National & International

ନଭି ମୁମ୍ବାଇର ଏକ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ: ନଭି ମୁମ୍ବାଇର ନେରୁଲ ସ୍ଥିତ ଏକ ହସପିଟାଲରେ ନିଆଁ ଲାଗିଯାଇଛି । ହସପିଟାଲର ୩ୟ ମହଲାରେ ନିଆଁ ଲାଗିବା ଯୋଗୁଁ ଅନେକ ରୋଗୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଘଟଣା ବିଷୟରେ ସୂଚନା ପାଇ ଦମକଳ ଟିମ୍ ନିଆଁକୁ ଆୟତ୍ତ କରୁଛି…

ଆମେରିକା ମାଟିରୁ ପାକିସ୍ତାନର ଧମକ; ଭାରତର ଦୃଢ଼ ନିନ୍ଦା

ନୂଆଦିଲ୍ଲୀ: ପାକିସ୍ତାନ ସେନା ମୁଖ୍ୟ ଆସିମ ମୁନିର ଆମେରିକା ମାଟିରୁ ଦେଇଥିବା ପରମାଣୁ ଧମକକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ କେବଳ ପାକିସ୍ତାନକୁ ନୁହେଁ, ଆମେରିକାକୁ ବି ତା’ ଅସଲ ଚେହେରା ଦେଖାଇଛି। ମୁନିରର ଧମକ ଉପରେ…

ରାଫେଲ ଯୁଦ୍ଧବିମାନ ପାଇଁ ଜଣାଇଲା ଦାବି, ଆହୁରି ଶକ୍ତିଶାଳୀ ହେବ ଭାରତୀୟ ବାୟୁସେନା

ନୂଆଦିଲ୍ଲୀ: ଭାରତ ଅପରେସନ ସିନ୍ଦୂର ସହିତ ସମଗ୍ର ବିଶ୍ୱକୁ ତାର ଶକ୍ତି ଅନୁଭବ କରାଇଛି। ଏହି ସମୟ ମଧ୍ୟରେ ଭାରତୀୟ ବାୟୁସେନା ଏକ ବିଶେଷ ଭୂମିକା ଗ୍ରହଣ କରିଛି। କାରଣ ଏହି ସମୟରେ ଭାରତୀୟ ବାୟୁସେନା ଏକ ବିଶେଷ ଆବେଦନ ରଖିଥିଲା।…

ଚେନ୍ନାଇରେ ଜରୁରୀ ଅବତରଣ କଲା ବିମାନ, ଅଳ୍ପକେ ବର୍ତ୍ତିଲେ ଏୟାର ଇଣ୍ଡିଆ ଯାତ୍ରୀ

ଚେନ୍ନାଇ: ଚେନ୍ନାଇରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ । ତିରୁବନନ୍ତପୁରମରୁ ଦିଲ୍ଲୀ ଯାଉଥିବାବେଳେ ବିମାନର ଜରୁରୀ ଅବତରଣ ହୋଇଥିଲା । ଖରାପ ପାଗ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚେନ୍ନାଇ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ…

ଗାଜା-ଇସ୍ରାଏଲ ଯୁଦ୍ଧରେ ୫ ସାମ୍ବାଦିକ ମୃତ, IDF କହିଛି ସାମ୍ବାଦିକ ନୁହେଁ ବରଂ ଆତଙ୍କୀ

ନୂଆଦିଲ୍ଲୀ: ଇସ୍ରାଏଲ ନିରନ୍ତର ଗାଜା ଷ୍ଟ୍ରିପ୍ ଉପରେ ଆକ୍ରମଣ କରୁଛି। ଇସ୍ରାଏଲୀ ଆକ୍ରମଣରେ ଅଲ ଜଜିରା ନ୍ୟୁଜ୍ ଚ୍ୟାନେଲର ୫ ଜଣ ସାମ୍ବାଦିକଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଏହା ଅଲ ଜଜିରା ଦ୍ୱାରା ନିଶ୍ଚିତ କରାଯାଇଛି। ଗାଜା ସହରର ଅଲ-ଶିଫା…

ବୁଲା କୁକୁରଙ୍କୁ ଆଶ୍ରୟସ୍ଥଳରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳରେ ବୁଲା କୁକୁରଙ୍କ ଆତଙ୍କ ପ୍ରାୟତଃ ଦେଖାଯାଏ। ଲୋକମାନେ କୁକୁରମାନଙ୍କ ଯୋଗୁଁ ଭୟରେ ରହିବାକୁ ବାଧ୍ୟ ହେଉଛନ୍ତି। କାରଣ କୁକୁରମାନେ ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏବେ ସୁପ୍ରିମକୋର୍ଟ ଏହି ମାମଲାରେ ଏକ ବଡ଼ ରାୟ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ…

ଭୋଟ ଚୋରି ପ୍ରସଙ୍ଗରେ ପୋଲିସ ହେପାଜତରେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ: ଆଜିକାଲି ଭୋଟ ଚୋରି ପ୍ରସଙ୍ଗରେ ଦେଶରେ ରାଜନୈତିକ ସରଗରମ ରହିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ବିହାରରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଏବଂ କଥିତ ‘ଭୋଟ ଚୋରି’…

ସଂଶୋଧିତ ଆୟକର ବିଲ ୨୦୨୫ ଲୋକସଭାରେ ଉପସ୍ଥାପିତ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସଂଶୋଧିତ ଆୟକର ବିଲ ୨୦୨୫ ଉପସ୍ଥାପନ କରିଛନ୍ତି । ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି । ମାତ୍ର ୪ ମିନିଟ…

ଅପରେସନ ସିନ୍ଦୂର ପ୍ଲାନ ସ୍ପଷ୍ଟ କଲେ ସ୍ଥଳ ସେନା ମୁଖ୍ୟ

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ପହଲଗାମରେ ଯାହା ଘଟିଥିଲା ତାହା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏହାର ପରଦିନ ଅର୍ଥାତ ପରଦିନ ୨୩ ଏପ୍ରିଲରେ ଶୀର୍ଷ ସାମରିକ ଏବଂ ରାଜନୈତିକ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

ପ୍ରଥମ ଥର କାଶ୍ମୀର ଘାଟିରେ ହେଲା ମାଲ୍ ପରିବହନ, ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କାଶ୍ମୀରରେ ରେଳ ପରିବହନ ନିରନ୍ତର ବୃଦ୍ଧି ପାଉଛି। ଦୁର୍ଗମ ଅଞ୍ଚଳଗୁଡ଼ିକୁ ସୁଡ଼ଙ୍ଗ ଏବଂ ସେତୁ ମାଧ୍ୟମରେ ସଂଯୋଗ କରାଯାଉଛି। ଆଉ ଏବେ ସାମଗ୍ରୀ ପରିବହନରେ ରେଳବାଇ ଏକ ମାଇଲଖୁଣ୍ଟ ଛୁଇଁଛି। ଯେତେବେଳେ ପ୍ରଥମ ମାଲବାହୀ ଟ୍ରେନ୍ ଜମ୍ମୁ କାଶ୍ମୀରର ଅନନ୍ତନାଗରେ…