National & International

ଭାରତ ଉପରେ ୨୫% ଶୁଳ୍କ ଲଗାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇବା ନେଇ ଘୋଷଣା କରିଛନ୍ତି । ସାମାଜିକ ଗଣମାଧ୍ୟମରେ ସେ ପୋଷ୍ଟ କରି ଲେଖିଛନ୍ତି କି ଭାରତ, ଋଷ୍ ସହିତ ଅସ୍ତ୍ରଶସ୍ତ୍ର ଓ ତେଲ ବ୍ୟାପାର…

ସିନ୍ଦୂର ଲିଭି ଯାଇଥିବା ବେଳେ ଅପରେସନର ନାମ ସିନ୍ଦୂର କାହିଁକି: ଜୟା

ନୂଆଦିଲ୍ଲୀ: ରାଜ୍ୟସଭାରେ ଅପରେସନ ସିନ୍ଦୂର ଉପରେ ବିତର୍କ ସମୟରେ ସମାଜବାଦୀ ପାର୍ଟି ସାଂସଦ ଜୟା ବଚ୍ଚନ ‘ଅପରେସନ୍ ସିନ୍ଦୂର’ ନାମ ଉପରେ ଆପତ୍ତି ଉଠାଇଛନ୍ତି। ସେ ପୀଡ଼ିତ ପରିବାର ପ୍ରତି ସମବେଦନା ପ୍ରକାଶ କରି ସରକାରଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି।…

ଅଗଷ୍ଟ ୨ରେ ମିଳିବ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୨୦ତମ କିସ୍ତି ଅଗଷ୍ଟ ୨ତାରିଖରେ ପ୍ରଦାନ କରାଯିବ। ଏହି ପରିପ୍ରେକ୍ଷୀରେ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

୨୨ଏପ୍ରିଲ ପହଲଗାମ ଆକ୍ରମଣର ୨୨ମିନିଟରେ ପ୍ରତିଶୋଧ ନେଇଥିଲା ଭାରତ: ଜେପି ନଡ୍ଡା

ନୂଆଦିଲ୍ଲୀ: ରାଜ୍ୟସଭାରେ ‘ଅପରେସନ ସିନ୍ଦୂର’କୁ ନେଇ ଚର୍ଚ୍ଚା ସମୟରେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା କଂଗ୍ରେସକୁ ସିଧାସଳଖ ଭାବେ ଟାଗେର୍ଟ କରି କଟାକ୍ଷ କରିଥିଲେ। ଜେପି ନଡ୍ଡା ରାଜ୍ୟସଭାରେ ଦେଇଥିବା ଭାଷଣରେ କହିଛନ୍ତି, ‘୨୦୧୪ରେ ମୋଦୀ ସରକାର ଆସିବା ପରେ ଅମାବାସ୍ୟା ହଟିଲା…

ଇନଷ୍ଟ୍ରାଗ୍ରାମରେ ଯୁବକଙ୍କୁ ପ୍ରଲୋଭିତ କରି ଆତଙ୍କୀ ବନାଉଥିଲେ ମହିଳା, ବାନ୍ଧିଲା ଏଟିଏସ

ଇନଷ୍ଟାଗ୍ରାମରେ ଆଇଡି ଖୋଲି ଯୁବକମାନଙ୍କୁ ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା। ଅର୍ଥ ଲୋଭ ଦେଖାଇ ଆତଙ୍କବାଦୀ ସଂଗଠନରେ ସାମିଲ କରାଉଥିଲେ। ବର୍ଷ ବର୍ଷ ଧରି ଏପରି କାର୍ଯ୍ୟ କରିଆସୁଥିବା ଝାଡ଼ଖଣ୍ଡର ଜଣେ ମହିଳା ଆତଙ୍କବାଦୀଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି ଗୁଜରାଟ…

ଭୟଙ୍କର ଭୂକମ୍ପ ପରେ ସୁନାମୀ ଆତଙ୍କ

ନୂଆଦିଲ୍ଲୀ: ରୁଷରେ ଶକ୍ତିଶାଳୀ ଭୂକମ୍ପ ପରେ ଏବେ ସୁନାମୀର ଆତଙ୍କ । ଭୟଙ୍କର ଭୂକମ୍ପରେ ରୁଷ ଥରହର ହେବା ପରେ ଏବେ ସୁନାମୀ ମାଡ଼ି ଆସିବା ନେଇ ଆଲର୍ଟ ଜାରି କରାଯାଇଥିବା ବେଳେ ସମୁଦ୍ରରୁ ବିରାଟ ବିରାଟ ଜୁଆର ସ୍ଥଳ ଭାଗକୁ…

ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଲେ ଜୟଶଙ୍କର: ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରହିବ

ବର୍ତ୍ତମାନ ପରିସ୍ଥିତିରେ କୌଣସି ପ୍ରକାରେ ପାକିସ୍ତାନ ସହିତ ସିନ୍ଧୁ ଜଳ ରାଜିନାମା ନେଇ ଆଲୋଚନା ହେବାର ନାହିଁ। ଏହାକୁ ସ୍ଥଗିତ ରଖାଯିବ ବୋଲି କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସଂସଦରେ ମନ୍ତବ୍ୟ ଦେଇ ଜଳ ଏବଂ ରକ୍ତ ଏକାଠି ବହିବ…

ଭୂକମ୍ପରେ ଥରହର ରୁଷ: ଲାଗିଲା ୮.୮ ତୀବ୍ରତାର ଶକ୍ତିଶାଳୀ ଝଟକା

ମସ୍କୋ: ଭୂକମ୍ପରେ ଥରିଲା ରୁଷ । ଭୟଙ୍କର ଭୂକମ୍ପରେ ଦୋହଲିଗଲା ଦେଶ । ସକାଳୁ ସକାଳୁ ଲାଗିଲା ଶକ୍ତିଶାଳୀ ଭୂକମ୍ପର ଝଟକା । ୮.୮ ତୀବ୍ରତାର ଭୂକମ୍ପରେ ଥରହର ରୁଷ । ତେବେ ରୁଷର ପୂର୍ବ କାମଚଟକା ଅଞ୍ଚଳରେ ବଡ଼ ଧରଣର…

ଟ୍ରମ୍ପ୍ ୨୯ ଥର ଅସ୍ତ୍ରବିରତି ଦାବି କରିଛନ୍ତି, ସାହସ ଅଛି ତ ଏହା ମିଛ ବୋଲି କୁହନ୍ତୁ ମୋଦୀ: ରାହୁଲ

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅପରେସନ ସିନ୍ଦୂର ବିତର୍କରେ ଅଂଶଗ୍ରହଣ କରି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବାରମ୍ବାର କହୁଛନ୍ତି ଯେ, ସେ ଯୁଦ୍ଧବିରତି କରିଛନ୍ତି।…

ବିରୋଧୀଙ୍କୁ ଶୁଣାଇଲେ ଶାହ- ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଲୋକସଭାରେ ମଙ୍ଗଳବାର ଆଲୋଚନା ସମୟରେ ହଙ୍ଗାମା ହୋଇଛି। ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବିତର୍କରେ ମନ୍ତବ୍ୟ ରଖୁଥିବା ସମୟରେ ବିରୋଧୀ କିଛି ପ୍ରାମଣ ମାଗିଥିଲେ, ଯାହାକୁ ନେଇ ଶାହ ସେମାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶାହ…