National & International

ସ୍କୁଲରେ ପଢାଯିବ ‘ଅପରେସନ ସିନ୍ଦୂର’ର ଗୌରବ ଗାଥା , NCERT ଆଣିବ ନୂଆ ପାଠ୍ୟକ୍ରମ

ନୂଆଦିଲ୍ଲୀ : NCERT (ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ) ‘ଅପରେସନ ସିନ୍ଦୂର’ ଉପରେ ଆଧାରିତ ଏକ ସ୍ୱତନ୍ତ୍ର ପାଠ୍ୟକ୍ରମ ମଡ୍ୟୁଲ ପ୍ରସ୍ତୁତ କରିବାର ଘୋଷଣା କରିଛି, ଯାହାର ଉଦ୍ଦେଶ୍ୟ ଛାତ୍ରଛାତ୍ରୀଙ୍କୁ ଭାରତର ସାମରିକ ଶକ୍ତି, ପ୍ରଯୁକ୍ତିବିଦ୍ୟାର ପ୍ରଗତି ଓ…

ଅନଲାଇନରେ ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଚାଲାଣ ରାକେଟ ଠାବ: ୧୦୦ କୋଟିର କୋକେନ ଓ ଗଞ୍ଜେଇ ଜବତ

ହ୍ବାଟ୍ସଆପ୍‌ କଲ୍‌ ସେଣ୍ଟର ଖୋଲି ଅନଲାଇନରେ ହେଉଥିଲା ନିଶାଦ୍ରବ୍ୟ ଚାଲାଣ। ଲକ୍ଷେ କି ଦୁଇ ଲକ୍ଷ ନୁହେଁ, କୋଟି କୋଟି ଟଙ୍କାର ନିଶାଦ୍ରବ୍ୟ ଚାଲାଣ କରୁଥିଲେ ବିଦେଶୀ ମାଫିଆ। ଆଉ ଏହାର କିଙ୍ଗପିନ୍ ଥିଲେ ନାଇଜେରୀୟ ଯୁବକ। ଅନଲାଇନରେ ଅର୍ଡର କଲେ…

ସଂସଦ ରତ୍ନ ପୁରସ୍କାରରେ ୧୭ ସାଂସଦ ସମ୍ମାନିତ, ଭର୍ତ୍ତୃହରିଙ୍କୁ ସ୍ୱତନ୍ତ୍ର ପୁରସ୍କାର

ନୂଆଦିଲ୍ଲୀରେ ଶନିବାର ଦିନ ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଏହି ସାଂସଦମାନଙ୍କ ମଧ୍ୟରେ ଅଛନ୍ତି ବିଜେପିରୁ ରବି କିଶନ, ନିଶିକାନ୍ତ ଦୁବେ ଏବଂ ଦିନେଶ ଶର୍ମା, କଂଗ୍ରେସରୁ ବର୍ଷା…

ଚାକିରି ଛାଡ଼ିବେ ନାସାର ୩,୮୭୦ କର୍ମଚାରୀ

ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଶାସନ…

ଆତଙ୍କବାଦକୁ ସମର୍ଥନ କରୁଥିବା ଲୋକଙ୍କୁ ଛଡାଯିବ ନାହିଁ- ସେନା ମୁଖ୍ୟ

ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍‍ ଷ୍ଟ୍ରାଇକ୍‍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍‍ ବିଜୟ ଦିବସ ଅବସରରେ ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ…

ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !

ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ…

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ…

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ…

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ…

ଆମେରିକା ଓ ଇସ୍ରାଏଲକୁ ବଡ଼ ଝଟକା ଦେଲା ଫ୍ରାନ୍ସ

ଆମେରିକା ଏବଂ ଇସ୍ରାଏଲକୁ ଏକ ବଡ଼ ଝଟ୍‌କା ଦେଇଛି ଫ୍ରାନ୍ସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ ଏକ ଘୋଷଣା ଆରେମିକାର ନିଦ ହଜାଇ ଦେଇଛି। କେବଳ ଏତିକି ନୁହେଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବି ଚିନ୍ତାରେ ପଡ଼ି ଯାଇଛନ୍ତି। ଯେଉଁଥିପାଇଁ…