି ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିଛନ୍ତି। ଆଜିଠାରୁ (November 1) ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ସରକାରଙ୍କର ଏହି ସରଳ ଜିଏସଟି ପଂଜୀକରଣ ସ୍କିମ…
ବିହାର: ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ ଲାଲୁ ପରିବାରରୁ ବିତାଡ଼ିତ ନେତା ତଥା ନିଜ ବଡ଼ପୁଅ ତେଜପ୍ରତାପ ଯାଦବଙ୍କ ସମ୍ପର୍କରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ । ସେ କହିଛନ୍ତି ଯେ…
ଭୋପାଳ: ମଧ୍ୟପ୍ରଦେଶ ଭୋପାଳର ମାଖନଲାଲ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ର ତୃତୀୟ ମହଲାରୁ ପଡି ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଛାତ୍ରଙ୍କ ନାଁ ଦିବ୍ୟାଂଶ ଚୋକସୀ ବୋଲି ଜଣାପଡିଛି। ଶ୍ରେଣୀ ଗୃହରୁ ବାହାରିବା ସମୟରେ ଅସାବଧାନତା ବଶତଃ ଗୋଡ ଖସିଯିବାରୁ ଏହି…
ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ । ପାଟନାର ହୋଟେଲ ମୌର୍ଯ୍ୟରେ ‘ସଂକଳ୍ପ ପତ୍ର’ପ୍ରକାଶ କରିବା ବେଳେ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା, ମୂଖ୍ୟମନ୍ତ୍ରୀ ନୀତିଶ କୁମାର, କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝି, କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ: ଦୀପାବଳି ପରଠାରୁ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଉଦ୍ବେଗଜନକ ହୋଇଉଠୁଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ରିପୋର୍ଟ ଅନୁଯାୟୀ ଗୁରୁବାର ସକାଳ ୧୦ଟା ସୁଦ୍ଧା ଦିଲ୍ଲୀରେ ଏକ୍ୟୁଆଇ (ବାୟୁ ମାନ ସୂଚକାଙ୍କ) ୪୦୦ ଅତିକ୍ରମ କରିଥିବା ଜଣାପଡିଛି। ସୋମବାର, ମଙ୍ଗଳବାର ଓ…
ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ ନାମିତ କରାଯାଇଛି। ଗୁଜରାଟ…
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର…
ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ…
ପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର…