ଡାକ୍ତରଖାନାରୁ ସୋନମଙ୍କ ପ୍ରଥମ ବାର୍ତ୍ତା, ପୁଲିସ ଦ୍ବାରା ଚିକିତ୍ସାଳୟ ସ୍ଥାନାନ୍ତରକୁ ‘ବେଆଇନ ଅଟକ’ ଅଭିହିତ କଲେ
ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତର ମନ୍ତର ପ୍ରତିବାଦ ସ୍ଥଳରୁ ସଫଦରଜଙ୍ଗ ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ନିଜ ସମର୍ଥକମାନଙ୍କ ଉଦ୍ଦେଶ୍ୟରେ ପ୍ରଥମ ବାର୍ତ୍ତା ଜାରି କରିଛନ୍ତି। ଆସନ୍ତାକାଲି (ସୋମବାର) ‘କକ୍ରୋଚ୍ ଜନତା ପାର୍ଟି’ (ସିଜେପି) ପକ୍ଷରୁ ଆୟୋଜିତ ହେବାକୁ…