National & International

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ…

ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ଧମକକୁ ଭାରତର ବେଖା‌ତିର୍‌; ଦେଲା ମୁହଁତୋଡ଼ ଜବାବ

ନୂଆଦିଲ୍ଳୀ:ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ଧମକ୍‌ । ଥରେ ନୁହେଁ କି ଦୁଇ ଥର ନୁହେଁ ବାରମ୍ବାର ଭାରତକୁ ଟାରିଫ୍‌ ର ଧମକ୍‌ ଦେଇ ଚାଲିଛନ୍ତି ଟ୍ରମ୍ପ । ଅତିରିକ୍ତ ଶୁଳ୍କ ଲଗାଇବାର ଧମକ ପରେ ଭାରତ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ…

ଉତ୍ତରକାଶୀରେ ବାଦଲଫଟା ବର୍ଷା: ବନ୍ୟା ଜଳରେ ଭାସିଗଲା ସବୁ

ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ କ୍ଷୀର ଗଙ୍ଗା ନଦୀ ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ଏକ ବଡ଼ ଧରଣର ବନ୍ୟା ସମଗ୍ର ଅଞ୍ଚଳରେ ତାଣ୍ଡବ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଧରାଲି ବଜାରକୁ ବହୁ କ୍ଷତି…

ବର୍ଷକରେ ୩ ଦେଶର ୪୨୦ କିଲୋମିଟର ଜମି କବଜା କଲେ ନେତାନ୍ୟାହୁ

ଜେରୁଜେଲମ୍: ଗାଜାର ପରିସ୍ଥିତି ବହୁତ ଖରାପ। ଲୋକମାନେ ଅନାହାରରେ ଅଛନ୍ତି। ଅନେକ ଦେଶ ଯୁଦ୍ଧ ବନ୍ଦ କରିବା ପାଇଁ ଇସ୍ରାଏଲ ଉପରେ ଚାପ ପକାଉଛନ୍ତି। ଅନ୍ୟପକ୍ଷରେ, ଯୁଦ୍ଧବିରତି ସମ୍ପର୍କରେ ହମାସ ସହିତ ମଧ୍ୟ ଆଲୋଚନା ଚାଲିଛି। ସମ୍ପ୍ରତି ଯେତେବେଳେ ଫ୍ରାନ୍ସ ଏବଂ…

‘ସେନାକୁ ସମ୍ମାନ କର’ : ପଞ୍ଜାବ ପୁଲିସକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଜଣେ ସେନା କର୍ଣ୍ଣେଲ ଏବଂ ତାଙ୍କ ପୁଅଙ୍କୁ ମାଡ଼ ମାରିବା ମାମଲାରେ ଚାରି ଜଣ ପଞ୍ଜାବ ପୁଲିସ ଅଧିକାରୀଙ୍କୁ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି ସୁପ୍ରିମକୋର୍ଟ। କୋର୍ଟ କହିଛନ୍ତି, “ସେନାକୁ ସମ୍ମାନ କର, ସେମାନଙ୍କ ଯୋଗୁଁ ତୁମେ ଶାନ୍ତିରେ ଶୋଇପାରୁଛ।”…

ୟେମେନରେ ଜାହାଜ ବୁଡ଼ି ଚାଲିଗଲା ୬୮ ଜଣଙ୍କ ଜୀବନ

ନୂଆଦିଲ୍ଳୀ: ୟେମେନରେ ବଡ଼ ଅଘଟଣ । ଦକ୍ଷିଣ ଅବିଆନ ପ୍ରଦେଶ ନିକଟରେ ନୌକା ଓଲଟି ପଡ଼ିବାରୁ ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ଘଟିଛି । ୟେମେନ ଗଣମାଧ୍ୟମ ଅନୁଯାୟୀ, ପ୍ରାୟ ୧୫୪ ଜଣ ଶରଣାର୍ଥୀଙ୍କୁ ନେଇ ଏହି ନୌକା ଗଲ୍ଫ ଅଫ…

ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମିଳିଲା ନାହିଁ ପ୍ରମାଣ; ମାମଲା ବନ୍ଦ କରିଦେଲେ କୋର୍ଟ

ନୂଆଦିଲ୍ଲୀ: ସୋମବାର (୪ ଅଗଷ୍ଟ) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ପିଡବ୍ଲୁଡି ମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଆପ) ନେତା ସତ୍ୟେନ୍ଦ୍ର ଜୈନ ଏବଂ ଅନ୍ୟ ପିଡବ୍ଲୁଡି ଅଧିକାରୀଙ୍କ ବିରୋଧରେ ସିବିଆଇ ରୁଜୁ କରିଥିବା ମାମଲାକୁ ବନ୍ଦ…

ଚୀନ ଭାରତର ୨୦୦୦ କିମି ଦଖଲ କରିଛି ବୋଲି ଜାଣିଲ କିପରି ? ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ: ଭାରତ-ଚୀନ ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଆସିଥିବା…

ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ; ରାହୁଲଙ୍କୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: “ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ।” ଶୁଣାଣି ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କହିଲେ ସୁପ୍ରିମକୋର୍ଟ। ‘ଭାରତ ଯୋଡୋ ଯାତ୍ରା’ ସମୟରେ ରାହୁଲ କରିଥିବା ଦାବିକୁ ନେଇ ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଥିବା…

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ, ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଉ ନାହାନ୍ତି ଶିବୁ ସୋରେନ । ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ । ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ । ତେବେ…