ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି ଭୋଟର ଅଧିକାର ଯାତ୍ରା
ପାଟନା: ବିହାର ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି। ରାହୁଲ ଗାନ୍ଧୀ ଓ ତେଜସ୍ବୀ ଯାଦବଙ୍କ ଭୋଟର ଅଧିକାର ଯାତ୍ରା ଇଣ୍ଡିଆ ମେଣ୍ଟର ଯୋଶ୍ ବଢାଇଛି। ସାସାରାମର ଗାନ୍ଧୀ ମଇଦାନରୁ ଆରମ୍ଭ ହୋଇଥିବା ଭୋଟର ଅଧିକାର ଯାତ୍ରାରେ ରାହୁଲ ଓ ତେଜସ୍ବୀଙ୍କ…
