National & International

ଭାରତୀୟ ଅର୍ଥନୀତିକୁ ତଳିତଳାନ୍ତ କରିଦେବୁ, ଆମେରିକାର ଧମକ

ଓ୍ବାସିଂଟନ : ରୁଷରୁ ଶସ୍ତାରେ ତେଲ କିଣୁ ଥିବା ଚୀନ, ଭାରତ ଓ ବ୍ରାଜିଲକୁ ପୁଣି ଥରେ ଧମକ ଦେଇଛି ଆମେରିକା । ଯଦି ଏହି ଦେଶଗୁଡ଼ିକ ରୁଷରୁ ଶସ୍ତା ତେଲ କିଣିବା ଜାରି ରଖନ୍ତି, ତେବେ ସେମାନଙ୍କର ଅର୍ଥନୀତିକୁ ବଡ଼…

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦକୁ ନେଇ ମୋଦୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରେ ସଂସଦରେ ମୌସୁମୀ ଅଧିବେଶନର ପ୍ରଥମ ଦିନ ଥିଲା। ଅଧିବେଶନ ଶେଷ ହେବା ପରେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼। ଧନଖଡ଼ଙ୍କ ହଠାତ ଏତେ ବଡ଼ ନିଷ୍ପତ୍ତି ପରେ ଏକ୍ସ…

ମୁକ୍ତ ହେବେ ନିମିଷା ପ୍ରିୟା !

କୋଚି : ୟେମେନରେ ମୃତ୍ୟୁଦଣ୍ଡ ଅପେକ୍ଷାରେ ଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କୁ ଖୁବ୍ ଶୀଘ୍ର ମୁକ୍ତ କରାଯାଇପାରେ। ଏହି ଦାବି କରିଛନ୍ତି ଡାକ୍ତର କେ ଏ ପଲ୍, ଯିଏ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସେ ଏହା…

ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଲେ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର…

ଦକ୍ଷିଣ ଷ୍ଟାରଙ୍କୁ ଇଡି ର ସମନ

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବେ ଦକ୍ଷିଣ ଭାରତର କିଛି ବଡ଼ ବଡ଼ ତାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ସୋମବାର ଦିନ, ଇଡି ବିଜୟ ଦେବରକୋଣ୍ଡା, ରାଣା ଦଗ୍ଗୁବତୀ, ପ୍ରକାଶ ରାଜ ଏବଂ ଲକ୍ଷ୍ମୀ ମାଞ୍ଚୁଙ୍କ…

କମ ଭକ୍ତ, ଅଧିକ ଗୁଣ୍ଡା: କାଉଡିଆଙ୍କୁ ନେଇ ବିବାଦୀୟ ବୟାନ ଦେଲେ ସପା ବିଧାୟକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଏବଂ ସମ୍ଭଲର ଏସପି ବିଧାୟକ ନବାବ ଇକବାଲ ମହମୁଦ କାଉଡିଆମାନଙ୍କ ବିଷୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏସପି ବିଧାୟକ କହିଛନ୍ତି ଯେ କାଉଡିଆମାନଙ୍କ ମଧ୍ୟରେ ଶିବ ଭକ୍ତ କମ୍ ଏବଂ ଗୁଣ୍ଡା…

ଢାକାରେ କଲେଜ ଉପରେ ଖସିପଡ଼ିଲା ବିମାନ: ମୃତ୍ୟୁ ସଂଖ୍ୟା ୧୯ ଛୁଇଁଲା

ଢାକା: ବାଂଲାଦେଶ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜ ପରିସରରେ ବିମାନଟି ଖସିପଡ଼ିଛି। ବିମାନ…

ଜଷ୍ଟିସ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କୁ ହଟାଇବା ପ୍ରକ୍ରିୟା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ରାଜ୍ୟସଭା ଅଧ୍ୟକ୍ଷ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ସଂସଦରେ କହିଛନ୍ତି ଯେ ସେ ସମ୍ବିଧାନର ଧାରା ୨୧୭(୧)(ବି), ୨୧୮ ଏବଂ ୧୨୪(୪)…

ଅକ୍ସିଜେନ ସପୋର୍ଟ ସିଷ୍ଟମରେ ବଳଙ୍ଗା ପୀଡ଼ିତା, ସୂଚନା ଦେଲା ଦିଲ୍ଲୀ ଏମ୍ସ

ପୁରୀ : ପୁରୀ ବଳଙ୍ଗାରେ ନାବାଳିକାଙ୍କୁ ଜାଳିଦେବା ଘଟଣାରେ ସ୍ପେଶାଲ ଟିମ୍ । ବିଳମ୍ବିତ ରାତିରେ ପୀଡ଼ିତାଙ୍କ ଘରେ ସ୍ବତନ୍ତ୍ର ଟିମ୍ ପହଞ୍ଚି ଛାନଭିନ କରୁଛି । ବଳଙ୍ଗା ବଜାରର ଅନେକ ଅଳଙ୍କାର ଦୋକାନରେ ପଚରାଉଚରା କରୁଛି । କେଉଁଠୁ ଆସିଲା…

ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ଦେହାନ୍ତ

ତିରୁଅନନ୍ତପୁରମ୍‌: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କମ୍ୟୁନିଷ୍ଟ ନେତା ଭିଏସ୍ ଅଚ୍ୟୁତାନନ୍ଦନଙ୍କର ୧୦୧ ବର୍ଷ ବୟସରେ ପରଲୋକ ଘଟିଛି । ଥିରୁଅନନ୍ତପୁରମର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ତାଙ୍କର…