National & International

କନ୍ନଡ ଅଭିନେତାଙ୍କ ଜାମିନକୁ ନେଇ ହାଇକୋର୍ଟଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ରେଣୁକାସ୍ୱାମୀ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ରେଣୁକାସ୍ୱାମୀଙ୍କୁ ଅପହରଣ କରି ନିର୍ଯାତନା ଦେବାପରେ ହତ୍ୟା କରିବା ଅଭିଯୋଗରେ ଦର୍ଶନଙ୍କୁ ଗତ ବର୍ଷ ଜୁନ୍ ମାସରେ ଗିରଫ…

ଏବେ ହେମନ୍ତଙ୍କ ପାଳି: ଆରଜେଡିକୁ ଏତିକି ଆସନ ମାଗିଲା ଜେଏମଏମ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ନେଇ ଯଦିଓ କୌଣସି ଘୋଷଣା ହୋଇନାହିଁ, ତେବେ ରାଜନୈତିକ ଦଳଗୁଡିକ ସେମାନଙ୍କର ପ୍ରସ୍ତୁତି ଜୋରସୋରରେ କରୁଛନ୍ତି | ବିଶେଷ କରି ବିରୋଧୀ ଦଳଗୁଡ଼ିକର ମହାଗଠବନ୍ଧନରେ ଆଲୋଚନା ତୀବ୍ର ହୋଇଛି। ଆରଜେଡି ନେତୃତ୍ୱାଧୀନ ମହାଗଠବନ୍ଧନରେ ଆସନ ବଣ୍ଟନ…

ପ୍ରାଚୀନ ଶିବ ମନ୍ଦିରକୁ ନେଇ କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଭୀଷଣ ଯୁଦ୍ଧ

ବ୍ୟାଙ୍କକ୍ : ୟୁକ୍ରେନ-ରୁଷ, ମଧ୍ୟପୂର୍ବରେ ସଂଘର୍ଷ ଜାରି ରହିଥିବାବେଳେ ବିଶ୍ବର ଆଉ ଏକ ଅଂଚଳରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ତାହା ହେଉଛି ଦକ୍ଷିଣ-ପୂର୍ବ ଏସିଆ । ବିଗତ କିଛି ଦିନ ହେଲା କାମ୍ବୋଡିଆ ଓ ଥାଇଲାଣ୍ଡ ମଧ୍ୟରେ ଚାଲିଆସିଥିବା ଉତ୍ତେଜନା…

ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ

ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍‌ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା…

ମଙ୍ଗଳ ଗ୍ରହରେ ଶୈବାଳ ବିକଶିତ : ବଢିଲା ଜୀବନ ବସତିର ଆଶା

ନୂଆଦିଲ୍ଲୀ ୨୪।୦୭; ସ୍ଥାୟୀ ମହାକାଶ ଯାତ୍ରା ପାଇଁ ଏକ ପ୍ରମୁଖ ପଦକ୍ଷପ ଭାବରେ, ଗବେଷକମାନେ ବୈବ ବିଘଟନଶୀଳ ବାୟୋଫ୍ଲାଷ୍ଟିକ ଭିତରେ ଏକ ଶୈବାଳକୁ ସଫଳତାର ସହିତ ବିକାଶ କରିବାରେ ସକ୍ଷମ ହୋଇଛନ୍ତି। ପୃଥିବୀର ଚାପ ତୁଳନାରେ ପ୍ରାୟ ଏକ ପ୍ରତିଶତ ପୃଷଠଚାପ…

ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ: ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ବମ୍ବେ ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୨ ଜଣଙ୍କୁ ବମ୍ବେ ହାଇକୋର୍ଟ ମୁକ୍ତ କରିଥିଲେ।…

ଦେଶରେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ଯାଉଛି ୬ ଜଣଙ୍କ ଜୀବନ, ସବୁଠି ଅଧିକ ବାଇକ୍ ଆକ୍ସିଡେଣ୍ଟ

ନୂଆଦିଲ୍ଲୀ: ୨୦୨୫ର ପ୍ରଥମ ଛଅ ମାସରେ ସମଗ୍ର ଦେଶରେ ଜାତୀୟ ରାଜପଥରେ ୨୬ ହଜାର ୭୭୦ ଜଣଙ୍କ ମୃତ୍ୟୁ ଘଟିଛି। ସେହି ହିସାବରେ ଦେଖିଲେ ପ୍ରତି ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୬ରୁ ଅଧିକ ଲାେକଙ୍କ ପ୍ରାଣହାନୀ ଘଟିଛି। ୨୦୨୪ରେ ରାଜପଥରେ ୫୨…

ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍‌ ଟ୍ୱିଟ୍‌ ଯୁଦ୍ଧ

ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ…

ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି

ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । ‘ବାପା’ ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ…

ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ

ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ…