National & International

ରେଳ ପୋଲ ପାଇଁ ନିର୍ମାଣ ହୋଇଥିବା ଗାତରେ ବୁଡ଼ିଗଲେ ୪ ଶିଶୁ

ମହାରାଷ୍ଟ୍ର : ମହାରାଷ୍ଟ୍ର ୟବତମାଲରେ ଦୁଃଖଦ ଘଟଣା । ରେଳ କାର୍ଯ୍ୟ ପାଇଁ ଖୋଳାଯାଇଥିବା ଏକ ଗଭୀର ଗାତରେ ବୁଡ଼ି ଚାରି ଜଣ ନିରୀହ ଶିଶୁ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣା ଦାରୱା-ନେର ରାସ୍ତା ନିକଟସ୍ଥ ରେଳ ଷ୍ଟେସନ ପରିସରରେ…

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ ଭରିଲେ ବି.ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ ଭରିଲେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ ବି.ସୁଦର୍ଶନ ରେଡ୍ଡୀ । ଦିଲ୍ଲୀ ସଂସଦ ଭବନ ପରିସରରେ ନାମାଙ୍କନ ଭରିଛନ୍ତି । ୪ ସେଟ ନୋମିନେସନ ଫାଇଲ କରିଛନ୍ତି । ନାମାଙ୍କନ ଭରିବା ସମୟରେ…

ଜମ୍ମୁ କଶ୍ମୀରରେ ଭୂମିକମ୍ପ ଝଟକା ସାଙ୍ଗକୁ ବାଦଲଫଟା ବର୍ଷା, ଲୋକେ ଭୟଭୀତ

ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀର କୁପୱାଡା ଜିଲ୍ଲାରେ ୩.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସିସମୋଲୋଜି ଅନୁସାରେ, ମଧ୍ୟାହ୍ନ ପ୍ରାୟ ୧ଟା ୩୯ ମିନିଟରେ ଅନୂଭୂତ ଅନୁଭୂତ ହୋଇଥିଲା । ଏହାର କେନ୍ଦ୍ରସ୍ଥଳ ଭୂ-ଗର୍ଭର ୫ କିଲୋମିଟର…

ଟ୍ରମ୍ପଙ୍କ ଶୁଳ୍କ ଟେନସନ ବଢାଇଛି ! ଭାରତକୁ ୫୮.୯ ବିଲିୟନ ଡଲାର କ୍ଷତି…. ରୁଷ ପହଞ୍ଚିବା ପରେ କ’ଣ କହିଲେ ଜୟଶଙ୍କର?

ନୂଆଦିଲ୍ଲୀ: ଆମେରିକା ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରିଛି, ଯାହା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ପ୍ରଭାବିତ କରୁଛି । ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ତିକ୍ତତା ଯୋଗୁଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନିଜ…

ଇତିହାସ ରଚିବ ସୁନା! ଡିସେମ୍ବର ସୁଦ୍ଧା ରେକର୍ଡ ସଂଖ୍ୟକ ମୂଲ୍ୟ ବୃଦ୍ଧି; ଭେଞ୍ଚୁରା ରିପୋର୍ଟ ଡରାଇଲାଣି

ନୂଆଦିଲ୍ଲୀ: ସର୍ବକାଳୀନ ରେକର୍ଡ କରିବ ସୁନା ଦର । ଡିସେମ୍ବର ସୁଦ୍ଧା ଗ୍ରାହକଙ୍କୁ ଚମକାଇଦେବ । ଭେଣ୍ଟୁରା ସିକ୍ୟୁରିଟିଜର ସଦ୍ୟତମ ଦୃଷ୍ଟିକୋଣ କହୁଛି ଯେ ବର୍ଷ ଶେଷ ସୁଦ୍ଧା ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ୩,୬୦୦ ଡଲାର ପ୍ରତି ଆଉନ୍ସରେ ପହଞ୍ଚିପାରେ…

ଦଶମ ଶ୍ରେଣୀ ଛାତ୍ରକୁ ଛୁରାମାଡ଼ କଲା ୯ମ ଶ୍ରେଣୀ ଛାତ୍ର, ସ୍କୁଲରେ ତୁମୁଳକାଣ୍ଡ

ଅହମ୍ମଦାବାଦ: ଗୁଜରାଟ ଅହମ୍ମଦାବାଦରେ ଦଶମ ଶ୍ରେଣୀ ଛାତ୍ରକୁ ଛୁରି ଭୁସି ହତ୍ୟା । ଦଶମ ଶ୍ରେଣୀ ଛାତ୍ରକୁ ଛୁରି ଭୁସି ହତ୍ୟା କଲା ଅଷ୍ଟମ ଶ୍ରେଣୀ ଛାତ୍ର । ଘରୋଇ ସ୍କୁଲରେ ଏଭଳି ଅଭାବନୀୟ ଘଟଣା ପରେ ତୁମୁଳକାଣ୍ଡ । ଗତକାଲି…

ଦିଲ୍ଲୀରେ ଭୁଶୁଡିଲା କୋଠା, ୩ ମୃତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଭୁଶୁଡିଲା ବିଲିଡିଂ । ଦରିଆଗଞ୍ଜ ଅଞ୍ଚଳରେ ଥିବା ଏକ ବିଲିଡିଂ ଭୁଶୁଡିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି । ବିଲିଡିଂ ଭୁଶୁଡିବା ପରେ ଏହାତଳେ ଚାପି ହୋଇ ୩ ଜୀବନ ଚାଲିଯାଇଥିବା ସୂଚନା ମିଳିଛି…

ମୁମ୍ବାଇରେ ପ୍ରବଳ ବର୍ଷା: ପ୍ରଭାବିତ ହୋଇପାର ବିମାନ ପରିଚାଳନା, ଇଣ୍ଡିଗୋ ଜାରି କଲା ଆଡଭାଇଜରୀ

ମୁମ୍ବାଇରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଇଣ୍ଡିଗୋ ବୁଧବାର ଏକ ଯାତ୍ରା ପରାମର୍ଶ ଜାରି କରିଛି । ବିମାନ କମ୍ପାନୀ କହିଛି ଯେ ଏହା “ବିମାନ ଟ୍ରାଫିକ୍ ଭିଡ଼ ସୃଷ୍ଟି କରିପାରେ ଏବଂ ବିମାନ ପରିଚାଳନାକୁ ପ୍ରଭାବିତ କରିପାରେ ।…

ଜେଲ୍ ଗଲେ ପଦରୁ ବିଦା ହେବେ PM, CM, ମନ୍ତ୍ରୀ; ଲୋକସଭାରେ ବିଲ୍ ଆଗତ ପରେ କପି ଚିରି ଫିଙ୍ଗିଲେ ବିରୋଧୀ….

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଲୋକସଭାରେ ୧୩୦ ତମ ସମ୍ବିଧାନ ସଂଶୋଧନ ବିଲ୍ ୨୦୨୫, କେନ୍ଦ୍ରଶାସିତ ଅଞ୍ଚଳ ସରକାର ସଂଶୋଧନ ବିଲ୍ ୨୦୨୫ ଏବଂ ଜମ୍ମୁ ଏବଂ କାଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍ ୨୦୨୫ ଆଗତ କରିଛନ୍ତି ।…

ଭାରତ ଚଳାଇଲା ଗୋଟି, ନିଜ ଜାଲରେ ଫସିବେ ଟ୍ରମ୍ପ!

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଭାରତ ଉପରେ ଖପ୍ପା । ରୁଷିଆ ସହ ସମ୍ପର୍କ ନେଇ ଭାରତ ଉପରେ ଦାଉ ସାଧୁଥିବା ଟ୍ରମ୍ପ, ଦେଶର ଆମଦାନୀ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ଜାରି କରିଛନ୍ତି । ହେଲେ ଏବେ…