National & International

ମହାରାଷ୍ଟ୍ରର ଗଡଚିରୋଲିରେ ଆରଜେଡି ନେତା ତେଜସ୍ୱୀ ଯାଦବଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ: ଚଳିତ ବର୍ଷ ଶେଷ ସୁଦ୍ଧା ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ରାଜନୀତି ସରଗରମ ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଲାଲୁ ଯାଦବଙ୍କ ଦଳ ଆରଜେଡିକୁ ବିଜେପି ଟାର୍ଗେଟ କରୁଥିବା ବେଳେ ଆରଜେଡି ନେତା ତେଜସ୍ୱୀ ଯାଦବ ମଧ୍ୟ ଲଗାତାର…

୨୦୨୮ ସୁଦ୍ଧା ହେବ ଭାରତର ନିଜସ୍ୱ ମହାକାଶ ଷ୍ଟେସନ, ୨୦୩୫ ସୁଦ୍ଧା ଚନ୍ଦ୍ରାୟଣ-୪: ଘୋଷଣା କଲା ଇସ୍ରୋ

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ୨୦୩୫ ସୁଦ୍ଧା ଚନ୍ଦ୍ରାୟଣ-୪, ଏକ ଶୁକ୍ର ଅର୍ବିଟର ମିଶନ ଏବଂ ଏକ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ (BAS), ଭାରତର ନିଜସ୍ୱ ମହାକାଶ ଷ୍ଟେସନ ସ୍ଥାପନ କରିବାର ଯୋଜନା ଘୋଷଣା କରିଛି…

ଗଙ୍ଗା ସ୍ନାନ ସାରି ଫେରିବା ବେଳେ ଦୁର୍ଘଟଣା, ଅଟୋ-ଟ୍ରକ୍ ମୁହାଁମୁହିଁ : ୮ ମୃତ, ୪ ଆହତ

ପାଟନା : ବିହାରର ପାଟନାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଦୃଶ୍ୟ ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅଟୋ ଏବଂ…

ଅଡ଼ୁଆ ଜାଲରେ ଅନୀଲ ଅମ୍ବାନୀ, ଘର, ଅଫିସ୍ ସମେତ ୬ ସ୍ଥାନରେ ସିବିଆଇ ରେଡ୍

ମୁମ୍ବାଇ: ଅନୀଲ ଅମ୍ବାନୀଙ୍କ ଘରେ ସିବିଆଇ ରେଡ୍ । ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ସିବିଆଇ । ମୁମ୍ବାଇର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ୧୭ ହଜାର କୋଟି ଟଙ୍କା…

ଟ୍ରମ୍ପଙ୍କ ଟାରିଫ୍ ଉପରେ କାର୍ଯ୍ୟାନୁଷ୍ଠାନ, ଆମେରିକାକୁ ଅସ୍ଥାୟୀ ଭାବେ ଡାକ ସେବା ବନ୍ଦ କଲା ଭାରତ

ନୂଆଦିଲ୍ଲୀ: ଡାକ ବିଭାଗ ୩୦ ଜୁଲାଇ, ୨୦୨୫ ରେ ଯୁକ୍ତରାଷ୍ଟ୍ର ସରକାର ଦ୍ୱାରା ଜାରିକୃତ କାର୍ଯ୍ୟାଦେଶ ସଂଖ୍ୟା ୧୪୩୨୪କୁ ଧ୍ୟାନରେ ନେଇଛି । ଏହି ଆଦେଶାନୁସାରେ, ୨୯ ଅଗଷ୍ଟ ୨୦୨୫ ରୁ USD ୮୦୦ ପର୍ଯ୍ୟନ୍ତ ମୂଲ୍ୟର ପଣ୍ୟ ପାଇଁ ରହିଥିବା…

ବେଜିଂରେ ନିର୍ମାଣଧୀନ ପୋଲ ଭୁଶୁଡି ୧୨ ମୃତ ୪ ନିଖୋଜ

ବେଜିଂ : ଚୀନର ଉତ୍ତର-ପଶ୍ଚିମ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଚୀନର ନିର୍ମାଣାଧୀନ ଏକ ରେଳ ପୋଲ ଭୁଶୁଡ଼ି ପଡ଼ି ୧୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ନିଖୋଜ ରହିଛନ୍ତି । ଏପରି ଦୁର୍ଘଟଣା ଶୁକ୍ରବାର ବିଳମ୍ବିତ…

୨୦୨୬ ଏପ୍ରିଲରୁ କାର୍ଯ୍ୟକାରୀ ହେବ ନୂଆ ଆୟକର ଆଇନ

ନୂଆଦିଲ୍ଲୀ: ଆୟକର ଆଇନ, ୨୦୨୫ ଅଧୀନରେ ନୂତନ ଆଇନ ୨୦୨୬ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ। ମୌସୁମୀ ଅଧିବେଶନ ସମୟରେ ସଂସଦରେ ଗୃହୀତ ହୋଇଥିବା ସଂଶୋଧିତ ଆୟକର ବିଧେୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ଲାଭ କରିବାର ଗୋଟିଏ ଦିନ ପରେ…

୨୯ରୁ​‌ ଜାପାନ ଓ ଚୀନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ…

ମହାରାଷ୍ଟ୍ରରେ ଅଘଟଣ: ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଗ୍ୟାସ୍ ଲିକ୍, ୪ ମୃତ, ୨ ଗୁରୁତର

ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘରର ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରେ ଅଘଟଣ । ଗ୍ୟାସ୍ ଲିକ୍ ହୋଇ ଜଣଙ୍କର ୪ମୃତ୍ୟୁ ହୋଇଛି । ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଲିକ୍ ହୋଇଥିବା ନାଇଟ୍ରୋଜେନ ଗ୍ୟାସ୍ ନିଶ୍ୱାସ…

ବୁଲା କୁକୁରଙ୍କୁ ନେଇ ସୁପ୍ରିମ ରାୟ: ବନ୍ଧ୍ୟାକରଣ କରି ଛାଡିଦିଆଯିବ, ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମକୋର୍ଟ ବୁଲା କୁକୁରମ‌ାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ…