National & International

ଓଡ଼ିଶାରେ ଜିଲ୍ଲା ସଭାପତି ଚୟନ ପାଇଁ କଂଗ୍ରେସର ୩୫ ଜଣିଆ ପର୍ଯ୍ୟବେକ୍ଷକ ତାଲିକା

ଭୁବନେଶ୍ବର : କଂଗ୍ରେସର ସଂଗଠନ ସୃଜନ ଅଭିଯାନ ଅଧିନରେ ୪ଟି ରାଜ୍ୟ ଓଡ଼ିଶା, ଝାରଖଣ୍ଡ, ଉତ୍ତରାଖଣ୍ଡ ଓ ପଞ୍ଜାବରେ ଜିଲ୍ଲା ସଭାପତି ଚୟନ ପାଇଁ ଏଆଇସିସି ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏସବୁ ପର୍ଯ୍ୟବେକ୍ଷକମାନଙ୍କ ନାମକୁ…

ପ୍ରେମିକ ସହ ମିଶି ସ୍ବାମୀ ଓ ଶ୍ୱଶୁରଙ୍କୁ ହତ୍ୟା କଲେ ମହିଳା

ଆଗ୍ରାରୁ ଆସିଛି ଏକ ଆଶ୍ଚର୍ଯ୍ୟ ଘଟଣା । ଆଗ୍ରାର ବାମରାଓଲି କଟାରାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରି ତାଙ୍କ ମୃତଦେହକୁ କ୍ଷେତରେ ଫିଙ୍ଗି ଦିଆଯାଇଥିଲା । ପୋଲିସ କିଛି ଘଣ୍ଟା ମଧ୍ୟରେ ଘଟଣାର ପର୍ଦ୍ଦାଫାସ କରିଛି । ପୋଲିସ କହିଛି ଯେ…

ମୌସୁମୀର ତାଣ୍ଡବ, ହିମାଚଳ ପ୍ରଦେଶରେ ମୃତ୍ୟୁ ସଂଖା ୨୫୭ ଛୁଇଁଲା

ସିମଲା : ଚଳିତ ବର୍ଷ ହିମାଚଳ ପ୍ରଦେଶରେ ମୌସୁମୀ ତାଣ୍ଡବ ରଚିଛି । ହିମାଚଳ ପ୍ରଦେଶ ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁସାରେ ଏହି ବର୍ଷ ମୌସୁମୀ ଋତୁରେ ରାଜ୍ୟରେ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ୧୩୩ ଜଣଙ୍କର ମୃତ୍ୟୁ ହୋଇଛି…

୨ଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୭ ତାରିଖରେ ୧୧,୦୦୦ କୋଟି ଟଙ୍କା ବ୍ୟୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିବେ । ସୂଚନା ଅନୁସାରେ, ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଅପରାହ୍ନ ପ୍ରାୟ ୧୨:୩୦ ରେ ଉଦଘାଟନ ହେବାର…

ସଫଳ ହେଲା ଆଲାସ୍କାରେ ଟ୍ରମ୍ପ-ପୁଟିନଙ୍କ ଆଲୋଚନା, ବାହାରିପାରିଲାନି ଯୁଦ୍ଧ ଶେଷ କରିବା ପାଇଁ ନିଷ୍କର୍ସ

ୟୁକ୍ରେନ ଯୁଦ୍ଧବିରତି ପ୍ରସଙ୍ଗରେ ହୋଇପାରିଲାନି ଡିଲ୍ । ଆଲାସ୍କାରେ ଟ୍ରମ୍ପ-ପୁଟିନ ମହାବୈଠକ । ଦୁଇ ସୁପରପାୱାର ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ୧୫୦ ମିନିଟ ଧରି ଚାଲିଲା ଆଲୋଚନା । କିନ୍ତୁ କୌଣସି ଠୋସ ନିଷ୍କର୍ଷ ବାହାରିପାରିନାହିଁ । ୟୁକ୍ରେନରେ ଯୁଦ୍ଧ ଶେଷ କରିବା…

ପାକିସ୍ତାନରେ ବନ୍ୟାର ତାଣ୍ଡବ, ୨୦୦ ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ

ପାକିସ୍ତାନରେ ଭୟଙ୍କର ବନ୍ୟା । ମୃତ୍ୟୁ ସଂଖ୍ୟା ଦୁଇ ଶହକୁ ବୃଦ୍ଧି। ପାକିସ୍ତାନରେ ବନ୍ୟା ପ୍ରଳୟ ଆସି ଗତକାଲି ଗୋଟିଏ ଦିନରେ ୧୯୪ଜଣଙ୍କର ମୃତ୍ୟୁ ହୋଇଛି । ବନ୍ୟା ପାଣିରେ ଭାସିଗଲେ ଶହ ଶହ ଲୋକ । ଉତ୍ତର ପାକିସ୍ତାନରେ ତାଣ୍ଡବ…

