National & International

ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତର ଯୋଜନା, ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପରେ ସାମରିକ ଘାଟୀ

ନୂଆଦିଲ୍ଲୀ : ଆରବ ମହାସାଗରରେ ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରଣନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପକୁ ଅଧିଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ପ୍ରତିରକ୍ଷା ଘାଟୀ ଭାବେ ବ୍ୟବହାର କରାଯିବ। ଏବେ…

ପରଲୋକରେ ‘ଡନ୍’ ନିର୍ଦ୍ଦେଶକ, ୫୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଚନ୍ଦ୍ର ବାରୋଟ

ବଲିଉଡର ଆଇକନିକ ଫିଲ୍ମ ‘ଡନ’ର ନିର୍ଦ୍ଦେଶକ ଚନ୍ଦ୍ର ବାରୋଟଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ସେ ଗତ ସାତ ବର୍ଷ ଧରି ପଲମୋନାରୀ ଫାଇବ୍ରୋସିସ ରୋଗରେ ପୀଡିତ ଥିଲେ। ସେ ଗୁରୁ ନାନକ…

ଗତ ୫ବର୍ଷ ମଧ୍ୟରେ କୈଳାସ ପର୍ବତରେ ହେଉଥିବା ପରିବର୍ତ୍ତନ ବଡ଼ଚିନ୍ତାର କାରଣ ପାଲଟିଛି

ନୂଆଦିଲ୍ଲୀ: ପାଞ୍ଚ ବର୍ଷର ବ୍ୟବଧାନ ପରେ ସିକ୍କିମର ନାଥୁଲା ଗିରିପଥ ଦେଇ କୈଳାସ ମାନସରୋବର ଯାତ୍ରା ପୁଣି ଥରେ ଆରମ୍ଭ ହୋଇଛି । ୨୦୨୦ରେ ଭାରତ ଓ ଚୀନ ମଧ୍ୟରେ ହୋଇଥିବା ଗଲଓ୍ବାନ ସଂଘର୍ଷ ପରେ କୈଳାସ ମାନସରୋବର ଯାତ୍ରାକୁ ବନ୍ଦ…

ଇଣ୍ଡୋନେସିଆ : ଜାହାଜରେ ଅଗ୍ନିକାଣ୍ଡ, ଭୟରେ ସମୁଦ୍ରକୁ ଡେଇଁଲେ ଯାତ୍ରୀ

ଜାକାର୍ତ୍ତା : ଇଣ୍ଡୋନେସିଆ ନିକଟସ୍ଥ ସମୁଦ୍ରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ଯୋଗୁଁ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ । ଏହି ଅଗ୍ନିକାଣ୍ଡର ଭିଡିଓ ଭାଇରାଲ ହୋଇଛି । ସୂଚନା…

ମଝି ଆକାଶରେ କ୍ରୁ ସଦସ୍ୟଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମଝି ଆକାଶରେ ବିମାନ ଉଡ଼ୁଥିବା ବେଳେ ଜଣେ ଯାତ୍ରୀ ହଠାତ୍ ଜରୁରୀକାଳୀନ ଦ୍ୱାର ଖୋଲିବା ସହିତ କ୍ରୁ ସଦସ୍ୟ ଓ ସହଯାତ୍ରୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବାର ଅଭିଯୋଗ ହୋଇଛି। ଏହି…

ସୋମବାରଠାରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ : ଜୁଲାଇ ୨୧ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏଥିପାଇଁ ଆଜି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡକାଇଥିଲେ । ଏହି ଅଧିବେଶନ ମଧ୍ୟ ବହୁତ ହଙ୍ଗାମାପୂର୍ଣ୍ଣ ହେବାକୁ ଯାଉଛି ଏବଂ ଏହାର ଏକ…

ଅଭାବନୀୟ ଘଟଣା; ପୁଲିସ ଅଧିକାରୀଙ୍କୁ ହତ୍ୟା କଲା ପ୍ରେମିକ

ନୂଆଦିଲ୍ଲୀ: ଗୁଜରାଟର କଚ୍ଛ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଅଧିକାରୀଙ୍କ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି। ଗିରଫ ପ୍ରେମିକଙ୍କ…

ପରଲୋକରେ ତେଲୁଗୁ ଅଭିନେତା ଭେଙ୍କଟ ରାଜ

ନୂଆଦିଲ୍ଲୀ: ଆଉ ନାହାନ୍ତି ତେଲୁଗୁ ଅଭିନେତା ଭେଙ୍କଟ ରାଜ। ୫୩ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଅଭିନେତା ଭେଙ୍କଟ ରାଜଙ୍କ ପରଲୋକ ହୋଇଛି। ତାଙ୍କୁ ସ୍ନେହରେ ପ୍ରଶଂସକ ଏବଂ ପରିଚିତ ଲୋକମାନେ ଫିଶ୍ ଭେଙ୍କଟ ମଧ୍ଯ ଡାକୁଥିଲେ। ଦୀର୍ଘ ଦିନ ଧରି…

ବଳଙ୍ଗା ଘଟଣାକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ଆଜି ପୂର୍ବାହ୍‌ଣରେ ଘଟିଥିବା ଘଟଣା ନେଇ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କ୍ଷୋଭ ପ୍ରକାଶ କରିବା ସହିତ ଲେଖିଛନ୍ତି, ଏହି ଅଭାବନୀୟ ଘଟଣାରେ…

ସୁଟିଂ ସେଟରେ ଶାହରୁଖ ଖାନ୍ ଆହତ

ଫିଲ୍ମ ସୁଟିଂ ବେଳେ ଶାହରୁଖ ଖାନ ଆହତ ହୋଇଛନ୍ତି। ଅଭିନେତା ଶାହରୁଖ ଖାନ ନିକଟରେ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘କିଙ୍ଗ’ର ଆକ୍ସନ ସିନ୍ ସୁଟିଂ ସମୟରେ ଆହତ ହୋଇଛନ୍ତି। ତାଙ୍କ ପିଠିରେ ଆଘାତ ଲାଗିଛି। ସୂଚନା ଅନୁଯାୟୀ, ଏହି ଆଘାତ ଗୁରୁତର…