National & International

ବିଧାୟକ କେସି ବୀରେନ୍ଦ୍ର ପପ୍ପିଙ୍କୁ ଗିରଫ କଲା ଇଡି; ୧୨ କୋଟି ନଗଦ, ୬ କୋଟି ଅଳଙ୍କାର ସହ ବିପୁଳ ସମ୍ପତ୍ତି ଜବତ

ବେଙ୍ଗାଲୁରୁ: ଅଗଷ୍ଟ ୨୨ ଏବଂ ୨୩ ତାରିଖରେ ଦେଶବ୍ୟାପୀ ହୋଇଥିବା ଏକ ବଡ଼ ଅଭିଯାନରେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବେଆଇନ ବେଟିଂ ଏବଂ ଅନଲାଇନ୍ ଗେମିଂ ରାକେଟର ପର୍ଦ୍ଦାଫାସ କରିଛି । ଏହି ମାମଲାରେ, ଇଡି କର୍ଣ୍ଣାଟକର ଚିତ୍ରଦୁର୍ଗ ବିଧାୟକ କେସି…

ଯୌତୁକ ପାଇଁ ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା

ଲକ୍ଷ୍ନୌ: ପୁଣି ଯୌତୁକ ବର୍ବରତାରେ ବଳି ପଡିଲେ ଆଉ ଜଣେ ମହିଳା । ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ, ଯୌତୁକ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପୁଅ ଏବଂ ଭଉଣୀଙ୍କ ସମ୍ମୁଖରେ ଜିଅନ୍ତା ପୋଡିଦେଲେ ସ୍ବାମୀ । ପୋଡ଼ିବା ପରେ, ମହିଳା…

୨୦ ବର୍ଷରୁ ପୁରୁଣା ଗାଡ଼ି ରଖିବା ମହଙ୍ଗା ପଡ଼ିବ; ରିନ୍ୟୁଅଲ ଶୁଳ୍କ ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ:ଯଦି ଆପଣଙ୍କର ଏକ ପୁରୁଣା ଗାଡ଼ି ଅଛି ଓ ଯାହାର ପଞ୍ଜିକରଣ ରିନ୍ୟୁ କରିବାକୁ ଚାହୁଁଛନ୍ତି, ତେବେ ଏବେ ଆପଣଙ୍କୁ ଏକ ଅଧିକ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। ହଁ, ଆଜ୍ଞା ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ୨୦ବର୍ଷରୁ ଅଧିକ…

ଚଳିତ ବର୍ଷ ଶେଷ ସୁଦ୍ଧା ଭାରତରେ ଉତ୍ପାଦନ ହେବ ସେମିକଣ୍ଡକ୍ଟର ଚିପ୍, ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷ ସୁଦ୍ଧା ପ୍ରଥମ ମେଡ-ଇନ-ଇଣ୍ଡିଆ ସେମିକଣ୍ଡକ୍ଟର ଚିପ୍ । ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତରେ ଚଳିତ ବର୍ଷ ଶେଷ ସୁଦ୍ଧା ସେମିକଣ୍ଡକ୍ଟର ଚିପ୍ ତିଆରି ହେବ। ଏହା ସହ ଦେଶ ଏବେ 6G ପ୍ରଯୁକ୍ତିବିଦ୍ୟାର…

ଖୁବଶୀଘ୍ର ଭାରତ ଆସିପାରନ୍ତି ଜେଲେନସ୍କି ଓ ପୁଟିନ୍, ବାହାରିପାରେ ଶାନ୍ତିର ରାସ୍ତା !

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ସତ ଚେଷ୍ଟା ପରେ ମଧ୍ୟ ରୁଷ-ୟୁକ୍ରେନ୍ ଯୁଦ୍ଧରେ ପଡିପାରିନାହିଁ ପୂର୍ଣ୍ଣଚ୍ଛେଦ । ବାରମ୍ବାର ବୈଠକ ସତ୍ତ୍ବେ ସମାଧାନ ମିଳିପାରିନାହିଁ । ଏହାରି ମଧ୍ୟରେ ଜେଲେନସ୍କିଙ୍କ ଭାରତ ଗସ୍ତ ଖବରକୁ ତୀବ୍ର କରିଛି । ପୁଟିନ୍ ମଧ୍ୟ ଚଳିତ ବର୍ଷ…

ଭାଗଲପୁରରୁ ଆସିଲା ଆଶ୍ଚର୍ଯ୍ୟଜନକ ଖବର, ଭୋଟର ତାଲିକାରେ ଅଛି ପାକିସ୍ତାନୀ ମହିଳାଙ୍କ ନାମ

ବିହାର: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଗଲପୁରରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୃହ ମନ୍ତ୍ରଣାଳୟର ତଦନ୍ତରୁ ଜଣାପଡିଛି ଯେ ପାକିସ୍ତାନରୁ ଆସିଥିବା ଦୁଇ ମହିଳାଙ୍କ ନାମ ଭୋଟର ତାଲିକାରେ ପଞ୍ଜୀକୃତ ହୋଇଥିଲା । ଏଥିସହ ସେମାନଙ୍କର ଭୋଟର ପରିଚୟପତ୍ର…

DRDO ବିକଶିତ କଲା ବାୟୁ ପ୍ରତିରକ୍ଷା ପ୍ରଣାଳୀ, IADWS ର ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଭାରତ ଏକ ବଡ଼ ସଫଳତା ହାସଲ କରି ଇଣ୍ଟିଗ୍ରେଟେଡ୍ ଏୟାର ଡିଫେନ୍ସ ୱେପନ୍ ସିଷ୍ଟମ୍ (IADWS)ର ସଫଳ ପରୀକ୍ଷଣ କରିଛି । ଏହି ପରୀକ୍ଷଣ ଭାରତର ଏୟାର ଡିଫେନ୍ସ ସିଷ୍ଟମ୍ ଓ କ୍ଷମତାକୁ ଆଉ ପାଦେ ଆଗେଇ ନେଇଛି ।…

ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବଡ଼ ନିଷ୍ପତ୍ତି: ସର୍ଗିଓ ଗୋର୍ ହେଲେ ଭାରତରେ ଆମେରିକାର ରାଷ୍ଟ୍ରଦୂତ

ନୂଆଦିଲ୍ଲୀ: ଭାରତ ସହିତ ଶୁଳ୍କ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ତାଙ୍କର ଜଣେ ବିଶ୍ୱସ୍ତ ସର୍ଗିଓ ଗୋରଙ୍କୁ ଭାରତରେ ପରବର୍ତ୍ତୀ ଆମେରିକୀୟ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତ କରିଛନ୍ତି। ଏହା ସହିତ, ଗୋର୍‌ଙ୍କୁ…

ଆମେରିକାର ସାମଗ୍ରୀ ଉପରୁ ପ୍ରତିଶୋଧମୂଳକ ଶୁଳ୍କ ହଟାଇବ କାନାଡା

ନୂଆଦିଲ୍ଲୀ: କାନାଡା ସେପ୍ଟେମ୍ବର ୧ ତାରିଖରୁ ଅଧିକାଂଶ ଆମେରିକୀୟ ସାମଗ୍ରୀ ଉପରେ ପ୍ରତିଶୋଧମୂଳକ ଶୁଳ୍କ ହଟାଇବ। ଯଦିଓ ଷ୍ଟିଲ୍, ଆଲୁମିନିୟମ ଏବଂ ଅଟୋମୋବାଇଲ୍ ଉପରେ ଶୁଳ୍କ ସମାନ ରହିବ। ନିକଟରେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ମୁଖ୍ୟମନ୍ତ୍ରୀଙ୍କ ଭିତରେ ମମତା ସବୁଠୁ ଗରିବ, ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନାଁରେ ସବୁଠୁ ଅଧିକ ଅପରାଧ

ନୂଆଦିଲ୍ଲୀ: ଭାରତରେ ପ୍ରତିଦିନ ନିଜ ନିଜ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିଷୟରେ ଆଲୋଚନା ହେଉଥାଏ । ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ତାଙ୍କ ରାଜ୍ୟର ମୁଖିଆଙ୍କର କେତେ ସମ୍ପତ୍ତି ରହିଛି? ଏହାକୁ ନେଇ ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ADR) ଦ୍ୱାରା ପ୍ରକାଶିତ…