ପ୍ରଥମ ଥର ପାଇଁ ଖୋଲାଗଲା ସୁପ୍ରିମକୋର୍ଟରେ EVM ମେସିନ୍, ଭୋଟ୍ ଗଣନାରେ ପରାଜିତ ପ୍ରାର୍ଥୀ ଜିତିଲେ

ପ୍ରଥମ ଥର ପାଇଁ ଖୋଲାଗଲା ସୁପ୍ରିମକୋର୍ଟରେ EVM ମେସିନ୍ ଏବଂ ରେଜିଷ୍ଟ୍ରାରଙ୍କ ତତ୍ତ୍ୱାବଧାନରେ କରାଗଲା ଭୋଟ୍ ଗଣନା । ଆଶ୍ଚର୍ଯ୍ୟକର କଥା ହେଉଛି ଏହି ଭୋଟ୍ ଗଣନାରେ ଜିତିଥିଲେ ପରାଜିତ ପ୍ରାର୍ଥୀ । ହରିୟାଣାର ପାଣିପତର ବୁଆନା ଲଖୁ ଗାଁରେ ସରପଞ୍ଚ…

ଶାନ୍ତି ଚୁକ୍ତି ପାଇଁ ହେଉଛି ଚର୍ଚ୍ଚା: ଆସନ୍ତା ସୋମବାର ଆମେରିକା ରାଷ୍ଟ୍ରପତିଙ୍କୁ ଭେଟିବେ ୟୁକ୍ରେନ ରାଷ୍ଟ୍ରପତି

ଆସନ୍ତା ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି । ଚର୍ଚ୍ଚା ହେଉଛି, ଶାନ୍ତି ଚୁକ୍ତି ପାଇଁ ଜେଲେନସ୍କି ରାଜି । ଏନେଇ ଜେଲେନସ୍କିଙ୍କ ସହ କଥା ହୋଇଛନ୍ତି ଟ୍ରମ୍ପ । ଆଲାସ୍କାରେ ପୁଟିନ-ଟ୍ରମ୍ପ ମହାବୈଠକ ପରେ…

ମଣିଷ ପାଇଁ ବିପଦ ବାର୍ଡ ଫ୍ଲୁ ଭୂତାଣୁର ମ୍ୟୁଟେସନ୍: ଆଇଆଇଏସ୍‌ସି

ବେଙ୍ଗାଲୁରୁ: ଭାରତୀୟ ବିଜ୍ଞାନ ପ୍ରତିଷ୍ଠାନ (ଆଇଆଇଏସ୍‌ସି)ର ଗବେଷକମାନେ ଜାଣିବାକୁ ପାଇଛନ୍ତି ଯେ ଏଚ୍୫ଏନ୍୧ (ବାର୍ଡ ଫ୍ଲୁ) ଭୂତାଣୁ ନିର୍ଦ୍ଦିଷ୍ଟ ମ୍ୟୁଟେସନ୍ କାରଣରୁ ମଣିଷ ପାଇଁ ସମ୍ଭାବ୍ୟ ବିପଦ ହୋଇପାରେ। ଆଇଆଇଏସ୍‌ସିର ବାୟୋକେମିଷ୍ଟ୍ରି ବିଭାଗର ସହକାରୀ ପ୍ରଫେସର କେଶବର୍ଦ୍ଧନ ସାନୁଲାଙ୍କ ନେତୃତ୍ୱରେ ଗବେଷକମାନେ…

ଭାରତ ଆମେରିକା ଉପରେ ଅଧିକ ନିର୍ଭର କରିବା ଉଚିତ ନୁହେଁ; ଆମେରିକା ଅର୍ଥନୀତିଜ୍ଞ

ନୂଆଦିଲ୍ଲୀ: ପାକିସ୍ତାକୁ ଧରି ଭାରତ ପଛରେ ପଡ଼ିଛି ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ‌କେହି ବି ପସନ୍ଦ କରୁନଥିଲେ ମଧ୍ୟ ତାଙ୍କ କୁଟନୀତି ତାଙ୍କ ଦେଶ ବ୍ୟତୀତ ଅନ୍ୟ ଦେଶକଗୁଡ଼ିକ ଉପରେ ବି ପଡୁଛି। ଏପେଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…