National & International

ଭାରତରେ ବ୍ୟାପୁଛି ସାଂଘାତିକ ରୋଗ, ‘ବ୍ରେନ ଇଟିଂ ଆମୀବା’ ନେଉଛି ଜୀବନ

ନୂଆଦିଲ୍ଲୀ: ବିଶ୍ୱରେ ଅନେକ ପ୍ରକାରର ଭୂତାଣୁ (ଭାଇରସ) ଓ ଜୀବାଣୁ (ବ୍ୟାକ୍ଟେରିଆ) ମଣିଷର ସ୍ୱାସ୍ଥ୍ୟ ପାଇଁ ବିପଦ ସୃଷ୍ଟି କରୁଛନ୍ତି। କିନ୍ତୁ କେତେକ ଏମିତି ଅଛନ୍ତି, ଯାହାର ନାମ ଶୁଣିଲେ ହିଁ ଲୋକେ ଭୟଭୀତ ହୋଇଯାଆନ୍ତି। ‘ବ୍ରେନ ଇଟିଂ ଆମୀବା’ ଏପରି…

ଫସିଲା ମୋନୋ ରେଲ୍‌: କ୍ରେନ୍‌ରେ ଯାତ୍ରୀଙ୍କୁ କରାଗଲା ଉଦ୍ଧାର

ମୁମ୍ବାଇ: ପ୍ରବଳ ବର୍ଷା ମଧ୍ୟରେ ଆଜି ମୁମ୍ବାଇରେ ଏକ ମୋନୋ ରେଲ୍‌ ଟ୍ରେନ୍‌ ଫସି ଯାଇଛି। ଏଥିଯୋଗୁଁ ପ୍ରାୟ ୨ ଶହ ଯାତ୍ରୀ ୨ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଫସି ରହିଥିଲେ। ମୋନୋ ରେଲ୍‌ ଏକ ଉଚ୍ଚ ଟ୍ରାକ୍‌ରେ ଯାତ୍ରା…

ମୁମ୍ବାଇରେ ଦିନକରେ ୩୦୦ ମିମି ବର୍ଷା, ରେଡ୍ ଆଲର୍ଟ, ୬ ମୃତ, ୩ ଶହ ଉଦ୍ଧାର

ମୁମ୍ବାଇ: ମଙ୍ଗଳବାର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକାଲ ଟ୍ରେନ୍ ବିଳମ୍ବିତ ହେବା ଓ ସଡ଼କ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହେବାରୁ ସହର ପ୍ରାୟ ଠପ୍ ହୋଇଯାଇଛି। ବର୍ଷାଜନିତ କାରଣ ପାଇଁ ୬…

ନାମାଙ୍କନ ଭରିଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ, ପ୍ରଥମ ପ୍ରସ୍ତାବକ ହେଲେ ମୋଦି

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଭରିଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ । ଆସନ୍ତାକାଲି ନାମାଙ୍କନ ଭରିବାର ଶେଷ ତାରିଖ ରହିଛି । ଆଜି ନାମାଙ୍କନ ଭରିଛନ୍ତି ଏନଡିଏ ପ୍ରାର୍ଥୀ ସି.ପି ରାଧାକ୍ରିଷ୍ଣନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ରାଜଧାନୀର ୫୦ ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ, ଛାତ୍ରଛାତ୍ରୀ-ଅଭିଭାବକ ଭୟଭୀତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ସ୍କୁଲକୁ ମିଳିଛି ବୋମା ବିସ୍ଫୋରଣ ଧମକ । ପୁଣି ଥରେ ଦିଲ୍ଲୀର ୫୦ଟି ସ୍କୁଲକୁ ମିଳିଛି ବୋମା ଧମକ । ମାଲବ୍ୟ ନଗର, ନଜଫଗଡ଼, କରୋଲ ବାଗ ସହିତ ଅନ୍ୟ ସ୍କୁଲକୁ ବୋମା ଧମକ ମିଳିଛି…

ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଆମେରିକାରର ଟାରିଫ୍‍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ…

ହ୍ବାଇଟ୍ ହାଉସରେ ଏକାଠି ହେଲେ ଟ୍ରମ୍ପ-ଜେଲେନସ୍କି, ଯୁଦ୍ଧ ବିରତି ନେଇ ଆଲୋଚନା

ସୋମବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏବଂ ୟୁରୋପୀୟ ନେତାମାନଙ୍କ ସହ ସାକ୍ଷାତ କରିଛନ୍ତି । ହ୍ୱାଇଟ୍ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକଟ୍ରମ୍ପ ଏହାକୁ ‘ସଫଳ ଦିନ’ ବୋଲି କହିଥିଲେ, କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା…

ଇଲେକ୍ଟ୍ରୋନିକ୍ସ ଷ୍ଟୋରରେ ଅଗ୍ନିକାଣ୍ଡ, ୩ ମୃତ, ଜଣେ ଆହତ

ଦିଲ୍ଳୀ : ପଶ୍ଚିମ ଦିଲ୍ଲୀର ରାଜା ବଗିଚାରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଏହି ଘଟଣା ପ୍ରାୟ ଗତକାଲି ଅପରାହ୍ଣରେ ଘଟିଥିବା ସୂଚନା…

ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା

ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ…