National & International

୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ

ନୂଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। ଏହି ଔଷଧଗୁଡ଼ିକ ଅନେକ ବଡ଼ ଫାର୍ମା କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ଏଥିରେ ଆଣ୍ଟି-ଇନଫ୍ଲେମେଟୋରି, ହୃଦରୋଗ, ଆଣ୍ଟିବାୟୋଟିକ୍, ମଧୁମେହ ଏବଂ…

ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି

ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭…

ତେଜସ୍ବୀ ଯାଦବଙ୍କୁ ନୋଟିସ ପଠାଇଲେ ନିର୍ବାଚନ କମିସନ

ନୂଆଦିଲ୍ଲୀ : ଦୁଇଟି ଭୋଟର ପରିଚୟ ପତ୍ର ନମ୍ବର ମାମଲାରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ନିର୍ବାଚନ କମିସନ ତାଙ୍କୁ ଏହି ମାମଲାରେ ନୋଟିସ ପଠାଇଛନ୍ତି।…

ମୁମ୍ବାଇ ଆଇଆଇଟିର ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ମୁମ୍ବାଇ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶୁକ୍ରବାର ଏବଂ ଶନିବାର ମଧ୍ୟରାତ୍ରିରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ଆଇଆଇଟି ବମ୍ବେରେ ପାଠପଢ଼ୁଥିଲେ ଏବଂ ସେ ହଷ୍ଟେଲର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରଜଣକ ମେଟା ସାଇନ୍ସର ଚତୁର୍ଥ…

ଶିବ ମନ୍ଦିର ଯିବା ବାଟରେ ବଡ଼ ସଡକ ଦୁର୍ଘଟଣା: ୧୧ ଜଣଙ୍କ ମୃତ୍ୟୁ, ୪ ଜଣ ଗୁରୁତର

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବଡ଼ ସଡକ ଦୁର୍ଘଟଣା । କେନାଲକୁ ଖସିଲା କାର୍ । ଭାରସାମ୍ୟ ହରାଇ କେନାଲକୁ ଖସି ପଡିଲା ଏସୟୁଭି ଗାଡ଼ି । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।…

ତାମିଲ ଅଭିନେତା ମାଧନ ବବ୍‌ଙ୍କ ପରଲୋକ

ତାମିଲ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ହାସ୍ୟାଭିନେତା ମାଧନ ବବଙ୍କର ପରଲୋକ ଘଟିଛି। ଶନିବାର ୭୧ ବର୍ଷ ବୟସରେ ଚେନ୍ନଇର ଆଡିୟାରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମାଧନ କିଛି ଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ। ମାଧନ…

ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ରହସ୍ୟ ଖୋଲିଲେ ଫଡନାଭିସ

ନୂଆଦିଲ୍ଲୀ: ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ତାହାର ରହସ୍ୟ ଖୋଲିଛନ୍ତି ଏବେକାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ | ଏକ ସାକ୍ଷାତକାରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଥିଲେ ଯେ ମୁଁ ସ୍ପଷ୍ଟ ଶବ୍ଦରେ କହିବି। ଏହା ପ୍ରଥମ ଦିନରୁ ହିଁ…

ମଣିଶଙ୍କର ସବୁବେଳେ ପାକିସ୍ତାନର ପକ୍ଷ ନିଅନ୍ତି : ପ୍ରିୟଙ୍କା ଚତୁର୍ବେଦୀଙ୍କ ଜବାବ

ନୂଆଦିଲ୍ଲୀ : କଂଗ୍ରେସ ନେତା ମଣିଶଙ୍କର ଆୟାର ଅପରେସନ ସିନ୍ଦୂର ଏବଂ ବିଭିନ୍ନ ଦେଶକୁ ଯାଇଥିବା ପ୍ରତିନିଧି ଦଳ ବିଷୟରେ ଶନିବାର କହିଥିଲେ ଯେ ଯେଉଁ ୩୩ଟି ଦେଶକୁ ପ୍ରତିନିଧିମଣ୍ଡଳ ଗସ୍ତ କରିଥିଲେ ସେସବୁ ଦେଶମାନେ ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନକୁ…

ପାକିସ୍ତାନରେ ତେଲ ନାହିଁ, ଅସୀମ ମୁନିର ଭୁଲ ସୂଚନା ଦେଇଛନ୍ତି: ବଲୁଚ ନେତା

ନୂଆଦିଲ୍ଲୀ: ଆମେରିକା ଅଶୋଧିତ ତେଲକୁ ନେଇ ପାକିସ୍ତାନ ସହିତ ଏକ ଚୁକ୍ତି କରିଛି। ପାକ୍ କହିଛି ଯେ ବଲୁଚିସ୍ତାନରେ ତେଲ ଏବଂ ଅନ୍ୟାନ୍ୟ ଖଣିଜ ପଦାର୍ଥର ଭଣ୍ଡାର ଅଛି। ଏହି ସମୟରେ, ବଲୁଚିସ୍ତାନ ନେତା ମୀର ୟାର ବଲୁଚ୍ ଆମେରିକା ରାଷ୍ଟ୍ରପତି…

ନିଜ ନାମ ପଢିପାରୁନାହାନ୍ତି ତେଜସ୍ୱୀ: ସମ୍ରାଟ

ପାଟନା: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୋଟର ତାଲିକାର ସଠିକତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ପାଇଁ ଏକମାସ ଧରି ବିହାରରେ ଭୋଟର ତାଲିକା ସଂଶୋଧନ ଅଭିଯାନ (ଏସଆଇଆର) କରାଯାଇଥିଲା। ଅଗଷ୍ଟ ୧…