ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI
ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି…
