National & International

ଭାରତ ହେବ ବିଶ୍ବ ସାମୁଦ୍ରିକ ଶକ୍ତି: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ମୁମ୍ବଇ: ଗତ ଦଶନ୍ଧିରେ ସାମୁଦ୍ରିକ ଅର୍ଥନୀତିରେ କରାଯାଇଥିବା ସଂସ୍କାର ଯୋଗୁଁ ଭାରତ ବିଶ୍ୱ ସାମୁଦ୍ରିକ ମାନଚିତ୍ରରେ ଏକ ଉଦୀୟମାନ ଶକ୍ତି ଭାବରେ ଉଭା ହୋଇଛି। ଭାରତର ସାମୁଦ୍ରିକ ସ୍ଥିତି, ଗଣତାନ୍ତ୍ରିକ ସ୍ଥିରତା ଏବଂ ନୌସେନା କ୍ଷମତା ଭାରତ-ପ୍ରଶାନ୍ତ ମହାସାଗର ଏବଂ ବିଶ୍ୱ…

ଆଜିଠୁ ୧୨ ରାଜ୍ୟରେ ଏସ୍‌ଆଇଆର୍‌

ନୂଆଦିଲ୍ଲୀ: ମଙ୍ଗଳବାରଠାରୁ ଦେଶବ୍ୟାପୀ ଦ୍ବିତୀୟ ପର୍ଯ୍ୟାୟ ଏସ୍‌ଆଇଆର୍‌ (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଆରମ୍ଭ କରାଯିବ। ସୋମବାର ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମୁଖ୍ୟ ନିର୍ବାଚନ କମିସନର (ସିଇସି) ଜ୍ଞାନେଶ କୁମାର କହିଛନ୍ତି ଯେ ବିହାର ପରେ ୧୨ ରାଜ୍ୟ/କେନ୍ଦ୍ରଶାସିତ…

କେନିଆରେ ବିମାନ ଦୁର୍ଘଟଣା, ଚାଲିଗଲା ୧୨ ଯାତ୍ରୀଙ୍କ ଜୀବନ!

କେନିଆ : କେନିଆରେ ବଡ଼ ବିମାନ ଦୁର୍ଘଟଣା । ବିମାନ ଦୁର୍ଘଟଣା କେନିଆର ତଟବର୍ତ୍ତୀ ଅଞ୍ଚଳରେ ହୋଇଛି । ଘଟଣାରେ ୧୨ ଣ ଲୋକଙ୍କ ଜୀବନ ଯାଇଥିବା କୁହାଯାଉଛି । କେନିଆ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି ।…

ବାତ୍ୟା ପ୍ରଭାବ, ବିଶାଖାପାଟଣା ବିମାନବନ୍ଦରରୁ ୩୨ ବିମାନ ଉଡ଼ାଣ ବାତିଲ

ବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର…

ଭାରତର ‘ତ୍ରିଶୂଳ’ ଅଭ୍ୟାସକୁ ନେଇ ପାକିସ୍ତାନରେ ଆତଙ୍କ, ଏୟାରସ୍ପେସକୁ କଲା ବନ୍ଦ

ନୂଆଦିଲ୍ଲୀ: ଭାରତର ତିନି ସଶସ୍ତ୍ର ବାହିନୀ ୩୦ ଅକ୍ଟୋବରରୁ ପଶ୍ଚିମ ସୀମାରେ ତ୍ରିଶୂଳ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଭାରତୀୟ ସେନା ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଭାରତ ବାୟୁ ମିଶନକୁ ତ୍ରିଶୂଳ ଅଭ୍ୟାସ ପାଇଁ…

ବସରେ ଲାଗିଲା ନିଆଁ : ୨ ମୃତ, ଅନେକ ଆହତ

ଜୟପୁର : ମନୋହରପୁର ଥାନା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ବିଦ୍ୟୁତ୍ ଆଘାତ ଲାଗି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ…

‘ମୋନ୍ଥା’ ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର…

ବିଫଳ ହେଲା ପାକ୍‌-ଆଫଗାନ୍‌ ୯ ଘଣ୍ଟିଆ ଆଲୋଚନା

ଇସ୍ତାନବୁଲ: ତୁର୍କୀ ରାଜଧାନୀ ଇସ୍ତାନବୁଲରେ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ହୋଇଥିବା ଦ୍ବିପାକ୍ଷିକ ବୈଠକ ବିଫଳ ରହିଛି। ଆଲୋଚନାରେ ପାକିସ୍ତାନ ତରଫରୁ ଆଫଗାନିସ୍ତାନକୁ ଆତଙ୍କବାଦୀ ସମାପ୍ତ କରିବା ପାଇଁ ଏକ ତଥ୍ୟ ଭିତ୍ତିକ ଯୋଜନା ପ୍ରଦାନ କରାଯାଇଛି। ପାକିସ୍ତାନ ଗଣମାଧ୍ୟମ ସୂଚନା…

ପାକିସ୍ତାନ ଆତଙ୍କବାଦୀଙ୍କ ନଜର ତାଲିକାରେ ସଲମାନ !

ଇସଲାମାବାଦ: ବଲିଉଡ୍‌ର ତିନି ଅଭିନେତା ଶାହରୁଖ, ସଲମାନ ଓ ଅମିର ଖାନ୍‌ଙ୍କର ପାକିସ୍ତାନରେ ଯଥେଷ୍ଟ ଲୋକପ୍ରିୟତା ଥିବାବେ​ଳେ ସଂଖ୍ୟାଧିକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ…

ସରିଲା ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା : ଦୀର୍ଘଦିନ ଧରି ଚାଲିଥିବା ଅଯୋଧ୍ୟା ରାମମନ୍ଦିର ନିର୍ମାଣ ଶେଷ ହୋଇଛି । ଅଯୋଧ୍ୟାରେ ରାମ ମନ୍ଦିର ଉଦ୍ଘାଟନର ଦେଢ଼ବର୍ଷରୁ ଅଧିକ ସମୟ ପରେ ସରିଲା ମନ୍ଦିର ନିର୍ମାଣ କାର୍ଯ୍ୟ । ୨୨ ଜାନୁଆରୀ ୨୦୨୪ରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ…