National & International

ସେନା ଓ ପୁଲିସର ମିଶନ ଏକ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ନୂଆଦିଲ୍ଲୀ: ଅକ୍ଟୋବର ୨୧ରେ ସାରା ଦେଶରେ ‘ପୁଲିସ୍ ସ୍ମାରକୀ ଦିବସ’ ପାଳନ କରାଯାଏ। ଆଜି ଦେଶର ବିଭିନ୍ନ କୋଣରେ ଏହି ଦିନକୁ ପାଳନ କରାଯାଉଥିବା ବେଳେ ଦେଶ ପାଇଁ ବଳିଦାନ ଦେଇଥିବା ପୁଲିସମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି। ଏହି ଅବସରରେ ପ୍ରତିରକ୍ଷା…

ହମାସକୁ ଟ୍ରମ୍ପଙ୍କ ଧମକ: କଥା ନମାନିଲେ ମୂଳପୋଛ କରିଦେବି

ନୂଆଦିଲ୍ଲୀ: କଥା ନମାନିଲେ ହମାସକୁ ମୂଳପୋଛ କରିଦେବି। ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହମାସକୁ ଏଭଳି ଚେତାବନୀ ଦେଇଛନ୍ତି। ଇସ୍ରାଏଲ ଓ ହମାସ ମଧ୍ୟରେ ଶାନ୍ତି ଚୁକ୍ତି ହୋଇଥିବା ବେଳେ ଅସ୍ତ୍ରବିରତି ପାଇଁ ଦୁଇ ଦେଶ ରାଜି ‌ହୋଇଛନ୍ତି। ଏହା…

ରୁଷଠୁ ଏସ-୪୦୦ ମିସାଇଲ କିଣିବ ଭାରତ

ନୂଆଦିଲ୍ଲୀ: ଭାରତ ରୁଷଠୁ ଏସ-୪୦୦ ଏୟାର ଡିଫେନ୍ସ ସିଷ୍ଟମ ପାଇଁ ବଡ ସଂଖ୍ୟାରେ ମିସାଇଲ୍ କ୍ରୟ କରିବାକୁ ପ୍ରସ୍ତୁତ ହେଉଛି। ପ୍ରାୟ ୧୦ ହଜାର କୋଟି ଟଙ୍କାରେ ଏହି ଚୁକ୍ତି ହେବ ବୋଲି ସୂଚନା ରହିଛି। ଏସ-୪୦୦ ସିଷ୍ଟମକୁ ପାକିସ୍ତାନ ବିରୁଦ୍ଧରେ…

ପଞ୍ଚମ ଶ୍ରେଣୀ ଛାତ୍ରକୁ ପାଇପରେ ପିଟିଲେ ଅଧ୍ୟକ୍ଷ

ବେଙ୍ଗାଲୁରୁ: ବେଙ୍ଗାଲୁରୁର ଏକ ଘରୋଇ କଲେଜର ଅଧ୍ୟକ୍ଷ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ପ୍ଲାଷ୍ଟିକ୍ ପାଇପରେ ପିଟିବା ଘଟଣା ସାମ୍ନାକୁ ଆସିଛି। ଛାତ୍ରଙ୍କ ମା’ ଥାନାରେ ଏନେଇ ଅଭିଯୋଗ କରିଛନ୍ତି। ହୋୟସଲାନଗରରେ ରହୁଥିବା ଦିବ୍ୟା ଶଙ୍କର ଥାନାରେ ଅଭିଯୋଗ କରିଛନ୍ତି ଯେ…

ସାନାଏ ତାକାଇଚି ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ତାକାଇଚି ନିର୍ବାଚିତ ହୋଇଛନ୍ତି । ଫଳରେ ଜାପାନର ପ୍ରଥମ ମହିଳା ପ୍ରାଧାନମନ୍ତ୍ରୀ ହୋଇଛନ୍ତି ସାନାଏ । ଲିବେରାଲ୍‌ ଡେମୋକ୍ରାଟିକ୍‌ ପାର୍ଟିର ନେତ୍ରୀ ସାନାଏ । ପ୍ରଥମ ପର୍ଯ୍ୟାୟ ଭୋଟରେ ବିଜୟୀ ହେବା ପରେ ତାଙ୍କୁ…

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୪ ମୃତ, ୧୦ ଗୁରୁତର

ମୁମ୍ବାଇ : ଦୀପାବଳି ରାତିରେ ମୁମ୍ବାଇ ୱଶୀରେ ଥିବା ରହେଜା କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ୪ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି । ନିଆଁ ବିଲିଡିଂର ୧୦ମ ମହଲାରେ ଲାଗିଥିଲା…

୫ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ତାଲିବାନୀ

ପାକିସ୍ତାନ : ପାକିସ୍ତାନର ଖୈବର ପଖତୁନଖ୍ୱା ପ୍ରାନ୍ତରେ ପୁଣିଥରେ ଆକ୍ରମଣ । ତାଲିବାନ ଆତଙ୍କବାଦୀମାନେ ଏକ ରାଷ୍ଟ୍ରାୟତ୍ତ ଗ୍ୟାସ୍ କମ୍ପାନୀ ଟିମକୁ ସୁରକ୍ଷା ଦେଉଥିବା ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ । ଫଳରେ ଅତି କମରେ ପାଞ୍ଚ ଜଣ ଅର୍ଦ୍ଧସାମରିକ ସୈନିକ…

ଦୀପାବଳିରେ ଗ୍ୟାସ୍ ଚାମ୍ବର ପାଲଟିଲା ରାଜଧାନୀ ଦିଲ୍ଲୀ

ଦିଲ୍ଲୀ: ଦୀପାବଳିରେ ଗ୍ୟାସ୍ ଚାମ୍ବର ବନିଲା ରାଜଧାନୀ ଦିଲ୍ଲୀ । ପ୍ରବଳ ବାଣ ଫୁଟାଇବା ଯୋଗୁଁ ସାରା ଦିଲ୍ଲୀ ଧୂଆଁ ଧୂଆଁ ହୋଇଯାଇଛି । ଦିଲ୍ଲୀ-NCRରେ ଅତି ସାଂଘାତିକ ପରିସ୍ଥିତି ସୃଷ୍ଟି ହୋଇଛି । ଦିଲ୍ଲୀର ଏୟାର କ୍ବାଲିଟି ଇଣ୍ଡେକ୍ସ ୫୩୧କୁ…

ମୋନାଲିସା ଚିତ୍ର ଥିବା ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମରେ ଚୋରି

ପ୍ୟାରିସ: ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମ, ଯେଉଁଠି ମୋନାଲିସା ଚିତ୍ର ରହିଛି, ସେଠାରୁ ଚୋରି ହୋଇଛି। ରବିବାର ସକାଳେ ଘଟିଥିବା ଏହି ଘଟଣା ସମଗ୍ର ବିଶ୍ଵକୁ ସ୍ତବ୍ଧ କରିଦେଇଛି। ଫ୍ରାନ୍ସର ପ୍ୟାରିସରେ ଥିବା ‘ଲଭରେ’ ମ୍ୟୁଜିଅମରେ ଏଭଳି ଘଟଣା ଘଟିଛି। ଫଳରେ ଏହାକୁ…

ବ୍ରହ୍ମୋସକୁ ବିଶ୍ୱର ସର୍ବୋତ୍ତମ କ୍ଷେପଣାସ୍ତ୍ର ଭାବେ କରାଯାଉଛି ବିବେଚନା, ରେଞ୍ଜରେ ରହିଛି ପୁରା ପାକିସ୍ତାନ

ନୂଆଦିଲ୍ଲୀ: ବ୍ରହ୍ମୋସ ରେଞ୍ଜରେ ରହିଛି ପୁରା ପାକିସ୍ତାନ । ଲକ୍ଷ୍ନୌରୁ ପାକିସ୍ତାନକୁ ଏଭଳି ଚେତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅପରେସନ ସିନ୍ଦୁର ବେଳେ ଯାହା ହୋଇଥିଲା ତାହା କେବଳ ଟ୍ରେଲର ଥିଲା । ଯଦି ପାକିସ୍ତାନ ପୁଣି…